ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୦ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୮୦୧କୁ ବୃଦ୍ଧି ପାଇଛି।
ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବରଗଡ଼, କଟକ, ନୟାଗଡ଼ରୁ ୫ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୋଳ ଜିଲାରୁ ୩ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ବଲାଙ୍ଗୀର, ଭଦ୍ରକ, ବୌଦ୍ଧ, ପୁରୀ, ସୁନ୍ଦରଗଡ଼ ଓ ବାଲେଶର ଜିଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮,୯୩,୫୦୮ରେ ପହଞ୍ଚିଥିବା ବେଳେ ୮,୫୬,୪୯୮ ଜଣ ସୁସ୍ଥ ହୋଇଛନ୍ତି। ୩୩,୧୫୬ ଜଣ ଚିକିିତ୍ସିତ ହେଉଛନ୍ତି। ୩୮୦୧ ଜଣଙ୍କ ମୃତ୍ୟୁ ଘଟିସାରିଲାଣି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.