ଭୁବନେଶ୍ୱର,୩ା୫(ବ୍ୟୁରୋ): ରବିବାର ରାଜ୍ୟରୁ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଅନୁଗୋଳ, କଟକ ଏବଂ ଖୋର୍ଦ୍ଧାରୁ ୪ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବୌଦ୍ଧ, ଦେବଗଡ଼, କଳାହାଣ୍ଡି ଏବଂ ଝାରସଗୁଡ଼ାରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଗଜପତି, ମୟୂରଭଞ୍ଜ, ଜଗତସିଂହପୁର, ସୁନ୍ଦରଗଡ଼ ଏବଂ ରାଗୟଡ଼ାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବରଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ମାଲକାନଗିରି, ନୂଆପଡ଼ା ଏବଂ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮,୧୩,୦୯୬ରେ ପହଞ୍ଚିଥିବା ବେଳେ ୭,୩୨,୦୧୮ଜଣ ସୁସ୍ଥ ହୋଇଛନ୍ତି। ୭୮,୦୩୧ ଜଣ ଚିକିିତ୍ସିତ ହେଉଛନ୍ତି। ୨୯୯୪ ଜଣଙ୍କ ମୃତ୍ୟୁ ଘଟିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.