E-Paper
  • logo
  • Wednesday 1st April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩,୬୫୦ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
8:31 amJune 24, 2021

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ୨ଦିନ ହେଲା ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ବୁଧବାର ରାଜ୍ୟରେ ୩,୪୫୬ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟା ବୃଦ୍ଧି ପାଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୩,୬୫୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୨,୦୯୮ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୧,୫୫୨ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୬୦୪ ଓ କଟକରୁୁ ୪୮୫ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୧୧୨, ବାଲେଶ୍ୱର ୨୭୮, ବରଗଡ଼ ୪୫, ଭଦ୍ରକ ୧୭୦, ବଲାଙ୍ଗୀର ୧୬, ବୌଦ୍ଧ ୪୧, ଦେବଗଡ଼ ୪, ଢ଼େଙ୍କାନାଳ ୧୧୦, ଗଜପତି ୮, ଗଞ୍ଜାମ ୧୪, ଜଗତସିଂହପୁର ୧୩୮, ଯାଜପୁର ୩୩୨, ଝାରସୁଗୁଡ଼ା ୮, କଳାହାଣ୍ଡି ୨୩, କନ୍ଧମାଳ ୨୬, କେନ୍ଦ୍ରାପଡ଼ା ୧୦୬, କେନ୍ଦୁଝର ୬୮, କୋରାପୁଟ ୧୦୪, ମାଲକାନଗିରି ୬୭, ମୟୁରଭଞ୍ଜ ୧୪୫, ନବରଙ୍ଗପୁର ୬୯, ନୟାଗଡ଼ ୧୨୨, ନୂଆପଡ଼ା ୧୦, ପୁରୀ ୧୮୭, ରାୟଗଡ଼ା ୧୦୬, ସମ୍ବଲପୁର ୩୫, ସୁବର୍ଣ୍ଣପୁର ୨୨, ସୁନ୍ଦରଗଡ଼ ୧୦୬ ଓ ଷ୍ଟେଟ ପୁଲରୁ ୮୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୯୦,୫୯୬ରେ ପହଞ୍ଚିଛି। ସେଥିମଧ୍ୟରୁ ୮,୫୩,୦୧୨ଜଣ ସୁସ୍ଥ ହୋଇଥିବା ବେଳେ ୩୩,୭୭୦ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

କାଳ ହେଲା ମର୍ନିଂ ଓ୍ବାକ୍‌

ଭଞ୍ଜନଗର/ବୁଗୁଡ଼ା,୧୦।୬: ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ପ୍ରାତଃ ଭ୍ରମଣରେ ଯାଉଥିବା...

ବିନା ଭକ୍ତରେ ହେବ ସ୍ନାନ ପୂର୍ଣ୍ଣିମା

ପୁରୀ,୧୬।୬: ରଥଯାତ୍ରା ଭଳି ବିନା ଭକ୍ତରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ବୁଧବାର ଅନୁଷ୍ଠିତ ପୁରୀ ମନ୍ଦିର ପ୍ରଶାସକ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି।...

ଆଜିଠୁ ୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍‌

ଭୁବନେଶ୍ୱର, ୨।୬(ବ୍ୟୁରୋ):ବହୁ ପ୍ରତୀକ୍ଷା ପରେ ଶେଷରେ ରାଜଧାନୀ ଭୁବନେଶ୍ୱରରେ ବୁଧବାରଠାରୁ ୧୮ରୁ ୪୪ ବର୍ଷୀୟ ବର୍ଗଙ୍କ ପାଇଁ ୨ୟ ଡୋଜ୍‌ କୋଭିଡ୍‌ ଟିକାକରଣ ଆରମ୍ଭ ହେବାକୁ...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୮।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୫ ଜଣଙ୍କ ଜୀବନ...

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ...

୮୮ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ...

ବଜାର ବନ୍ଦ, ସରକାର ନେଉନାହାନ୍ତି

ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସଂକ୍ରମଣ କେବଳ ସ୍ବାସ୍ଥ୍ୟ ନୁହେଁ, ଆର୍ଥିକ ଅବସ୍ଥାକୁ ମଧ୍ୟ ଦୋହଲାଇ ଦେଇଛି। ଉଭୟ କ୍ଷେତ୍ରରୁ ଜୀବନ ଧାରଣ ପ୍ରତି ଭୟଙ୍କର ସଙ୍କଟ...

‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’

ରାଉରକେଲା/ସୁନ୍ଦରଗଡ଼,୪।୬: ଲକଡାଉନ ଓ ଶଟଡାଉନ ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ସେଲୁନ ଦୋକାନୀ। ଦୀର୍ଘ ଦିନ ହେଲା ଦୋକାନ ବନ୍ଦ ପଡିଥିବା ବେଳେ ବର୍ତ୍ତମାନ ସେମାନଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏହି ୫ ଭୁଲ୍‌ କରୁଛନ୍ତି କି, ହୋଇଯିବେ ବରବାଦ: ଜାଣନ୍ତୁ କ’ଣ କୁହନ୍ତି ଚାଣକ୍ୟ..
Next Post Next post:
ଏହି ୫ କାରଣରୁ ଫାଇନାଲରେ ହାରିଲା ଭାରତୀୟ ଦଳ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts