E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

କୋପା ଆମେରିକା ମ୍ୟାଚ୍‌ ପରିଚାଳନା କରିବେ ସ୍ପାନିଶ୍‌ ରେଫରି
7:49 amJune 17, 2021

କୁଇଆବା(ବ୍ରାଜିଲ),୧୭।୬: ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଏକ ସ୍ପାନିଶ୍‌ ରେଫରିଂ କ୍ରିୟୁ ମ୍ୟାଚ୍‌ ପରିଚାଳନା କରିବେ। ଏ ନେଇ ୟୁରୋପ ଓ ଦକ୍ଷିଣ ଆମେରିକା ଫୁଟ୍‌ବଲ ପ୍ରଶାସନର ଦୁଇ ସର୍ବୋଚ୍ଚ ସଂସ୍ଥା ୟୁନିୟନ ଅଫ୍‌ ୟୁରୋପିଆନ ଫୁଟ୍‌ବଲ ଆସୋସିଏଶନ (ୟୁଏଏଫ୍‌ଏ) ଓ କନ୍‌ମେବୋଲ ମଧ୍ୟରେ ଏକ ଚୁକ୍ତି ହୋଇଛି। ପ୍ରଥମଥର ପାଇଁ କୋପା ଆମେରିକା ମ୍ୟାଚ୍‌ରେ ୟୁରୋପିଆନ କ୍ରିୟୁ କାର୍ଯ୍ୟ କରିବେ ବୋଲି କନମେବୋଲ ତରଫରୁ କୁହାଯାଇଛି।
ଠିକ୍‌ ସେହିପରି ଗୁରୁବାର ୟୁରୋପିଆନ ଚାମ୍ପିୟନଶିପ୍‌ରେ ଆର୍ଜେଣ୍ଟିନାର କ୍ରିୟୁ କାର୍ଯ୍ୟ କରିବେ। ଏହି କ୍ରିୟୁ ୟୁକ୍ରେନ୍‌ ଓ ଉତ୍ତର ମାସିଡୋନିଆ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍‌ରେ ପରିଚାଳନା ଦାୟିତ୍ୱରେ ରହିବେ। ଶୁକ୍ରବାର ଚିଲି ଓ ବଲିଭିଆ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍‌ରେ ସ୍ପେନ୍‌ର ଜେସସ ଜିଲ ମାଞ୍ଜାନୋ ରେଫରି ଭାବେ କାର୍ଯ୍ୟ କରିବେ। ମାଞ୍ଜାନୋଙ୍କୁ ଏହି ମ୍ୟାଚ୍‌ରେ ସ୍ପେନ୍‌ର ଅନ୍ୟ ୩ ଆସିଷ୍ଟାଣ୍ଟ ସହାୟତା କରିବେ। ସେହିପରି ଫର୍ନାଣ୍ଡୋ ରାପାଲିନି ଓ ତାଙ୍କ ଆର୍ଜେଣ୍ଟିନା ଆସିଷ୍ଟାଣ୍ଟମାନେ ରୋମାନିଆର ବୁକାରେଷ୍ଟରେ ମ୍ୟାଚ୍‌ ପରିଚାଳନା କରିବେ। ଦୁଇଟି କନ୍‌ଫେଡେରେଶନରେ ରେଫରିଂକୁ ଆହୁରି ଶାଣିତ କରିବା ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି ବୋଲି କନମେବୋଲ ତରଫରୁ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

୫୫ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଦେଶ ନ୍ୟୁଜିଲାଣ୍ଡ; ଚାମ୍ପିଅନ୍‌ ହେବା ପଛରେ ରହିଛି ଏସବୁ କାରଣ

ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଟାଇଟେଲ ଜିତିଛି। ୧୮ରୁ ୨୩ ଅକ୍ଟୋବର ଅର୍ଥାତ୍‌ ୬ ଦିନ ପର୍ଯ୍ୟନ୍ତ ଚାଲିଥିବା ଟେଷ୍ଟରେ ନ୍ୟୁଜିଲାଣ୍ଡ ଟିମ...

କୋପା ଆମେରିକା: କରୋନା ପ୍ରୋଟୋକଲ ଉଲ୍ଲଂଘନକୁ ଚିଲି ମାନିଲା

ସାଓ ପାଉଲୋ,୨୨।୬: କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟରେ କରୋନା ଭାଇରସ୍‌ ପ୍ରୋଟୋକଲ ଉଲ୍ଲଂଘନ କଥା ଚିଲି ସ୍ବୀକାର କରିଛି। ଚିଲି ଦଳରେ କେତେଜଣ ଖେଳାଳି ନିୟମାବଳୀ...

