E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

କୋଭିଡ୍‌-୧୯ : ଭାରତ ପାଇଁ ପାଣ୍ଠି ଯୋଗାଡ଼ କରିବେ ଅଷ୍ଟ୍ରେଲୀୟ କ୍ରିକେଟର
10:47 amJune 3, 2021

ସିଡ୍‌ନୀ,୩।୬(ପି.ଟି.): କୋଭିଡ୍‌- ୧୯ ମହାମାରୀ ବିରୋଧରେ ଲଢେଇ ଜାରି ରହିଥିବା ବେଳେ ପ୍ୟାଟ୍‌ କୁମିନ୍ସଙ୍କ ସମେତ କେତେଜଣ ଅଷ୍ଟ୍ରେଲୀୟ କ୍ରିକେଟର ପାଣ୍ଠି ଯୋଗାଡ଼ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। କ୍ରିକେଟରମାନେ ଇଣ୍ଡିଆ କୋଭିଡ୍‌ ଅପିଲ୍‌ ନେଇ ୟୁନିସେଫ ଅଷ୍ଟ୍ରେଲିଆ ପାଇଁ ପାଣ୍ଠି ଯୋଗାଡ଼ କରିବାକୁ ଗୁରୁବାର ଏକ ୧୨ ଘଣ୍ଟିଆ ଗେମିଂ ଲାଇଭ୍‌ ଷ୍ଟ୍ରିମ୍‌ରେ ଅଂଶଗ୍ରହଣ କରିଛନ୍ତି।
ଦ୍ରୁତ ବୋଲର ଜୋଶ ଲାଲୋରଙ୍କ ମାନସ ସନ୍ତାନ କୁହାଯାଉଥିବା ଏହି ଗେମିଂ ଲାଇଭ୍‌ ଷ୍ଟ୍ରିମ୍‌ରେ କୁମିନ୍ସ, ସ୍ପିନର ନାଥନ ଲିୟନ ଓ ଦ୍ରୁତ ବୋଲର ଯୋଡି ମିଚେଲ ଷ୍ଟାର୍କ ଓ ଜୋଶ ହାଜେଲଉଡ ସାମିଲ ହେବେ। ଏହି ଲାଇଭ୍‌ ଷ୍ଟ୍ରିମ୍‌ର କ୍ରିକେଟରମାନେ ସେମାନଙ୍କ କ୍ରୀଡ଼ା କୌଶଳ ଓ କ୍ରିକେଟ ସମ୍ପର୍କିତ ଅନ୍ୟ ବିଷୟରେ ନିଜର ଅଙ୍ଗେନିଭାଇଥିବା କଥା କହିବେ। ଏହି କାର୍ଯ୍ୟକ୍ରମରୁ ୧ ଲକ୍ଷ ଅଷ୍ଟ୍ରେଲିଆନ ଡଲାର ସଂଗ୍ରହ କରାଯିବ ବୋଲି କୁହାଯାଇଛି।
ଏହି ଫଣ୍ଡରେଜର ତଥା ପାଣ୍ଠି ସଂଗ୍ରହ ଅଭିଯାନ ଭାରତୀୟ ସମୟ ଅନୁସାରେ ୧.୩୦ରୁ ଆରମ୍ଭ ହେବ। ଏଥିରେ ସାମିଲ ହେବାକୁ ଥିବା ଅନ୍ୟ କ୍ରିକେଟରମାନେ ହେଲେ ଅଲରାଉଣ୍ଡର ମୋଇସେସ ହେନେରିକ୍ସ, ମହିଳା କ୍ରିକେଟର ଅଲିସା ହିଲି ଓ ଦକ୍ଷିଣ ଆଫ୍ରିକାର ରିଲି ରୋଷୋ। ଜଣେ ଅଷ୍ଟ୍ରେଲୀୟ କ୍ରିକେଟର ଭାବେ ଭାରତୀୟ ନାଗରିକଙ୍କ ସହ ଆମର ଏକ ସ୍ବତନ୍ତ୍ର ସମ୍ପର୍କ ରହିଛି ବୋଲି ଲାଲୋର କହିଛନ୍ତି। ଯଦି ଏହି ଅଭିଯାନରେ ଆମେ ସଫଳ ହେବୁ ତା’ହେଲେ ଏହି ପ୍ରକ୍ରିୟା ଆଗକୁ ଚାଲୁ ରହିବ ବୋଲି ସେ କହିଛନ୍ତି। କ୍ରିକେଟ ଅଷ୍ଟ୍ରେଲିଆର ନୂଆ ମୁଖ୍ୟ କାର୍ଯ୍ୟନିର୍ବାହୀ (ସିଇଓ) ନିକ୍‌ ହୋକ୍‌ଲି ଓ ଅଷ୍ଟ୍ରେଲିଆନ କ୍ରିକେଟର୍ସ ଆସୋସିଏଶନର ସିଇଓ ମଧ୍ୟ ଏହି ଲାଇଭ୍‌ ଷ୍ଟ୍ରିମ୍‌ରେ ଉପସ୍ଥିତ ରହିବେ ଓ ନିଜର ମତ ରଖିବେ। ଲାଲୋରଙ୍କ ଟୁଇଟର ପେଜ୍‌ରେ ଏହି ଲାଇଭ ଷ୍ଟ୍ରିମ୍‌ ଉପଲବ୍ଧ ହେବ। ଏ ପର୍ଯ୍ୟନ୍ତ ଅଷ୍ଟ୍ରେଲୀୟ କ୍ରିକେଟରମାନେ ୨ ଲକ୍ଷ ୮୦ ହଜାର ଅଷ୍ଟ୍ରେଲିଆନ ଡଲାର ପାଣ୍ଠି ସଂଗ୍ରହ କରିସାରିଛନ୍ତି। ଭାରତରେ ଏବେ ମଧ୍ୟ କରୋନା ମହାମାରୀର ପ୍ରବଳ ପ୍ରକୋପ ଜାରି ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଏକଦା ଅଣ୍ଡରଓ୍ବାଲ୍ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌କୁ ଡ୍ରେସିଂ ରୁମ୍‌ ବାହାରକୁ ତଡ଼ି ଦେଇଥିଲେ କପିଲ ଦେବ; କାରଣ ଜାଣିଲେ..

