E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ମୋଦି ସରକାରଙ୍କୁ ୩୫ ହଜାର କୋଟିର ହିସାବ ମାଗିଲେ ସୁପ୍ରିମକୋର୍ଟ
8:40 pmJune 2, 2021

ନୂଆଦିଲ୍ଲୀ, ୨।୬: କେନ୍ଦ୍ର ସରକାରଙ୍କ ଟିକାକରଣ ନୀତିକୁ ବୁଧବାର ତୀବ୍ର ସମାଲୋଚନା କରିଛନ୍ତି ସୁପ୍ରିମକୋର୍ଟ। ଟିକାକରଣ ପାଇଁ ବଜେଟ୍‌ରେ ୩୫ ହଜାର କୋଟି ଟଙ୍କା ଆଗତ କରାଯାଇଥିଲା। କୋଭାକ୍ସିନ, କୋଭିଶିଲ୍ଡ ଓ ସ୍ପୁଟନିକ ଭି ଟିକା କିଣିବାରେ ଏପର୍ଯ୍ୟନ୍ତ କେତେ ଖର୍ଚ୍ଚ ହୋଇଛି? କେଉଁ ତାରିଖରେ କେତେ ପରିମାଣରେ ଟିକା ଅର୍ଡର ଦିଆଯାଇଛି ଏବଂ ତାହା କେବେ ସୁଧା ଯୋଗାଇ ଦିଆଯିବ? ବଜେଟ୍‌ରେ ଆଗତ ହୋଇଥିବା ଅର୍ଥ ୧୮ରୁ ୪୪ ବର୍ଷର ନାଗରୀକଙ୍କ ଟିକାକରଣ କ୍ଷେତ୍ରରେ କାହିଁକି ବ୍ୟବହାର କରାଯାଉ ନାହିଁ? କେନ୍ଦ୍ର ସରକାରଙ୍କୁ ଏ ସବୁ ପ୍ରଶ୍ନ କରିଛନ୍ତି ସୁପ୍ରିମକୋର୍ଟ।

୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସ ବର୍ଗଙ୍କୁ ମାଗଣାରେ ଟିକା ଦିଆଯାଉଛି। ତେବେ ୧୮ରୁ ୪୪ ବୟସ ବର୍ଗଙ୍କ କ୍ଷେତ୍ରରେ ସେହି ସୁବିଧା ଦିଆଯାଉ ନାହିଁ। କେନ୍ଦ୍ର ସରକାରଙ୍କ ଏଭଳି ଆଭିମୁଖ୍ୟ ଅଯୁକ୍ତିଯୁକ୍ତ ଓ ଏକପାଖିଆ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

ଲୋକଙ୍କ ସାମ୍ବିଧାନିକ ଅଧିକାର କ୍ଷୁର୍ଣ୍ଣ ହେଉଥିବାବେଳେ ନ୍ୟାୟପାଳିକା କଦାପି ଚୁପ ବସିପାରିବ ନାହିଁ। ଏହା ଉପରେ ସବୁ ତଥ୍ୟ ଦାଖଲ କରିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାବାଦ୍‌ ଚଳିତ ବର୍ଷ ଶେଷ ସୁଦ୍ଧା ଟିକାର ଉପଲବ୍ଧତା ଓ ଟିକାକରଣ ଲାଗି କେଉଁ ଯୋଜନା କରାଯାଇଛି, ତା’ର ତଥ୍ୟ ମଧ୍ୟ କୋର୍ଟ ମାଗିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

‘ଜୟ ଶ୍ରୀ ରାମ’ ନ କହିବାରୁ ମାଡ଼ ଘଟଣା, ମିଛ କହୁଛି ୟୁପି ପୋଲିସ

ନୂଆଦିଲ୍ଲୀ,୧୬।୬: ‘ଜୟଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଘଟଣା ବୁଧବାର ନୂଆ ମୋଡ଼ ନେଇଛି। ଟୁଇଟର ଓ ଜର୍ନାଲିଷ୍ଟ, କଂଗ୍ରେସ ନେତାଙ୍କ...

ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…

କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ...

ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରୁଥିଲେ ସ୍ବାମୀ: ଜଣାପଡିବା ପରେ…

ପୁଣେ,୨୦।୬:ମହାରାଷ୍ଟ୍ରର ପୁଣେରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରି ଗିରଫ ହୋଇଛନ୍ତି ସ୍ବାମୀ। ରୋଚକ କଥା ହେଉଛି ୪୦...

ନାଇଜେରିଆରେ ଟୁଇଟରର ଜାଗା ନେବ ‘କୁ’

ନୂଆଦିଲ୍ଲୀ,୫।୬: ଆଫ୍ରିକୀୟ ଦେଶ ନାଇଜେରିଆ ଶୁକ୍ରବାର ଟୁଇଟରକୁ ବନ୍ଦ କରିଦେବା ପରେ ଭାରତୀୟ ସୋସିଆଲ ନେଟ୍‌ଓ୍ବର୍କିଂ କମ୍ପାନୀ ‘କୁ’ ଏବେ ସେଠାରେ ପ୍ରବେଶ ଲାଗି ବିଚାର...

ଭାକ୍ସିନ୍‌ର ୨ ଡୋଜ୍‌ ନେଲା ପରେ ବି ସୃଷ୍ଟି ହେଉନି ଆଣ୍ଟିବଡ଼ି, ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଲା…

ଲକ୍ଷ୍ନୌ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଲେ ସିବଲ

ନୂଆଦିଲ୍ଲୀ,୧୩।୬: କଂଗ୍ରେସ ଦଳର ବରିଷ୍ଠ ନେତା କପିଲ ସିବଲ ପୁଣି ଥରେ ତାଙ୍କ ଦଳର ବିବାଦ ଏବଂ ଦେଶର ରାଜନୈତିକ ପରିସ୍ଥିତି ସମ୍ପର୍କରେ ଏକ ବିବୃତ୍ତି...

ଦିଲ୍ଲୀ ଲୋକଙ୍କ ଜୀବନ ପାଇଁ ଲଢ଼ିବା ମୋ ଅପରାଧ

ନୂଆଦିଲ୍ଲୀ,୨୫।୬: ଦିଲ୍ଲୀର ୨ କୋଟି ଲୋକଙ୍କ ଜୀବନ ପାଇଁ ସଂଗ୍ରାମ କରିବା ମୋ ଅପରାଧ। ତୁମେ ଯେତେବେଳେ ନିର୍ବାଚନ ରାଲିରେ ମାତିଥିଲ, ମୁଁ ସେତେବେଳେ ଅକ୍ସିଜେନ...

ଚାଷୀ ଆନ୍ଦୋଳନରେ ସାମିଲ ହେବେ ମମତା

କୋଲକାତା, ୧୦।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧରେ ଚାଲିଥିବା ଆନ୍ଦୋଳନକୁ ସମର୍ଥନ କରିବେ। ଏନେଇ ସେ ରାକେଶ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବାଡ଼ିରେ ଛେଳି ପଶିବାରୁ ଦମ୍ପତିଙ୍କୁ ଗଛରେ ବାନ୍ଧି ପିଟିଲେ
Next Post Next post:
ତ୍ରିକୋଣୀୟ ପ୍ରେମ: ଭଡାଘରୁ ମିଳିଲା ଯୁବତୀଙ୍କ ମୃତଦେହ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts