ଛତ୍ରପୁର,୧୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ବ୍ରେକ ଲାଗୁନି। ପୁଣି ଜିଲାର ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଜିଲାରୁ ୬୧ ଜଣଙ୍କ ଜୀବନ ଗଲାଣି। ମିଳିଥିବା ସୂଚନା ଅନୁସାରେ କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବତ୍ ୩୦୯ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଗୁରୁବାର ଜିଲାରେ ଆଉ ୨୭ ଜଣ ପଜିଟିଭ ଚି଼ହ୍ନଟ ହୋଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଭାଇବୋହୂଙ୍କୁ ହତ୍ୟା ଧମକ: ଜେଲ୍ ଗଲେ ଦେଢ଼ଶୁର
ଦିଗପହଣ୍ଡି,୨ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ଜଗନ୍ନାଥ ପ୍ରଧାନ ଏବଂ ପ୍ରଶାନ୍ତ ପ୍ରଧାନଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।...
ବାପା-ପୁଅଙ୍କୁ ଛୁରାମାଡ଼, ନାବାଳକଙ୍କ ସମେତ ୩ ଅଟକ
ପୁରୁଷୋତ୍ତମପୁର,୧୧ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ପାରିବାରିକ ସମ୍ପତ୍ତିକୁ ନେଇ ଭାଇ ଭାଇଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇ ଛୁରାମାଡ଼ ହୋଇଥିଲା। ଏଥରେ...
ଜେଆଇପିଟିଏଲ୍ ଫାଟକ ସମ୍ମୁଖରେ ମୃତଦେହ ରଖି ଆନ୍ଦୋଳନ
କଣିହାଁ,୭ା୬(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଡେରେଙ୍ଗସ୍ଥିତ ଜିନ୍ଦଲ ଇଣ୍ଡିଆ ଥର୍ମାଲ ପାଓ୍ବାର ଲିମିଟେଡ୍ (ଜେଆଇଟିପିଏଲ୍) ଫାଟକ ସମ୍ମୁଖରେ ସୋମବାର ଜନୈକ ବ୍ୟକ୍ତିଙ୍କ ମୃତଦେହ ରଖି...
ଜଗତ୍ସିଂହପୁର ଉପକାରାଗାର ଅସୁରକ୍ଷିତ
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି) ରହିଛି। ଏହା ନିକଟରେ ସର୍ବସାଧାରଣଙ୍କ...
ଗାଈ ଗୋଠରେ ବଜ୍ରପାତ
ଝାରସୁଗୁଡ଼ା ଅଫିସ,୫।୬: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଖଡାମ ଗ୍ରାମ ନିକଟରେ ଶନିବାର ରାତିରେ ଏକ ଗାଈ ଗୋଠରେ ବଜ୍ରପାତ ଘଟିଛି। ଫଳରେ ୨ ଗାଈଙ୍କ...
ଧାନ କିଣାବିକା ସମସ୍ୟା: ତେଜୁଛି ଆନ୍ଦୋଳନ
ବରଗଡ଼ ଅଫିସ,୨୪ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢ଼ି ଚାଲିଛି, ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି ତେଜି ଉଠିଛି । ଗୁରୁବାର ଅତାବିରା...
୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍ସୋ କୋର୍ଟ
ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର...
ଶିକ୍ଷାବିତ୍ ବେଣୁମାଧବଙ୍କ ପରଲୋକ
ବାଲେଶ୍ବର,୧୭।୬: ବାଲେଶ୍ୱର ଜିଲାର ବରିଷ୍ଠ ଶିକ୍ଷାବିତ୍ ତଥା ସତ୍ୟସାଇ ଇଞ୍ଜିନିୟରିଂ କଲେଜ ପରିଚାଳନା ନିର୍ଦ୍ଦେଶକ ବେଣୁମାଧବ ପଣ୍ଡାଙ୍କ ପରଲୋକ ହୋଇଯାଇଛି। ବୁଧବାର ରାତି ପ୍ରାୟ ୧୨ଟାରେ...


