E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

୭୭.୮ ପ୍ରତିଶତ ପ୍ରଭାବଶାଳୀ କୋଭାକ୍ସିନ୍‌
3:51 pmJune 22, 2021

ନୂଆଦିଲ୍ଲୀ,୨୨।୬: ଭାରତୀୟ ସ୍ବଦେଶୀ ଟିକା କୋଭାକ୍ସିନ୍‌ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ସମୀକ୍ଷା ବୈଠକର ତଥ୍ୟ ସାମ୍ନାକୁ ଆସିଛି। ଏହି ସମୀକ୍ଷା ବୈଠକରେ ପ୍ରକାଶ ପାଇଛି ଯେ, ଭାରତ ବାୟୋଟେକର ଟିକା କୋଭାକ୍ସିନ ୭୭.୮ ପ୍ରତିଶତ ପ୍ରଭାବଶାଳୀ ଅଟେ। ୨୫,୮୦୦ ଲୋକଙ୍କ ଉପରେ ପ୍ରଥମ ପର୍ଯ୍ୟାୟ ପରୀକ୍ଷା କରାଯାଇଥିଲା। ପରୀକ୍ଷାରେ ଏହି ଟିକା କରୋନାଠାରୁ କେତେ ରକ୍ଷାକାରୀ ତାହା ପରୀକ୍ଷଣ କରାଇଥିଲା। କୋଭିଡ ଟିକା ପାଇଁ ଭାରତ ବାୟୋଟେକର ଏକ୍ସପ୍ରେସନ ଅଫ ଇଣ୍ଟରେଷ୍ଟ (ଇଓଆଇ) ପ୍ରସ୍ତାବକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଗ୍ରହଣ କରିଛି ଏବଂ ଟିକା ଅନୁମୋଦନ ସମ୍ବନ୍ଧରେ ଡକ୍ୟୁମେଣ୍ଟ ହସ୍ତାନ୍ତର ହେବା ପୂର୍ବରୁ ୨୩ ଜୁନ୍‌ରେ ଡବ୍ଲୁଏଚ୍‌ଓ ସହିତ ଏକ ବୈଠକ ଅନୁଷ୍ଠିତ ହେବ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ ) ଅନୁଯାୟୀ ଏହି ବୈଠକରେ ଉତ୍ପାଦର ସବିଶେଷ ସମୀକ୍ଷା କରାଯିବ ନାହିଁ, କିନ୍ତୁ ଟିକା ଉତ୍ପାଦନକାରୀଙ୍କ ନିକଟରେ ଟିକା ଗୁଣର ସଂକ୍ଷିପ୍ତ ବର୍ଣ୍ଣନା ଉପସ୍ଥାପନ କରିବାର ସୁଯୋଗ ମିଳିବ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଗତ ୨୪ ଘଣ୍ଟାରେ ୭୪ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ

ଚଣ୍ଡିଗଡ଼,୪।୬: ହରିଆଣାରେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪ ନୂଆ ବ୍ଲାକ୍‌ ଫଙ୍ଗସ୍‌...

ସାବ୍‌ଧାନ ଇଣ୍ଡିଆର ୨ଅଭିନେତ୍ରୀ ଗିରଫ

ମୁମ୍ବାଇ,୧୮।୬: ଟେଲି ସିରିୟଲ୍‌ର ପପୁଲାର ଶୋ’କ୍ରାଇମ୍‌ ପେଟ୍ରୋଲ ଓ ସାବ୍‌ଧାନ ଇଣ୍ଡିଆରେ ଅଭିନୟ କରୁଥିବା ୨ଜଣ ଅଭିନେତ୍ରୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ଚୋରି ଅଭିଯୋଗରେ...

ମୋଦିଙ୍କୁ ମମତାଙ୍କ ଚିଠି

କୋଲକାତା,୨୪।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ଉପଯୁକ୍ତ ଅନୁମୋଦନ ବିନା କେନ୍ଦ୍ର ସରକାର କୋଭାକ୍ସିନ୍‌ ଟିକାକୁ ବ୍ୟବହାରିକ ମଞ୍ଜୁରୀ ଦେଇଥିବାରୁ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହୋଇଥିବା ପଶ୍ଚିମବଙ୍ଗ...

ବିବାହ ସମୟରେ ଆରବୀ ଶବ୍ଦ କହିଲା ବେଳେ ଝୁଣ୍ଟିଲେ ବର: ମୌଲବୀଙ୍କୁ ସନ୍ଦେହ ହେବାରୁ ଜଣାପଡ଼ିଲା ସତ

ଲକ୍ଷ୍ନୌ,୧୪।୬: ଉତ୍ତରପ୍ରଦେଶର ମହାରାଜଗଞ୍ଜ ଜିଲାରୁ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବିବାହ ସମୟରେ ଜଣେ ବରଙ୍କ ମିଥ୍ୟା ପଦାକୁ ଆସିଛି। ବିବାହ ସମୟରେ ଆରବୀ...

ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ଶୁକ୍ରବାର...

ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ...

କଂଗ୍ରେସର ବରିଷ୍ଠ ନେତ୍ରୀ ଇନ୍ଦିରାଙ୍କ ପରଲୋକ

ଡେରାଡୁନ୍‌,୧୩।୬: ଉତ୍ତରାଖଣ୍ଡ କଂଗ୍ରେସର ବରିଷ୍ଠ ନେତା ଇନ୍ଦିରା ହ୍ରିଦୟେଶଙ୍କ ହୃଦଘାତରେ ପରଲୋକ ଘଟିଛି। ରବିବାର ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଦିଲ୍ଲୀର ଏକ ଡାକ୍ତରଖାନାରେ ଭର୍ତ୍ତି...

ମୂଲ୍ୟାୟନ ସୂତ୍ରକୁ ବିରୋଧ

ନୂଆଦିଲ୍ଲୀ, ୨୨ା୬: କରୋନା ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବାବେଳେ ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇର ଫଳାଫଳ ମୂଲ୍ୟାୟନ ସୂତ୍ରକୁ ନେଇ କେତେଜଣ ଛାତ୍ରୀଛାତ୍ର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିପଦ ଆଣିଲା ନୂଆ ଭାରିଆଣ୍ଟ୍‌, ପୁଣି ଦିଆଯିବ ଭାକ୍ସିନ୍‌ ଡୋଜ୍‌…
Next Post Next post:
ରାଶିଫଳ: ବୁଧବାର, ଜୁନ୍‌ ୨୩ ତାରିଖ – Daily Horoscope

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts