ଛତ୍ରପୁର,୨୬।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ । ପୁଣି ଜିଲାରେ ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୭୭ ଜଣଙ୍କ ଜୀବନ ଗଲାଣି। ମିଳିଥିବା ସୂଚନା ଅନୁସାରେ କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବତ୍ ୩୨୫ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଶନିବାର ଜିଲାରେ ଆଉ ୨୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଶ୍ରୀମନ୍ଦିର ହେବ ଆଲୋକୀକରଣ
ପୁରୀ ଅଫିସ,୧୬।୬: ଶ୍ରୀମନ୍ଦିରକୁ ଆଲୋକୀକରଣ କରାଯିବ। ରଙ୍ଗବେରଙ୍ଗ ଆଲୋକରେ ଶ୍ରୀମନ୍ଦିର ଚୂଡ଼ାରୁ ତଳ ଭାଗ ପର୍ଯ୍ୟନ୍ତ ଝଲସିବ। ଏନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)ର ପାଞ୍ଚଜଣିଆ...
ଗାଁ ଛାଡ଼ି ସୁରଟମୁହାଁ ୧୦ ବୁଣାକାର
ରସୁଲପୁର,୨୧।୬(ଡି.ଏନ.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ବୁଣାକାର ଗାଁ ଭାବେ ପରିଚିତ ଗୋପାଳପୁରର ୧୦ ବୁଣାକାର ସୋମବାର ଗାଁ ଛାଡ଼ି ସୁରଟ ମୁହାଁ ହୋଇଛନ୍ତି।...
ଦମ୍ପତିଙ୍କୁ ନିଶା ସ୍ପ୍ରେ ଘରୁ ନେଇଗଲେ ଲକ୍ଷାଧିକ ଟଙ୍କା, ଆଉ ତା ପରେ
ବାଲେଶ୍ୱର ଅଫିସ,୧୭।୬: ବାଲେଶ୍ବର ଜିଲା ସୋର ଥାନା ବ୍ରାହ୍ମଣସାହି ଗାଁରେ ବୁଧବାର ବିଳମ୍ବିତ ରାତିରେ ଲୁଟ୍ ହୋଇଛି। କେତେକ ଦୁର୍ବୃତ୍ତ ଘରେ ପଶି ପରିବାର ଲୋକଙ୍କୁ...
ପାରାଦୀପରୁ ଆସୁଛି ଅପମିଶ୍ରିତ ଏଫ୍ଓ
ଯାଜପୁର ଅଫିସ,୪ା୬:ପାରାଦୀପ ବନ୍ଦରରୁ ଯାଜପୁର ଜିଲା ଦେଇ ଯାଇଥିବା ୫୩ ନଂ.ଜାତୀୟ ରାଜପଥ କଳାବଜାର କାରବାରର ପେଣ୍ଠସ୍ଥଳୀ ପାଲଟିଛି। ପାରାଦୀପ ବନ୍ଦର ଠାରୁ ୫ କିମି...
ଜୀବନ ସହ ସଂଘର୍ଷ କରୁଛନ୍ତି ଯଦୁମଣି
ବାଣପୁର,୧୩ା୬(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଆୟତପୁର ପଞ୍ଚାୟତର ପାତ୍ରପୁର ଗ୍ରାମର ଯଦୁମଣି ନାୟକ(୪୫)। ସ୍ତ୍ରୀ ସୁକୁମାରୀ, ଗୋଟିଏ ଝିଅ ଓ ପୁଅ ଏବଂ ବିଧବା...
କ୍ୟାଡର ମାଓବାଦୀ ନିହତ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଡିଜିପି
ବରଗଡ଼ ଅଫିସ,୧୧ା୬: ବରଗଡ଼ ଜିଲା ପଦ୍ମପୁରରେ ଜଣେ ସିନିୟର କ୍ୟାଡର ମାଓବାଦୀ ଶୁକ୍ରବାର ନିହତ ହୋଇଥିବା ଜଣାପଡ଼ିଛି। ପୋଲିସ ମାଓବାଦୀ ଗୁଳି ବିନିମୟରେ ଏହି କ୍ୟାଡର...
ଲେଖିକା ମୀନାକ୍ଷୀ ଦେବୀଙ୍କ ପରଲୋକ
କଟକ ଅଫିସ, ୩।୬: ବିଶିଷ୍ଟ ଲେଖିକା ତଥା ଉତ୍କଳ ସାହିତ୍ୟ ସମାଜ ସାଧାରଣ ସମ୍ପାଦିକା ମୀନାକ୍ଷୀ ଦେବୀ(୬୬)ଙ୍କର ବୁଧବାର ପରଲୋକ ହୋଇଯାଇଛି। କଟକ ରାଜାବଗିଚା ଚକୋଲେଟ୍...
ଗଞ୍ଜାମରେ କରୋନା ମୃତ୍ୟୁସଂଖ୍ୟା ୩୦୦ ଛୁଇଁଲା
ଛତ୍ରପୁର,୧୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି। ଏଥିସହ କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି ମାତ୍ର ଗଞ୍ଜାମରେ କରୋନା...


