E-Paper
  • logo
  • Wednesday 1st April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ହସ୍ପିଟାଲରେ ମୃତଦେହ ଗଦା: ପରିବାର ସଦସ୍ୟଙ୍କୁ ଗୋଟି ଗୋଟି କରି ପଡୁଛି ଖୋଜିବାକୁ…
3:12 pmJune 2, 2021

ଚେନ୍ନାଇ,୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢୁଥିବାରୁ ସ୍ଥିତି ଅଧିକ ଜଟିଳ ହେବାରେ ଲାଗିଛି। ବିଭିନ୍ନ ହସ୍ପିଟାଲରେ ମୃତକଙ୍କ ମୃତଦେହ ଗଦା  ହେବାରେ ଲାଗିଛି। ତାମିଲନାଡୁର ଥେନି ଅଞ୍ଚଳର ଓ୍ବିଲାକ୍କୁସ୍ଥିତ ସରକାରୀ ହସ୍ପିଟାଲରେ ପଡ଼ିରହିଥିବା କରୋନା ମୃତକଙ୍କ ମୃତଦେହ ପରିବାର ସଦସ୍ୟଙ୍କ ଆଖିରେ ଲୁହ ଭରିଦେଇଛି। ମୃତଦେହ ଗଦା ଭିତରୁ ନିଜର ପ୍ରିୟପରିଜନଙ୍କୁ ଖୋଜିବାକୁ ପଡୁଛି। ଏଭଳି ହୃଦୟ ବିଦାରକ ଦୃଶ୍ୟ ମୃତକଙ୍କ ପରିବାରଙ୍କ କୋହକୁ ବଢ଼ାଇ ଦେଉଛି। ନୀଳ ରଙ୍ଗ ପଲିଥିନ୍‌ରେ କରୋନା ଆକ୍ରାନ୍ତଙ୍କ ମୃତଦେହକୁ ପ୍ୟାକ୍‌ କରି ରଖାଯାଇଛି। ଏବେ ଏହାର ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଜଣେ ୪୭ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ କରୋନାରେ ହୋଇଥିଲା। ପରିବାର ସଦସ୍ୟ ମୃତଦେହ ନେବା ପାଇଁ ହସ୍ପିଟାଲରେ ପହଞ୍ଚିଥିଲେ। ହସ୍ପିଟାଲ କର୍ମଚାରୀ ନିଜେ ନିଜର ପ୍ରିୟଜନଙ୍କ ମୃତଦେହ ଖୋଜି ନେବାକୁ ପରିବାର ସଦସ୍ୟଙ୍କୁ କହିଥିଲେ। ପରିବାର ସଦସ୍ୟ ମୃତଦେହ ରଖାଯାଇଥିବା ସ୍ଥାନରେ ପହଞ୍ଚି ସେଠାକାର ସ୍ଥିତି ଦେଖି ଦୁଃଖରେ ମ୍ରିୟମାଣ ହୋଇଯାଇଥିଲେ। ପ୍ରତି ମୃତଦେହ ମୁହଁରୁ ପଲିଥିନ୍‌ କାଢ଼ି ପରିବାର ସଦସ୍ୟ ଶେଷରେ ନିଜ ସମ୍ପର୍କୀୟଙ୍କୁ ଖୋଜି ପାଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟରେ ଦେଶର ଦ୍ୱିତୀୟ ମୃତ୍ୟୁ

ମୁମ୍ବାଇ,୨୫।୬: ଭାରତରେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଏବେ ସମସ୍ତଙ୍କ ପାଇଁ ଚିନ୍ତା ବଢ଼ାଇଦେଇଛି। ମହାରାଷ୍ଟ୍ରରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା...

‘ଲୋକପ୍ରିୟତା ପାଇବା ପାଇଁ ଆବେଦନ କରିଥିଲେ ଜୁହି’

ନୂଆଦିଲ୍ଲୀ,୪।୬ : ଦେଶରେ ୫ଜି ନେଟୱର୍କ ବ୍ୟବସ୍ଥା ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ବଲିଉଡ ଅଭିନେତ୍ରୀ ଜୁହି ଚାୱଲା ଆବେଦନ କରିଥିଲେ। ଏହି ଆବେଦନକୁ ଶୁକ୍ରବାର କୋର୍ଟ...

ଦିଲ୍ଲୀ-କେନ୍ଦ୍ର ମୁହାଁମୁହିଁ: ମୁହଁ ଖୋଲିଲେ ଅଡିଟ୍‌ କମିଟି ମୁଖ୍ୟ

ନୂଆଦିଲ୍ଲୀ,୨୬।୬: କୋଭିଡ୍‌ର ଦ୍ୱିତୀୟ ଲହର ଶୀର୍ଷରେ ଥିବାବେଳେ ଦିଲ୍ଲୀ ଅକ୍ସିଜେନ ଅଭାବକୁ ବଢ଼େଇ ଚଢ଼େଇ ପ୍ରକାଶ କରିଥିବା କହିବା ଉଚତ୍‌ ହେବ ନାହିଁ। ଏଭଳି ମନ୍ତବ୍ୟ...

୩୦ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ କାମ ଆରମ୍ଭ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ଆଉ ୭ଟି ଜିଲାରେ ଲିକ୍ୟୁଡ୍‌ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ...

ବିପଜ୍ଜନକ ହୋଇପାରେ ମୌସୁମୀ

ନୂଆଦିଲ୍ଲୀ, ୮ା୬: ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ଦକ୍ଷିଣ ଏସିଆ ଅଞ୍ଚଳକୁ ଆସେ ମୌସୁମୀ। ଏଥିଜନିତ ୪ ମାସର ବର୍ଷା ଉପରେ ଏହି ଅଞ୍ଚଳର କୃଷି ଅର୍ଥନୀତି...

ଗଞ୍ଜେଇରେ ପ୍ରସ୍ତୁତ ହେଉଥିଲା କେକ୍‌

ମୁମ୍ବାଇ,୧୩।୬: ମୁମ୍ବାଇର ଏକ କେକ୍‌ ବେକିଂ ବେକେରୀରେ ପ୍ରସ୍ତୁତ ହେଉଥିଲା ଗଞ୍ଜେଇ ମିଶ୍ରିତ କେକ୍‌। ଖବର ପାଇ ଶନିବାର ରାତିରେ ଚଢ଼ାଉ କରିଥିଲା ନାର୍କୋଟିକ କଣ୍ଟ୍ରୋଲ...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୮।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୫ ଜଣଙ୍କ ଜୀବନ...

ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଭାରତୀୟ ବୁଲେଟ୍‌ ପ୍ରୁଫ୍‌ ଜେସିବି ମେସିନ୍‌ ଊପରେ ଆଖିବୁଜା ଗୁଳିମାଡ଼…
Next Post Next post:
ଭାକ୍ସିନକୁ ନେଇ ଲୋକଙ୍କ ମନରେ ରହିଛି ଅନ୍ଧବିଶ୍ୱାସ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts