E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌

ଆମେରିକାରୁ କରୋନା ଭୂତାଣୁ ଉତ୍ପତ୍ତି, କହିଲା ଚାଇନା…
12:19 pmJune 17, 2021

ଓ୍ବାଶିଂଟନ/ବେଜିଂ,୧୭।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ଭୂତାଣୁର ଉତ୍ପତ୍ତି ନେଇ ଆମେରିକା ଏବଂ ଚାଇନା ମୁହାଁମୁହିଁ ହୋଇଛନ୍ତି। ଚାଇନା ଜାଣିଶୁଣି ଲାବ୍‌ରେ କରୋନା ଭୂତାଣୁ ତିଆରି କରିଥିବା ଆମେରିକା ପକ୍ଷରୁ ବାରମ୍ବାର ଅଭିଯୋଗ କରାଯାଉଛି। ଏବେ ଆମେରିକାକୁ ଚାଇନା ବିରୋଧ କରିବା ଆରମ୍ଭ କରିଛି। ଚାଇନା କହିଛି ଯେ, କରୋନା ମହାମାରୀ ଭୂାଣୁର ଉତ୍ପତ୍ତି ଆମେରିକାରେ ହୋଇଛି। ଚାଇନାର ମହାମାରୀ ବିଜ୍ଞାନୀ ତଥା ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ୍‌ ପ୍ରିଭେନ୍‌ଶନ୍‌ର ମୁଖ୍ୟ ଜେଙ୍ଗୁ ଗୁଆଙ୍ଗ୍‌ କହିଛନ୍ତି ଯେ, ଚାଇନାରେ କରୋନା ସଂକ୍ରମଣର ପ୍ରଥମ ଘଟଣା ଚିହ୍ନଟ ହେବାର ସପ୍ତାହେ ପୂର୍ବରୁ ଡିସେମ୍ବର ପ୍ରଥମ ଭାଗରେ ଆମେରିକାର ୭ଟି ରାଜ୍ୟରେ ୫ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ୨୦୧୯ ଡିସେମ୍ବର ପ୍ରଥମ ଭାଗରେ ଆମେରିକାରେ ଏଭଳି ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସେ ଦାବି କରିଛନ୍ତି। ଏନେଇ ଆମେରିକାକୁ ପଚରାଉଚରା କରାଯିବା ଆବଶ୍ୟକ ବୋଲି ଗୁଆଙ୍ଗ୍‌ କହିଛନ୍ତି। ଏବେ ଆମେରିକା ଏବଂ ଚାଇନା ମଧ୍ୟରେ ଜାରି ରହିଥିବା କାଦୁଅ ଫିଙ୍ଗାରୁ ଶୀତଳ ଯୁଦ୍ଧର ଆଶଙ୍କା ସୃଷ୍ଟି ହୋଇଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌ View All

କ୍ୟୁବାରେ ଗର୍ଲଫ୍ରେଣ୍ଡକୁ ଭେଟିବାକୁ ଯୋଜନା କରିଥିଲେ ଚୋକ୍‌ସି

ନୂଆଦିଲ୍ଲୀ,୯।୬ : ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସି ଡୋମିନିକା ଦେଇ କ୍ୟୁବା ଖସି ପଳାଇବାକୁ ଯୋଜନା କରିଥିଲେ। ତାଙ୍କ ଗର୍ଲଫ୍ରେଣ୍ଡ ବାରବାରା ଜାବାରିକା ବୁଧବାର...

ମିଳିଲା ତୃତୀୟ ବୃହତ୍‌ ହୀରା

ଗାବୋରୋନେ,୧୭।୬: ଦକ୍ଷିଣ ଆଫ୍ରିକୀୟ ଦେଶ ବୋଟ୍‌ସ୍ବାନାରେ ମିଳିଛି ବିଶ୍ୱର ୩ ବୃହତ୍ତମ ହୀରା। ଏପର୍ଯ୍ୟନ୍ତ ଏହାର ନାମକରଣ ହୋଇ ନାହିଁ। ୧,୦୯୮ କ୍ୟାରେଟ୍‌ର ଏହି ହୀରା...

୧୧ ସହ ଗୁଣନର ସରଳ ଟ୍ରିକ୍‌

ଓଣ୍ଟାରିଓ, ୭ା୬: କାନାଡା ଓଣ୍ଟାରିଓର ଜଣେ ଗଣିତ ଶିକ୍ଷୟିତ୍ରୀ ୧୧ ସହ ଯେକୌଣସି ସଂଖ୍ୟାର ଗୁଣନ ମାତ୍ର କିଛି ସେକେଣ୍ଡରେ କରିବା ପାଇଁ ଏକ ସରଳ...

ଭାକ୍ସିନ ମିଶ୍ରଣକୁ କେନ୍ଦ୍ରର ନା

ନୂଆଦିଲ୍ଲୀ,୨ା୬: କୋଭିଡ୍‌-୧୯ ନିରାକରଣ ପାଇଁ ଦୁଇ ପ୍ରକାର ଭାକ୍ସିନର ମିଶ୍ରଣକୁ ନେଇ ନାନା ମତ ପ୍ରକାଶ ପାଉଥିବାବେଳେ ମଙ୍ଗଳବାର କେନ୍ଦ୍ର ସରକାର ଏପରି ନ କରିବାକୁ...

କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି(ସିଏମ୍‌ଆର୍‌ଏଫ୍‌)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା...

ମୁଁ ଆଇନକୁ ମାନୁଥିବା ନାଗରିକ- ଚୋକ୍‌ସି

ନୂଆଦିଲ୍ଲୀ,୬।୬ : ମୁଁ ଜଣେ ଆଇନ ମାନୁଥିବା ନାଗରିକ। କେବଳ ଚିକିତ୍ସା ପାଇଁ ଭାରତ ଛାଡ଼ି ଆଣ୍ଟିଗୁଆ ଆସିଥିଲି ବୋଲି ଦାବି କରିଛନ୍ତି ପଳାତକ ହୀରା...

ସିନୋଭାକ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ଜେନେଭା, ୨ା୬: ଚାଇନା ଦ୍ୱିତୀୟ କରୋନା ଟିକା ସିନୋଭାକ୍‌ର ଜରୁରିକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଞ୍ଜୁରୀ ଦେଇଛି। ଏହି ଟିକା ଉତ୍ପାଦନ, କାର୍ଯ୍ୟକାରିତା...

ଆସୁଛି ଆଉ ଏକ କରୋନା ଟିକା ‘ନୋଭାଭାକ୍ସ’: ୯୦% ପ୍ରଭାବଶାଳୀ

ଓ୍ବାଶିଂଟନ୍‌,୧୪।୬: ସାରା ବିଶ୍ୱରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏହି ଅଜଣା ରୋଗ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହାକୁ ରୋକିବା ପାଇଁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାସ୍ତା ଅବରୋଧ କଲେ ଚାଷୀ
Next Post Next post:
ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଂଘର୍ଷ: ୧୦ ଆହତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts