ଛତ୍ରପୁର,୧୧।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଏପରିକି ଗଞ୍ଜାମ ଗ୍ରୀନ ଜୋନ୍ରେ ରହିଛି। ଅପରପକ୍ଷରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାରେ ନାଁ ନେଉନାହିଁ। ଶୁକ୍ରବାର ଜିଲାରେ ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଉଭୟଙ୍କ ବୟସ ୪୮ ବର୍ଷ ରହିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାର ୪୮ ଜଣଙ୍କ ଜୀବନ ଗଲାଣି। ମିଳିଥିବା ସୂଚନା ଅନୁସାରେ କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବ୍ତ ୨୯୭ ଜଣଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ଜିଲାରେ ଆଉ ୭୭ ଜଣ କରୋନା ସଂକ୍ରମିତ ହୋଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ପାନ ଛେପ ପକାଇବାକୁ ନେଇ ଗୋଷ୍ଠୀ ସଂଘର୍ଷ: ଚାଲିଗଲା ଜଣଙ୍କ ଜୀବନ
ଚାନ୍ଦବାଲି,୫।୬: ଭଦ୍ରକ ଜିଲା ବାଂଶଡ଼ା ଥାନା ଅଧୀନ ଗୋପିନାଥପୁର ପଞ୍ଚାୟତ କର୍ଡୁଆସାହି ଗଁାରେ ଶନିବାର ଛେପ ପକାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ...
ସ୍ନାନଯାତ୍ରାରେ ତ୍ରିସ୍ତରୀୟ ସୁରକ୍ଷା
ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ...
କିନ୍ନର ଚିନ୍ମୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଫୋନ୍, ପ୍ରଶଂସା
ଛେଣ୍ଡିପଦା,୫।୬(ସ୍ବ.ପ୍ର.): ୫୦ କିଲୋମିଟର ଦୂରରେ ଥିଲେ ମଧ୍ୟ ଫୋନ୍ କଲ୍ଟିଏ ପାଇ କୋଭିଡ୍ ସଂକ୍ରମିତଙ୍କ ମୃତଦେହ ସଂସ୍କାର ନିମନ୍ତେ ପହଞ୍ଚିଯାଉଥିବା ଅନୁଗୋଳ ଜିଲା ଜରପଡ଼ାର ସାମାଜିକ...
କାର୍-ବାଇକ୍ ମୁହାଁମୁହିଁ ଧକ୍କା: ୨ ଗୁରୁତର
ବାଲିଗୁଡ଼ା,୨୬ା୬(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟ ୫୯ ନମ୍ବର ଜାତୀୟ ରାଜପଥରେ ଏକ କାର୍ ସହ ମୋଟରସାଇକଲ ମୁହାଁମୁହିଁ ଧକ୍କା ହୋଇଛି।...
ଗଞ୍ଜାମରେ କରୋନା ମୃତ୍ୟୁସଂଖ୍ୟା ୩୦୦ ଛୁଇଁଲା
ଛତ୍ରପୁର,୧୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି। ଏଥିସହ କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି ମାତ୍ର ଗଞ୍ଜାମରେ କରୋନା...
ମାଓବାଦୀ ଦମ୍ପତିଙ୍କ ଆତ୍ମସମର୍ପଣ
ଏମ୍ଭି ୭୯,୧୩ା୬: ମାଲକାନଗିରି ସୀମାନ୍ତ ଛତିଶଗଡ଼ର କାଣ୍ଡକାପାରା ପୋଲିସ ନିକଟରେ ଶନିବାର ଅପରାହ୍ନରେ ଏକ ମାଓବାଦୀ ଦମ୍ପତି ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ କୋରସା ଲାଚୁ(୩୨)...
ଲୁଗା ଗୋଦାମ ଖୋଲି କେବଳ କ୍ଷତି ସହିଲେନି ବ୍ୟବସାୟୀ, ଗ୍ରାହକଙ୍କୁ ଗଣିବାକୁ ପଡ଼ିଲା ତଣ୍ଡ
ଯାଜପୁର ଅଫିସ,୨।୬: ଲକ୍ଡାଉନ୍ରେ ଲୁଗା ଗୋଦାମ ଖୋଲିବା ପଡ଼ିଲା ମହଙ୍ଗା। ପରେ ଗୋଦାମ ସିଲ ହେବା ସହିତ ଲୁଗା କିଣିବାକୁ ଭିଡ଼ ଲଗାଇଥିବା ଗ୍ରାହକଙ୍କୁ ତଣ୍ଡଗଣିବାକୁ...
ଉପକୂଳ ଅଞ୍ଚଳ ସୁରକ୍ଷାକୁ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି।...