ଫାଇନାଲ ପାଇଁ ଘୋଷଣା ହେଲା ଟିମ୍‌ ଇଣ୍ଡିଆ; ମିଳିଲା ନାହିଁ ଶାର୍ଦ୍ଦୁଳଙ୍କୁ ସ୍ଥାନ

ସାଉଥାମ୍ପଟନ,୧୫।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ପାଇଁ ମଙ୍ଗଳବାର ଘୋଷିତ ୧୫ ଜଣିଆ ଭାରତୀୟ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମିଲ୍‌ଖାଙ୍କ ଶେଷକୃତ୍ୟ ସମ୍ପନ୍ନ

ଚଣ୍ଡିଗଡ଼, ୨୦ା୬ (ପି.ଟି.)-କିମ୍ବଦନ୍ତୀ ସ୍ପ୍ରିଣ୍ଟର ମିଲ୍‌ଖା ସିଂଙ୍କର ଏଠାରେ ଶନିବାର ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶୋକାକୁଳ ପରିବେଶରେ ୯୧ବର୍ଷୀୟ ମିଲ୍‌ଖାଙ୍କୁ...

ଭୁବନେଶ୍ୱରଙ୍କ ଦୁଃଖ ସରୁନି: ପିତାଙ୍କ ମୃତ୍ୟୁ ପରେ ମା’ ହସ୍ପିଟାଲରେ, ନିଜଠାରେ କରୋନା ଲକ୍ଷଣ

ଟିମ ଇଣ୍ଡିଆର ଦ୍ରୁତ ବୋଲର ଭୂବନେଶ୍ୱର କୁମାରଙ୍କ ସମସ୍ୟା ଶେଷ ହେବାର ନାଁ ନେଉନାହିଁ। ନିକଟରେ ତାଙ୍କ ପିତାଙ୍କ ମୃତୁ ପରେ ଏବେ ଭୁବନେଶ୍ୱରଙ୍କ ମା’...

ମହାନ କ୍ରିକେଟରଙ୍କ ଭବିଷ୍ୟବାଣୀ: ୪-୦ରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ଜିତିବ ବିରାଟବାହିନୀ

ନୂଆଦିଲ୍ଲୀ,୪।୬: ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଆଗାମୀ ଟେଷ୍ଟ ସିରିଜରେ ବିରାଟ କୋହଲି ନେତୃତ୍ୱାଧୀନ ଭାରତୀୟ ଟିମ୍‌ ଭଲ ପ୍ରଦର୍ଶନ କରିବ। ଦଳ ଏହି ସିରିଜକୁ...

ପ୍ରଧାନମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଏହି କ୍ରିକେଟର୍‌ଙ୍କ ମାମଲା

ଲଣ୍ଡନ,୮।୬: ଇଂଲଣ୍ଡ ପେସର୍‌ ଓଲି ରବିନ୍‌ସନ୍‌ ବିବାଦୀୟ ଟୁଇଟ୍‌ ପ୍ରସଙ୍ଗ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ନିକଟରେ ପହଞ୍ଚିଛି। ଜନସନ ତାଙ୍କ କ୍ରୀଡ଼ା ମନ୍ତ୍ରୀଙ୍କ ମନ୍ତବ୍ୟକୁ...

ନକ୍‌ଆଉଟ୍‌ରେ ଡେନ୍‌ମାର୍କ: ରୁଷିଆ ୪-୧ ଗୋଲରେ ପରାସ୍ତ

କୋପେନହାଗେନ,୨୩।୬: ଘରୋଇ ପରିବେଶରୁ ଫାଇଦା ଉଠାଇ ଡେନ୍‌ମାର୍କ ୟୁରୋ କପ୍‌ ଗ୍ରୁପ୍‌ ବି’ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ରୁଷିଆକୁ ୪-୧ ଗୋଲ ବୃହତ୍‌ ବ୍ୟବଧାନରେ ପରାସ୍ତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଇନ୍ଧନ ଟିକସ କ’ଣ ଏକମାତ୍ର ବିକଳ୍ପ
Next Post Next post:
ଚନ୍ଦନରେ ରହିଛି ଏସବୁ ଉପକାରୀ ଗୁଣ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts