ଛତ୍ରପୁର,୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାର ନା ନେଉ ନାହିଁ। ସୋମବାର ପୁଣି ଜିଲାରୁ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହର ଜିଲାରୁ ୪୪ ଜଣଙ୍କ ଜୀବନ ନେଲାଣି । ମିଳିଥିବା ସୂଚନା ଅନୁସାରେ କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବତ୍ ୨୯୨ ଜଣଙ୍କ ପ୍ରାଣ ଯାଇଛି। ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ଜିଲାରେ କମି ଆସୁଥିବାବେଳେ ମୃତ୍ୟୁକୁ ନେଇ ଚିନ୍ତା ବଢୁଛି। ଜିଲାରେ ସୋମବାର ଆଉ ୯୩ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.