କାଲିଫର୍ନିଆ,୧୨ା୬: ୩୦୦ରୁ ଅଧିକ ପର୍ନ ଫିଲ୍ମରେ କାମ କରିଥିବା ଡାକୋଟା ସ୍କାଏଙ୍କ ରହସ୍ୟଜନକ ଭାବେ ମୃତ୍ୟୁ ହୋଇଛି। ୨୭ ବର୍ଷୀୟା ଡାକୋଟାଙ୍କ ମୃତଦେହ ତାଙ୍କ ଘରୁ ମିଳିଛି। ଯେତେବେଳେ ସ୍ବାମୀ ଘରେ ପହଞ୍ଚିଲେ ସେତେବେଳେ ଡାକୋଟାଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଏକ ରିପୋର୍ଟ ଅନୁଯାୟୀ, ଟପ୍ଲେସ୍ ପୋଜ୍ ଦେଇ ବିବାଦ ଘେରକୁ ଆସିଥିବା ଏହି ପର୍ନଷ୍ଟାରଙ୍କ ଏପରି ମୃତ୍ୟୁକୁ ନେଇ ସାଧାରଣରେ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଲସ୍ ଏଞ୍ଜେଲ୍ସସ୍ଥିତ ବାସଗୃହରେ ଡାକୋଟାଙ୍କ ମୃତଦେହ ମିଳିଛି। ଡାକୋଟାଙ୍କ ପ୍ରକୃତ ନାମ ଲରିନ୍ କେୟ ସ୍କାର୍ଟ ଥିଲା। ଡାକୋଟାଙ୍କ ସ୍ବାମୀ ପୋଲିସକୁ ଏ ବିଷୟରେ ସୂଚନା ଦେଇଥିଲେ। ତେବେ ଡାକୋଟାଙ୍କ ମୃତ୍ୟୁର କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରିନାହିଁ। ପୋଲିସ ଘଟଣାର ତଦନ୍ତ କରୁଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.