ନୂଆଦିଲ୍ଲୀ,୯।୬: ଭାରତୀୟ କ୍ରିକେଟ ଟିମ୍‌କୁ ବିଶ୍ୱକପ୍‌ ଜିତାଇଥିବା ପ୍ରଥମ ଅଧିନାୟକ ହେଲେ କପିଲ ଦେବ। ସେ ଅନୁଶାସନକୁ ବ୍ରତ କରିଥିଲେ। ଅଧିନାୟକ ଭାବେ ଦାୟିତ୍ୱ ସମ୍ପାଦନ...

ରକ୍ତଦାନ କଲେ ତେନ୍ଦୁଲକର

ମୁମ୍ବାଇ, ୧୪ା୬ (ପି.ଟି.)-ବିଶ୍ୱ ରକ୍ତଦାନ ଦିବସ ଅବସରରେ ଭାରତର ପୂର୍ବତନ କ୍ରିକେଟ ଅଧିନାୟକ ସଚିନ ତେନ୍ଦୁଲକର ସୋମବାର ରକ୍ତଦାନ କରିଛନ୍ତି। ଏହି ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ...

ରାଉଣ୍ଡ ଅଫ୍‌ ୧୬ରେ କ୍ରୋଏସିଆ: ୟୁରୋକପ୍‌ରୁ ସ୍କଟ୍‌ଲାଣ୍ଡ ଆଉଟ

ଗ୍ଲାସଗୋ,୨୪।୬: ୟୁରୋକପ୍‌ରେ କ୍ରୋଏସିଆ ନକ୍‌ଆଉଟ ପର୍ଯ୍ୟାୟକୁ ଉଠିଛି। ମଙ୍ଗଳବାର ଅନୁଷ୍ଠିତ ଗ୍ରୁପ୍‌ ଡି’ ମୁକାବିଲାରେ କ୍ରୋଏସିଆ ୩-୧ ଗୋଲରେ ସ୍କଟ୍‌ଲାଣ୍ଡକୁ ହରାଇ ଏହି ସଫଳତା ପାଇଛି।...

