ଅକ୍ଲାଣ୍ଡ,୧୩।୬: କରୋନା ଭାକ୍ସିନ୍ ଗର୍ଭବତୀଙ୍କ ପାଇଁ ସୁରକ୍ଷିତ ଜଣାପଡ଼ିବା ପରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡରେ ସେମାନଙ୍କୁ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଇଛି। ଖୁବ୍ ଶୀଘ୍ର ଏଠାରେ ଗର୍ଭବତୀଙ୍କ ଟିକାକରଣ ଆରମ୍ଭ ହେବ। ଗଭବର୍ତୀଙ୍କ କ୍ଷେତ୍ରରେ ବିଭିନ୍ନ ସଂକ୍ରମଣ ଆଶଙ୍କା ରହିଥାଏ। ଗର୍ଭବତୀଙ୍କଠାରେ ପ୍ରୟୋଗ କରାଯାଇଥିବା କରୋନା ଭାକ୍ସିନ୍ ଦ୍ୱାରା କୌଣସି ପାର୍ଶ୍ୱ ପ୍ରତିକ୍ରିୟା ସୃଷ୍ଟି ହୋଇ ନ ଥିବା ଜଣାପଡ଼ିବା ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଗର୍ଭବତୀଙ୍କୁ ଟିକାଦାନ ଦ୍ୱାରା ଗର୍ଭସ୍ଥ ଶିଶୁ ମଧ୍ୟ ସୁରକ୍ଷିତ ରହି ପାରିବ। ପରୀକ୍ଷା ସମୟରେ ନାଭି ନାଳ ଏବଂ ଗର୍ଭବତୀଙ୍କ ରକ୍ତ ତଥା କ୍ଷୀରରେ ଆଣ୍ଟିବଡ଼ି ରହିଥିବା ଜଣାପଡ଼ିଛି। ତେଣୁ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗର୍ଭବତୀଙ୍କୁ ଶୀଘ୍ର ଟିକା ଦେବାକୁ ପରାମର୍ଶ ଦିଆଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.