E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

କରୋନା ଗ୍ରାଫ୍‌ ତଳମୁହାଁ: ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ କମିଲା…
9:28 amJune 8, 2021

ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମୁଛି। ୬୬ ଦିନ ପରେ ଦେଶରେ ନୂଆ କରୋନା ଆକ୍ରାନ୍ତ ସର୍ବନିମ୍ନରେ ପହଞ୍ଚିଛି। ଏହା ପୂର୍ବରୁ ଏପ୍ରିଲ୍‌ ୩ରେ ଦୈନିକ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୩ ହଜାର ୨୪୯ ଥିଲା। ସୋମବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୩୬ ଥିବାବେଳେ ମୃତକଙ୍କ ସଂଖ୍ୟା ୨,୪୨୭ଥିଲା । ତେବେ ମଙ୍ଗଳବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ କମ୍‌ ରହିବା ସହିତ ମୃତକଙ୍କ ସଂଖ୍ୟା ମଧ୍ୟ କମିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୬ ହଜାର ୪୯୮ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୧୨୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୮୨ ହଜାର ୨୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହେବା ହାର ୯୪.୨୯ ପ୍ରତିଶତ ରହିଛି। ଅପରପକ୍ଷରେ ୧୩ ଲକ୍ଷ ୩ ହଜାର ୭୦୨ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୩ କୋଟି ୬୧ ଲକ୍ଷ ୯୮ ହଜାର ୭୨୬ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୬ କୋଟି ୮୨ ଲକ୍ଷ ୭ ହଜାର ୫୯୬ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ହୋଟେଲରେ ଚରସ ନେଇ ଧରାପଡ଼ିଲେ ଟଲିଉଡ୍‌ ସୁନ୍ଦରୀ

ମୁମ୍ବାଇ,୧୫।୬: ଟଲିଉଡର ଜଣାଶୁଣା ଅଭିନେତ୍ରୀ ନାଇରା ଶାହ ମୁମ୍ବାଇର ଏକ ୫ ତାରକା ହୋଟେଲରେ ଚରସ ନେଉଥିବାବେଳେ ଧରାପଡ଼ିଥିଲେ। ଏଥି ନେଇ ତାଙ୍କୁ ଓ ତାଙ୍କର...

କୁଶଳୀ ହେବେ ଲକ୍ଷେ କୋଭିଡ୍‌ ଯୋଦ୍ଧା

ନୂଆଦିଲ୍ଲୀ, ୧୯।୬(ପି.ଟି.): ଦେଶର ଲକ୍ଷେରୁ ଊର୍ଦ୍ଧ୍ୱ କୋଭିଡ୍‌ ଯୋଦ୍ଧାଙ୍କୁ କୁଶଳୀ ତଥା ଅତିକୁଶଳୀ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ସଂକ୍ଷିପ୍ତ ଶିକ୍ଷା...

ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୪।୬: ରେପୋ ଓ ରିଭର୍ସ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ଲଗାତର ଷଷ୍ଠଥର ପାଇଁ ଏହି ନିଷ୍ପତ୍ତି ନେଇଛି ଆରବିଆଇ। ଏପ୍ରିଲ-ଜୁନ...

୬୯ ବର୍ଷ ପରେ ଫେରୁଛି ଦ୍ରୁତତମ ଚିତା

ନୂଆଦିଲ୍ଲୀ, ୧୦ା୬: ଭାରତରେ ପୁଣି ଦେଖିବାକୁ ମିଳିବ ବିଶ୍ୱର ଦ୍ରୁତତମ ଚିତା। ଏହି ବନ୍ୟପ୍ରାଣୀର ସଂରକ୍ଷଣ ପାଇଁ ଦକ୍ଷିଣ ଆଫ୍ରିକାରୁ ୮ ଚିତା ଭାରତକୁ ଅଣାଯିବ।...

ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୮...

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟରେ ଦେଶର ଦ୍ୱିତୀୟ ମୃତ୍ୟୁ

ମୁମ୍ବାଇ,୨୫।୬: ଭାରତରେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଏବେ ସମସ୍ତଙ୍କ ପାଇଁ ଚିନ୍ତା ବଢ଼ାଇଦେଇଛି। ମହାରାଷ୍ଟ୍ରରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା...

ଗର୍ଭବତୀଙ୍କ ପାଇଁ ସୁରକ୍ଷିତ କରୋନା ଭାକ୍ସିନ୍‌: ଏଠାରେ ଆରମ୍ଭ ହେବ ଟିକାକରଣ…

ଅକ୍‌ଲାଣ୍ଡ,୧୩।୬: କରୋନା ଭାକ୍ସିନ୍‌ ଗର୍ଭବତୀଙ୍କ ପାଇଁ ସୁରକ୍ଷିତ ଜଣାପଡ଼ିବା ପରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡରେ ସେମାନଙ୍କୁ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଇଛି। ଖୁବ୍‌ ଶୀଘ୍ର ଏଠାରେ...

ଆଜି ରାଜ୍ୟରୁ ୪୩୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୪୩୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଚାପରେ ଯାଚିଲେ ଟିକା
Next Post Next post:
ବଜାର ବନ୍ଦ, ସରକାର ନେଉନାହାନ୍ତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts