E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…
9:45 amJune 7, 2021

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ୬୧ ଦିନ ପରେ ଦେଶରେ ନୂଆ କରୋନା ଆକ୍ରାନ୍ତ ସର୍ବନିମ୍ନରେ ପହଞ୍ଚିଛି। ରବିିବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୧୪ ହଜାର ୪୬୦ ଥିବାବେଳେ ମୃତକଙ୍କ ସଂଖ୍ୟା ୨,୬୭୭ ଥିଲା । ତେବେ ସୋମବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ସହିତ ମୃତକଙ୍କ ସଂଖ୍ୟା କମିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୩୬ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୪୨୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୭୪ ହଜାର ୩୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୧୪ ଲକ୍ଷ ୧ ହଜାର ୬୦୯ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୩ କୋଟି ୨୭ ଲକ୍ଷ ୮୬ ହଜାର ୪୮୨ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୬ କୋଟି ୬୩ ଲକ୍ଷ ୩୪ ହଜାର ୧୧୧ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଆଜି ଆଉ ୪୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି

ଭୁବନେଶ୍ୱର,୩ା୫(ବ୍ୟୁରୋ): ରବିବାର ରାଜ୍ୟରୁ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦିଲ୍ଲୀରେ ଆଧୁନିକ ବଙ୍ଗଳା: ମାସକୁ ଭଡ଼ା ୫ ହଜାରରୁ କମ୍‌…

ନୂଆଦିଲ୍ଲୀ,୮।୬: ଦେଶର ୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ରାଜଧାନୀ ଦିଲ୍ଲୀର ଲୁଟିୟେନ୍ସ୍‌ ଜୋନ୍‌ରେ ଆଧୁନିକ ବଙ୍ଗଳା ଯୋଗାଇ ଦିଆଯାଇଛି।...

ଭାରତ ୨ ପାଦ ତଳକୁ ଖସିଲା

ନୂଆଦିଲ୍ଲୀ,୭।୬: ୧୭ ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍‌ଡିଜି)ରେ ଭାରତ ୨ ସ୍ଥାନ ତଳକୁ ଖସି ୧୧୭ତମ ସ୍ଥାନରେ ରହିଛି। ୨୦୧୫ରେ ଜାତିସଂଘର ୧୯୩ ସଦସ୍ୟ ରାଷ୍ଟ୍ର...

୨ ଭଉଣୀଙ୍କୁ ଗଣବଳାତ୍କାର

ଜୟପୁର,୫।୬: ରାଜସ୍ଥାନର ଜୟପୁରରେ ଦୁଇ ଭଉଣୀଙ୍କୁ ନିସ୍ତୁକ ମାଡ଼ ମାରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରାଜ୍ୟ ପୋଲିସ ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ...

ତୃତୀୟ ଲହରର ମୁକାବିଲା ପ୍ରସ୍ତୁତି: ଦେଶରେ ନିର୍ମାଣ ହେବ ୫୦ମଡ୍ୟୁଲାର ହସ୍ପିଟାଲ

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। ବର୍ତ୍ତମାନ ଦେଶରେ ଦୈନିକ ସଂକ୍ରମଣ ପୂର୍ବାପେକ୍ଷା ହ୍ରାସ ପାଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ଥମିବାର...

ଆକ୍ସନ୍‌ ମୋଡ୍‌ରେ ମାୟାବତୀ

ଲକ୍ଷ୍ନୌ,୩।୬: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ବିଦ୍ରୋହୀ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ବିଏସ୍‌ପି ଅଧ୍ୟକ୍ଷ ମାୟାବତୀଙ୍କ ନିର୍ଦ୍ଦେଶରେ ଦଳୀ ନେତା...

ଭୟଭୀତ କରାଉଛି କରୋନା: ରେଡ ଜୋନ୍‌ରେ ୧୬ଗାଁ, ୬ଓ୍ବାର୍ଡ

ଛତ୍ରପୁର,୧୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ କରୋନା ସଂକ୍ରମଣ ହ୍ରାସ ହେବାର ନା ନେଉନି। ଜିଲାର ବ୍ରହ୍ମପୁର ସହର ବ୍ୟତୀତ ଅନ୍ୟ ସ୍ଥାନରେ କରୋନା ସଂକ୍ରମିତଙ୍କ...

କମୁନିିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୨ ଜୀବନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରେ ଜତ ୨୪ଘଣ୍ଟାରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୃଷକଙ୍କ ପାଇଁ ନୂଆ ପ୍ରକଳ୍ପ ‘ରିୱାର୍ଡ’
Next Post Next post:
୨ ସାଇବର ଠକ ଗିରଫ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts