E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌

ଗର୍ଭବତୀଙ୍କ ପାଇଁ ସୁରକ୍ଷିତ କରୋନା ଭାକ୍ସିନ୍‌: ଏଠାରେ ଆରମ୍ଭ ହେବ ଟିକାକରଣ…
3:11 pmJune 13, 2021

ଅକ୍‌ଲାଣ୍ଡ,୧୩।୬: କରୋନା ଭାକ୍ସିନ୍‌ ଗର୍ଭବତୀଙ୍କ ପାଇଁ ସୁରକ୍ଷିତ ଜଣାପଡ଼ିବା ପରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡରେ ସେମାନଙ୍କୁ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଇଛି। ଖୁବ୍‌ ଶୀଘ୍ର ଏଠାରେ ଗର୍ଭବତୀଙ୍କ ଟିକାକରଣ ଆରମ୍ଭ ହେବ। ଗଭବର୍ତୀଙ୍କ କ୍ଷେତ୍ରରେ ବିଭିନ୍ନ ସଂକ୍ରମଣ ଆଶଙ୍କା ରହିଥାଏ। ଗର୍ଭବତୀଙ୍କଠାରେ ପ୍ରୟୋଗ କରାଯାଇଥିବା କରୋନା ଭାକ୍ସିନ୍‌ ଦ୍ୱାରା କୌଣସି ପାର୍ଶ୍ୱ ପ୍ରତିକ୍ରିୟା ସୃଷ୍ଟି ହୋଇ ନ ଥିବା ଜଣାପଡ଼ିବା ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଗର୍ଭବତୀଙ୍କୁ ଟିକାଦାନ ଦ୍ୱାରା ଗର୍ଭସ୍ଥ ଶିଶୁ ମଧ୍ୟ ସୁରକ୍ଷିତ ରହି ପାରିବ। ପରୀକ୍ଷା ସମୟରେ ନାଭି ନାଳ ଏବଂ ଗର୍ଭବତୀଙ୍କ ରକ୍ତ ତଥା କ୍ଷୀରରେ ଆଣ୍ଟିବଡ଼ି ରହିଥିବା ଜଣାପଡ଼ିଛି। ତେଣୁ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗର୍ଭବତୀଙ୍କୁ ଶୀଘ୍ର ଟିକା ଦେବାକୁ ପରାମର୍ଶ ଦିଆଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌ View All

ରାଜ୍ୟରେ ଆଜି ୭,୭୨୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୭,୭୨୯କରୋନା ଆକ୍ରାନ୍ତ ଚିହ୍ନଟ...

ଆଜି ଆଉ ୪୩ ଜୀବନ ନେଲା କରୋନା, ୩୬୦୦ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ବୁଧବାର...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୮।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୫ ଜଣଙ୍କ ଜୀବନ...

‘ଟିକା ନ ନେଲେ ଭାରତ ଯାଅ’

ମାନିଲା, ୨୪।୬: ଯେଉଁମାନେ କୋଭିଡ୍‌ ଟିକା ନେବାକୁ ଅନିଚ୍ଛୁକ ସେମାନଙ୍କୁ ଗିରଫ କରାଯିବ ବୋଲି ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି।...

ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍‌: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…

ବେଜିଂ,୧୨।୬: ଚାଇନାରେ ଏକ ମରାଥନ ଦୌଡ଼ ସମୟରେ ୨୧ ଜଣ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରବଳ ଥଣ୍ଡା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ...

ନକଲି ଟିକାକରଣର ଶିକାର ହେଲା ଟିପ୍ସ ଇଣ୍ଡଷ୍ଟ୍ରି: ୩୬୫କର୍ମଚାରୀଙ୍କୁ ଟିକା ଦିଆଯିବା ପରେ ବି ମିଳିଲାନି ସାର୍ଟିଫିକେଟ

ମୁମ୍ବାଇ,୧୮।୬: ବର୍ତ୍ତମାନ ଦେଶରେ ନକଲି ଟିକାକରଣକୁ ନେଇ ଚର୍ଚ୍ଚା ଚୋର ଧରିଛି। ନିକଟରେ ମୁମ୍ବାଇର ହିରାନନ୍ଦାନୀ ସୋସାଇଟିରେ ୩୯୦ଜଣଙ୍କୁ ମିଛ ଟିକାକରଣ କରାଯାଇଥିବା ଅଭିଯୋଗ ହୋଇଥିବା...

୩୦ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ କାମ ଆରମ୍ଭ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ଆଉ ୭ଟି ଜିଲାରେ ଲିକ୍ୟୁଡ୍‌ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କେକ୍‌-ପେଷ୍ଟ୍ରିରେ ଡ୍ରଗ୍ସ୍‌ ମିଶାଇ ବିକ୍ରି: ଏନ୍‌ସିବିର ତନାଘନା…
Next Post Next post:
ଅକ୍ଷୟ କୁମାର ମୋ’ ଅତୀତର ଏକ ଭୁଲି ଯାଇଥିବା ଅଧ୍ୟାୟ: ଶିଳ୍ପା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts