E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଦିଲ୍ଲୀ ଏମ୍ସରେ ଛୁଆଙ୍କ ଉପରେ ହେବ ଟିକା ପରୀକ୍ଷା
11:29 pmJune 14, 2021

ନୂଆଦିଲ୍ଲୀ, ୧୪।୬: ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ତଥା ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକାର କ୍ଲିନିକାଲ ପରୀକ୍ଷା ଦିଲ୍ଲୀ ଏମ୍ସରେ ମଙ୍ଗଳବାରଠାରୁ ୬ରୁ ୧୨ ବର୍ଷ ବୟସର ପିଲାମାନଙ୍କଠାରେ କରାଯିବ। ପୂର୍ବରୁ ପାଟନାସ୍ଥିତ ଏମ୍ସରେ ପିଲାମାନଙ୍କ ଠାରେ ଏହି ଟିକାର ପରୀକ୍ଷା ଆରମ୍ଭ ହୋଇଥିଲା। ଯାଞ୍ଚ ରିପୋର୍ଟ ଆସିବା ପରେ ଅଂଶଗ୍ରହଣକାରୀ ପିଲାଙ୍କୁ କୋଭାକ୍ସିନ ଟିକା ଦିଆଯିବ। ୧୨ରୁ ୧୮ ବର୍ଷ ବୟସ ବର୍ଗର ପିଲାମାନଙ୍କଠାରେ ସିଙ୍ଗଲ୍‌ ଡୋଜ୍‌ କୋଭାକ୍ସିନର ପରୀକ୍ଷା ଶେଷ ହେବା ପରେ ଏବେ ୬ରୁ ୧୨ ବର୍ଷର ପିଲାଙ୍କଠାରେ ଏହି ପରୀକ୍ଷା ଆରମ୍ଭ ହେବାକୁ ଯାଉଛି। ଏହା ପରେ ୨ରୁ ୬ ବର୍ଷର ପିଲାଙ୍କୁ ପରୀକ୍ଷାରେ ସାମିଲ କରାଯିବ। ମୋଟ ୫୨୫ଟି କେନ୍ଦ୍ରରେ ଏହି ପରୀକ୍ଷା ହେବ ବୋଲି ଜଣାପଡ଼ିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…

କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ...

ଏନ୍‌ଏଚ୍‌ଆରସିର ନୂଆ ଅଧ୍ୟକ୍ଷ ବିଚାରପତି ଅରୁଣ ମିଶ୍ରା

ନୂଆଦିଲ୍ଲୀ,୧।୬: ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରା ଜାତୀୟ ମାନବଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ବାଇକ୍‌ରେ ଯାଉଥିଲେ ଯୁବକ, ପଛରୁ ଆସିଲେ ଦୁଇ ମହାବଳ ବାଘ; ଆଉ ତା’ ପରେ…

ମୁମ୍ବାଇ,୨ା୬: ମହାରାଷ୍ଟ୍ରର ଚନ୍ଦ୍ରପୁରରୁ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଯେଉଁଥିରେ ଦେଖିବେ ଦୁଇଟି ମହାବଳ ବାଘ ହଠାତ୍‌ ରାସ୍ତା ଉପରକୁ ଚାଲି...

ଭାକ୍ସିନ୍‌ ନ ନେଇଥିବା ବିଧାୟକଙ୍କୁ ବିଧାନସଭାରେ ପ୍ରବେଶ ମନା…

ପାଟନା,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...

ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୬ ହଜାର ଟପିଲା ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ଦିଲ୍ଲୀ-କେନ୍ଦ୍ର ମୁହାଁମୁହିଁ: ମୁହଁ ଖୋଲିଲେ ଅଡିଟ୍‌ କମିଟି ମୁଖ୍ୟ

ନୂଆଦିଲ୍ଲୀ,୨୬।୬: କୋଭିଡ୍‌ର ଦ୍ୱିତୀୟ ଲହର ଶୀର୍ଷରେ ଥିବାବେଳେ ଦିଲ୍ଲୀ ଅକ୍ସିଜେନ ଅଭାବକୁ ବଢ଼େଇ ଚଢ଼େଇ ପ୍ରକାଶ କରିଥିବା କହିବା ଉଚତ୍‌ ହେବ ନାହିଁ। ଏଭଳି ମନ୍ତବ୍ୟ...

ଏଏପିରେ ସାମିଲ ହେଲେ ପଞ୍ଜାବର ପୂର୍ବତନ ଆଇଜି କୁଓ୍ବଁର

ଅମୃତସର,୨୧।୬: ଆସନ୍ତା ବର୍ଷ ବିଭିନ୍ନ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେଠାରୁ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଚାଲିଛି। ଇତିମଧ୍ୟରେ ପଞ୍ଜାବର ପୂର୍ବତନ...

୮ ଭାଇଭଉଣୀଙ୍କ ସହ ପିତାମାତାଙ୍କୁ କରି ଦିଆଯାଇଥିଲା ହତ୍ୟା, ପାକିସ୍ତାନରୁ ଭାରତ ଚାଲି ଆସି କୀର୍ତ୍ତିମାନ ରଚିଥିଲେ…

ନୂଆଦିଲ୍ଲୀ,୧୯।୬: କିମ୍ବଦନ୍ତୀ ଧାବକ ମିଲ୍‌ଖା ସିଂହଙ୍କ ପରଲୋକ ସହ ଏକ ଯୁଗର ଅବସାନ ହୋଇଛି। ଶୁକ୍ରବାର ରାତିରେ ସେ ଶେଷ ନିଶ୍ୱାସ ନେଇଥିବା ଖବର ଜଣାପଡ଼ିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କରୋନା ଲଦିଲା ୭ ବର୍ଷର ଝିଅ ମୁଣ୍ଡରେ ଦାୟିତ୍ୱର ପାହାଡ଼
Next Post Next post:
ଅଭିନେତ୍ରୀଙ୍କ ଅଜବ ଇଚ୍ଛା ଶୁଣି ସ୍ବାମୀ ହେଲେ ଚକିତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts