E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
8:43 amJune 26, 2021

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ଶନିବାର ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟରେ ୨,୯୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟା ବୃଦ୍ଧି ପାଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୩,୫୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୨,୦୨୮ଜଣ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୧,୫୨୬ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୬୫୧ ଓ କଟକରୁୁ ୫୦୧ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୧୩୩, ବାଲେଶ୍ୱର ୨୭୧, ବରଗଡ଼ ୩୧, ଭଦ୍ରକ ୧୫୮, ବଲାଙ୍ଗୀର ୩୧, ବୌଦ୍ଧ ୩୩, ଦେବଗଡ଼ ୮, ଢ଼େଙ୍କାନାଳ ୫୬, ଗଜପତି ୨୪, ଗଞ୍ଜାମ ୨୨, ଜଗତସିଂହପୁର ୧୪୫, ଯାଜପୁର ୨୫୬, ଝାରସୁଗୁଡ଼ା ୧୧, କଳାହାଣ୍ଡି ୨୧, କନ୍ଧମାଳ ୩୮, କେନ୍ଦ୍ରାପଡ଼ା ୧୧୯, କେନ୍ଦୁଝର ୬୫, କୋରାପୁଟ ୬୯, ମାଲକାନଗିରି ୬୧, ମୟୁରଭଞ୍ଜ ୧୯୬, ନବରଙ୍ଗପୁର ୨୨, ନୟାଗଡ଼ ୧୦୦, ନୂଆପଡ଼ା ୨୦, ପୁରୀ ୨୩୩, ରାୟଗଡ଼ା ୬୧, ସମ୍ବଲପୁର ୧୮, ସୁବର୍ଣ୍ଣପୁର ୨୯, ସୁନ୍ଦରଗଡ଼ ୭୧ ଓ ଷ୍ଟେଟ ପୁଲରୁ ୧୦୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୯୭,୦୬୨ରେ ପହଞ୍ଚିଛି। ସେଥିମଧ୍ୟରୁ ୮,୬୦,୧୪୨ଜଣ ସୁସ୍ଥ ହୋଇଥିବା ବେଳେ ୩୩,୦୧୯ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

୧୫ ହଜାର ହେକ୍ଟରରୁ ଅଧିକ ବେଆଇନ ଘେରି

କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୧।୬: (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଜାତୀୟ ଉଦ୍ୟାନ ଭିତରକନିକାରେ ଥିବା ୧୪୧ ବେଆଇନ ଚିଙ୍ଗୁଡ଼ି ଘେରିକୁ ଗତ ୧୭ ତାରିଖରେ ରାଜସ୍ବ,...

ଭାକ୍ସିନ ମିଶ୍ରଣକୁ କେନ୍ଦ୍ରର ନା

ନୂଆଦିଲ୍ଲୀ,୨ା୬: କୋଭିଡ୍‌-୧୯ ନିରାକରଣ ପାଇଁ ଦୁଇ ପ୍ରକାର ଭାକ୍ସିନର ମିଶ୍ରଣକୁ ନେଇ ନାନା ମତ ପ୍ରକାଶ ପାଉଥିବାବେଳେ ମଙ୍ଗଳବାର କେନ୍ଦ୍ର ସରକାର ଏପରି ନ କରିବାକୁ...

୨ ବିଭାଗର ଅବହେଳାରୁ ଦନ୍ତା ମୃତ

ଭଞ୍ଜନଗର,୭।୬: ଗଞ୍ଜାମ ଜିଲା ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଢଉପଲ୍ଲୀ ନିକଟ କାଜୁ ଜଙ୍ଗଲରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ୧୧...

ନକଲି ଔଷଧ ଧରିବ ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୬।୬(ବ୍ୟୁରୋ): କରୋନା ମହାମାରୀ ଭଳି ଘଡ଼ିସନ୍ଧି ସମୟରେ ରାଜ୍ୟରେ ନକଲି ଔଷଧ କାରବାର ଚାଲିଛି। ଏହାକୁ ଗୁରୁତ୍ୱର ସହ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଅଭୟ ପାଠକଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୧୭।୬: ବୈଦ୍ୟନାଥପୁର ଥାନା ମାମଲାର ବିଚାର କରି ଗୁରୁବାର ହାଇକୋର୍ଟ ପୂର୍ବତନ ଆଇଏଫ୍‌ଏସ୍‌ ଅଭୟ ପାଠକଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୨ ଲକ୍ଷ ଟଙ୍କା ଏବଂ...

ଖୋଲିଲା ୯ ବର୍ଷର ହତ୍ୟା ମାମଲା ଫାଇଲ

ଭୁବନେଶ୍ୱର,୧୬।୬(ବ୍ୟୁରୋ)”ବହୁ ବିଳମ୍ବ ହୋଇଥିଲେ ମଧ୍ୟ ଏବେ କମିଶନରେଟ ପୋଲିସର ଚେତା ପଶୁଛି। ରାଜଧାନୀରେ ରହସ୍ୟ ହୋଇ ରହିଥିବା ବହୁ ସମ୍ବେଦନଶୀଳ ମାମଲାର ଖୋଳତାଡ଼ ଆରମ୍ଭ ହୋଇଛି।...

ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରଥଯାତ୍ରାର ଆଦ୍ୟପର୍ବ ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି...

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୪୫୬କରୋନା ଆକ୍ରାନ୍ତ ଚିହ୍ନଟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭୁବନେଶ୍ୱର ସ୍ମାର୍ଟସିଟିକୁ ୨ଟି ପୁରସ୍କାର
Next Post Next post:
ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts