ଭୁବନେଶ୍ୱର,୨୧ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୬୩୩କୁ ବୃଦ୍ଧି ପାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮,୮୦,୫୩୩ରେ ପହଞ୍ଚିଥିବା ବେଳେ ୮,୪୦,୨୧୪ଜଣ ସୁସ୍ଥ ହୋଇଛନ୍ତି। ୩୬,୬୩୩ ଜଣ ଚିକିିତ୍ସିତ ହେଉଛନ୍ତି। ୩୬୩୩ ଜଣଙ୍କ ମୃତ୍ୟୁ ଘଟିଲାଣି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.