ଭୁବନେଶ୍ୱର,୧୩।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ ୪୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୩୦୨କୁ ବୃଦ୍ଧି ପାଇଛି। ଏହି ୪୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ ଥିବା ବେଳେ କଟକରୁ ୪ ଜଣ ଅଛନ୍ତି। ଅନୁଗୋଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, ସୁନ୍ଦରଗଡ଼ ଓ ପୁରୀ ଜିଲାରୁ ୩ ଜଣ ଲେଖାଏ ଅଛନ୍ତି। ସେହିପରି ବାଲେଶ୍ୱର, ବରଗଡ଼, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରୁ ୨ ଜଣ ଲେଖାଏଙ୍କ ମୃତ୍ୟୁ ଘଟିଛି। ଏହାସହ ଗଜପତି, ଝାରସୁଗୁଡ଼ା, କଳାହାଣ୍ଡି, ନୟାଗଡ଼ ଓ ନୂଆପଡ଼ା ଜିଲାରୁ ଯାଇଛି ଜଣେ ଲେଖାଏଙ୍କ ଜୀବନ।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ଟିକା ନେଲେ ହୋମ୍ ଡେଲିଭରି ବୟ, ରେଷ୍ଟୁରାଣ୍ଟ କର୍ମଚାରୀ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ବିଭିନ୍ନ ବର୍ଗର ଲୋକଙ୍କୁ ସ୍ବତନ୍ତ୍ର ବ୍ୟବସ୍ଥା କରି ଟିକାକରଣକୁ ତ୍ୱରାନ୍ବିତ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ହୋମ୍ ଡେଲିଭରି...
ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର
କାଶୀନଗର,୧୮ା୬: ଗଜପତି ଜିଲା କାଶୀନଗର ବ୍ଲକ ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହାର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...
ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର
ଭୁବନେଶ୍ୱର, ୧୪।୬: ରାଜ୍ୟରେ କେବଳ ସଂକ୍ରମଣ ହାର ସହ କମୁଛି କୋଭିଡ୍ ୧୯ ନମୂନାରେ ଭାଇରାଲ ଲୋଡ୍। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍ଏସ୍)...
ବିପଦରେ ଚିଲିକା, ସୌନ୍ଦର୍ଯ୍ୟ କମୁଛି
ଛତ୍ରପୁର,୮।୬(ଡି.ଏନ୍.ଏ.): ଚିଲିକାରେ ବେଆଇନ ଚିଙ୍ଗୁଡ଼ି ଘେରି ଓ ଚିଙ୍ଗୁଡ଼ି ଚାଷ ଲାଗି ହ୍ରଦର ସୌନ୍ଦର୍ଯ୍ୟ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଏଥିନେଇ ଏହାକୁ ଉଚ୍ଛେଦ...
ପାହାଡ଼ିଆ ଅଞ୍ଚଳରେ ସୁଧୁରିବ ଜଳ ସମସ୍ୟା
ଖଇରା, ୪।୬-ବାଲେଶ୍ୱର ଜିଲା ଖଇରା ବ୍ଲକର ଉପାନ୍ତ ପାହାଡିଆ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀଙ୍କ ପାଇଁ ଖୁସି ଖବର ା ଖୁବଶୀଘ୍ର ବର୍ଷ ବର୍ଷ ଧରି...
କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍ଡୋଜର…
ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...
ଗୋଟିଏ କୋଠରିରେ ୧୫୦ କର୍ମଚାରୀ
ପାଲଲହଡା,୨୫ା୬(ଡି.ଏନ.ଏ.) ଅନୁଗୋଳରେ କାବୁକୁ ଆସିନି କରୋନା ସଂକ୍ରମଣ। ସେଥିପାଇଁ ଏହି ଜିଲାକୁ ରାଜ୍ୟ ସରକାର କାଟାଗୋରି-ବି’ରେ ରଖିଛନ୍ତି। ଅର୍ଥାତ୍ ପୂର୍ବପରି ଲଗାଯାଇଥିବା କଡ଼ା କଟକଣା ଏଠାରେ...
ଡଷ୍ଟବିନ୍ରୁ ଖାଦ୍ୟ ସାଉଁଟୁଛନ୍ତି ମାନସିକ ବିକୃତ ମହିଳା
ସାରସକଣା, ୫ା୬-ମହାମାରୀ କରୋନା କାଳରେ ସାମ୍ନାକୁ ଆସୁଛି ଅନେକ କରୁଣ ଦୃଶ୍ୟ। ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆ ପଞ୍ଚାୟତ ବମ୍ବେଛକ ବଜାରରେ ଜଣେ ମାନସିକ...