୨୦୧୧ ବିଶ୍ୱକପ୍‌ ହିରୋଙ୍କ ସନ୍ୟାସ

ଡବଲିନ,୧୮ା୬: ଭାରତରେ ଖେଳାଯାଇଥିବା ୨୦୧୧ ବିଶ୍ୱକପ୍‌ର ଏକ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଆୟର୍ଲାଣ୍ଡ ଆଗରେ ୩୨୮ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିଥିଲା ଇଂଲଣ୍ଡ। ବଡ଼...

ଟୋକିଓ ଅଲିମ୍ପିକ୍ସ : ସର୍ବାଧିକ ୧୦ହଜାର ସ୍ଥାନୀୟ ଦର୍ଶକଙ୍କୁ ଅନୁମତି

ଟୋକିଓ, ୨୨ା୬ (ଏପି)-ଟୋକିଓ ଅଲିମ୍ପିକ୍ସକୁ ଦେଖିବାଲାଗି କିଛି ସ୍ଥାନୀୟ ଦର୍ଶକଙ୍କୁ ଅନୁମତି ଦିଆଯିବ। ଆୟୋଜକ କମିଟିର ଅଫିସିଆଲ ଓ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ସୋମବାର...

୨ଟି ବଲ୍‌ରୁ ବିସ୍ଫୋରକ ୨୧ ରନ୍‌ କରିଥିଲେ ସେହ୍ବାଗ:ଜାଣନ୍ତୁ କେମିତି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହ୍ବାଗ ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା। ସମସ୍ତ ପ୍ରକାର କ୍ରିକେଟର ୍‌ବିପଜ୍ଜନକ ବ୍ୟାଟ୍ସମ୍ୟାନ ସେହ୍ବାଗ ଆରମ୍ଭରୁ ପ୍ରତିପକ୍ଷଙ୍କୁ...

ଆଧୁନିକ କ୍ରିକେଟରେ କେଉଁ ଖେଳାଳିଙ୍କ ଭଳି ବ୍ୟାଟିଂ କରିବାକୁ ଚାହାନ୍ତି ପ୍ରଶ୍ନରେ ଏଭଳି କହିଲେ ଗାଭାସ୍କର; ଚକିତ କଲା ନାମ…

ନୂଆଦିଲ୍ଲୀ,୩।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ସୁନିଲ ଗାଭାସ୍କର ଟି୨୦ କ୍ରିକେଟର ବଡ଼ ପ୍ରଶଂସକ ବୋଲି ସ୍ବୀକାର କରିଛନ୍ତି। ତାଙ୍କ ସମୟର ଅନେକ ଖେଳାଳି...

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ତୃତୀୟ ରାଉଣ୍ଡରେ ଜେଭେରେଭ, ଇସ୍ନର

ପ୍ୟାରିସ,୩।୬: ଫ୍ରେଞ୍ଚ୍‌ ଓପନ ବୁଧବାର ଚତୁର୍ଥ ଦିବସରେ ପହଞ୍ଚିଛି। ପୁରୁଷ ସିଙ୍ଗଲ୍ସରେ ଜର୍ମାନୀର ଷଷ୍ଠ ସିଡ୍‌ ଖେଳାଳି ଆଲେକଜାଣ୍ଡର ଜେଭେରେଭ୍‌, ୧୫ତମ ସିଡ୍‌ ଖେଳାଳି ନରଓ୍ବେର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୫ ଟ୍ରିଲିୟନ ଡଲାର ଜିଡିପି ଲକ୍ଷ୍ୟ କଷ୍ଟସାଧ୍ୟ
Next Post Next post:
ଭାକ୍ସିନ୍‌ ନେଇ ଜୀବନ ଗଲେ କ୍ଷତି ପୂରଣ ଦେବନି କମ୍ପାନୀ: ମର୍ଡନା-ଫାଇଜର ପରେ ଏବେ ଦାବି କଲା ସେରମ୍‌…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts