E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ନୀଳନୟନା ଐଶ୍ୱର୍ଯ୍ୟାଙ୍କୁ ‘ଆଣ୍ଟି’ ବୋଲି କହିଥିଲେ ସୋନମ: ରାଗିଯାଇ ଏଭଳି…
4:24 pmJune 25, 2021

ବମ୍ବେ: ସେଲିବ୍ରିଟିମାନଙ୍କ ଉପରେ ରହିଥାଏ ପ୍ରଶଂସକଙ୍କ ନଜର। ଏଭଳି ସ୍ଥିତିରେ ତାଙ୍କ ମୁହଁରୁ ବାହାରିଥିବା ପ୍ରତିଟି କଥା ଗଣମାଧ୍ୟମର ଶିରୋନାମା ପାଲଟେ। ବେଳେବେଳେ ଏହା ବିବାଦର ସୁତ୍ରପାତ କରାଏ। ଆଜି ଆମେ କହିବାକୁ ଯାଉଛୁ ଅଭିନେତ୍ରୀ ସୋନମ କପୁରଙ୍କ ଏକ ବିବାଦୀୟ ବୟାନ ବିଷୟରେ।

ସୋନମ ଲୋରିୟଲର ବ୍ରାଣ୍ଡ ଆମ୍ବାସଡର। ସେ ଯୁବଗୋଷ୍ଠୀଙ୍କ ପାଇଁ ବ୍ରାଣ୍ଡର ଚେହେରା ଏବଂ ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁରୁଣା ଗ୍ରାହକଙ୍କ ପାଇଁ ବୋଲି ଏକଦା କହିଥିଲେ। ଏପରିକି ଐଶ୍‌ ତାଙ୍କ ବାପାଙ୍କ ସହ କାମ କରିଥିବାରୁ ତାଙ୍କୁ ଆଣ୍ଟି ବୋଲି କହିବାକୁ ପଡ଼ିବ ବୋଲି ସେ କହିଥିଲେ। ପରବର୍ତ୍ତୀ ସମୟରେଐଶ୍‌ଙ୍କୁ ଏଭଳି ଟିପ୍ପଣୀ ପସନ୍ଦ ଆସି ନ ଥିଲା। ଏହାକୁ ନେଇ ସୋନମ କାନ୍ସରେ କିଭଳି ସାମିଲ ନ ହୋଇପାରିବେ ତାର ବନ୍ଦୋବସ୍ତ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଏହି ଅଭିନେତ୍ରୀଙ୍କ ସହ ଚାଲିଛି ସଲମାନଙ୍କ ଲୁଚାଛପା ପ୍ରେମ

ମୁମ୍ବାଇ: ସୁନ୍ଦରୀ ନାୟିକା କ୍ୟାଟ୍ରିନା କୈଫଙ୍କ ସହ ବ୍ରେକଅପ୍‌ ପରେ ଦବଙ୍ଗ ଖାନ ସଲମାନଙ୍କ ନାମ ଆଉ ଜଣେ ମଡେଲଙ୍କ ସହ ଯୋଡ଼ା ଯାଇଛି। ସେ...

ଚିତ୍ର ଆଙ୍କିବାରେ ମନ

କରୋନା ଦ୍ୱିତୀୟ ଲହର ପାଇଁ ଏବେ ତ ଶୁଟିଂ ବନ୍ଦ ଅଛି। ବସିବା ଅପେକ୍ଷା କାଶିବା ଭଲ। ତେଣୁ ଘରେ ବସି ରହିବା ଅପେକ୍ଷା ଜାହ୍ନବୀ...

ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ

ଭେଟେରାନ ଅଭିନେତା ନେଡ ବିଟିଙ୍କ ପରଲୋକ ହୋଇଛି। ସୁପରମ୍ୟାନ, ନେଟୱାର୍କ ପରି  ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ସେ ନଜର ଆସିଥିଲେ। ମୃତ୍ୟୁବେଳକୁ ନେଡଙ୍କୁ ୮୩ ବର୍ଷ...

୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…

ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ...

ସାଇକେଲ୍‌ରେ ବ୍ରେଡ୍‌-ଅଣ୍ଡା ବିକ୍ରି କରୁଛନ୍ତି ସୋନୁ

ମୁମ୍ବାଇ: ଗରୀବ ଓ ଅସହାୟ ଲୋକଙ୍କ ପାଇଁ ଦେବଦୂତ ପାଲଟିଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଲଗାତର ଭାବେ ଆବଶ୍ୟକୀୟ ଲୋକଙ୍କୁ ସାହାଯ୍ୟ କରିଆସୁଛନ୍ତି। ରିଲ...

ବମ୍ବେର ଟ୍ରକ୍‌ ଡ୍ରାଇଭରଙ୍କ କଲୋନୀରେ ରହୁଥିଲେ ବିପାଶା, ଏହି କାରଣରୁ ସବୁବେଳେ ପାଖରେ ରଖୁଥିଲେ ହାତୁଡ଼ି

ବମ୍ବେ: ବ୍ୟକ୍ତିଗତ ଜୀବନ ହେଉ ଅଥବା ଅଭିନୟ, ସବୁଥିରେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାନ୍ତି ଅଭିନେତ୍ରୀ ବିପାଶା ବସୁ। ଜଣେ ମଡେଲରୁ ସୁପର ମଡେଲ ଓ...

ମାଧୁରୀଙ୍କ ସହ ସମ୍ପର୍କକୁ ଗୁଜବ ବୋଲି କହିଥିଲେ ସଞ୍ଜୁବାବା, ହେଲେ ଏହି କାରଣରୁ ମାଗିଥିଲେ କ୍ଷମା

ବମ୍ବେ: ନବେ ଦଶକରେ ବଲିଉଡ୍‌ର ସବୁଠାରୁ ସୁନ୍ଦର ଯୋଡ଼ିଙ୍କ ମଧ୍ୟରୁ ଗୋଟିଏ ଥିଲା ସଞ୍ଜୟ ଦତ୍ତ ଏବଂ ମାଧୁରୀ ଦିକ୍ଷୀତଙ୍କ ଯୋଡ଼ି। ‘ସାଜନ୍‌’, ‘ଖଳନାୟକ’ ଭଳି...

ଆଇଆଇଟି ଛାତ୍ରଙ୍କୁ ପ୍ରଥମେ ବିବାହ କରିଥିଲେ ନୀନା; ବର୍ଷେ ପରେ…

ବମ୍ବେ: ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଅଟୋବାୟୋଗ୍ରାଫି ‘ସଚ କହୁଁ ତୋ’ ରିଲିଜ ହୋଇଛି। ଏଥିରେ ସେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ରହସ୍ୟ ଉପରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ
Next Post Next post:
ଏକଦା ଶାହାରୁଖଙ୍କୁ ‘କୁକୁର’ ବୋଲି ସମ୍ବୋଧନ କରିଥିଲେ ମିଷ୍ଟର ପରଫେକ୍ଟ: କହିଥିଲେ ‘ମୋ ପାଦ ଚାଟୁଛି’; ଆଉ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts