ନୂଆଦିଲ୍ଲୀ,୧୧।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୯୨,୭୦୨ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩,୪୦୩ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୨,୯୨,୭୪,୮୨୩ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୨, ୭୭,୯୦,୦୭୩ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୧ଲକ୍ଷ ୨୧ହଜାର ୬୭୧ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୩,୬୩,୦୭୯କୁ ବୃଦ୍ଧି ପାଇଛି।
ଅନୁପ ପାଣ୍ଡେ ନୂଆ ଇସି
ନୂଆଦିଲ୍ଲୀ, ୧୦।୬(ପି.ଟି.): ଅବସରପ୍ରାପ୍ତ ଆଇଏଏସ୍ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନ (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ...
ସ୍ବିସ୍ ବ୍ୟାଙ୍କ୍ରେ ୨୦ ହଜାର କୋଟି ଟପିଲା ଭାରତୀୟଙ୍କ ଜମାରାଶି
ନୂଆଦିଲ୍ଲୀ,୧୭।୬: ସ୍ବିସ୍ ବ୍ୟାଙ୍କରେ ଗଚ୍ଛିତ ଥିବା ଭାରତୀୟଙ୍କ ଜମାରାଶି ୨୦୨୦ ବର୍ଷ ସୁଦ୍ଧା ୨୦,୭୦୦ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ଏଥିରେ ଦେଶର ବ୍ୟକ୍ତିବିଶେଷ ଓ...
ଡ୍ରାଗନର ନୂଆ ଷଡ଼ଯନ୍ତ୍ର: ଭାରତରେ ସାଇବର ଆକ୍ରମଣ ପାଇଁ ବ୍ଲୁପ୍ରିଣ୍ଟ୍…
ନୂଆଦିଲ୍ଲୀ,୧୯।୬: କରୋନା ମହାମାରୀ ଭୂତାଣୁ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି କରିଥିବା ଚାଇନା ଏବେ ଭାରତରେ ନୂଆ ସଙ୍କଟ ସୃଷ୍ଟି କରିବା ଲାଗି ଷଡ଼ଯନ୍ତ୍ର ରଚିଛି।...
ମିଶନ ୨୦୨୪କୁ ନେଇ ଚର୍ଚ୍ଚା
ମୁମ୍ବାଇ, ୧୨।୬: ପଶ୍ଚିମବଙ୍ଗରେ ଟିଏମ୍ସିକୁ ବିଜୟୀ କରାଇଥିବା ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ) ଏନ୍ସିପି ନେତା ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ଏନ୍ସିପି ମୁଖ୍ୟଙ୍କ ଘରେ ପ୍ରଶାନ୍ତ...
ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ଚାଲିଗଲା ମହିଳାଙ୍କ ଜୀବନ
ଲକ୍ଷ୍ନୌ, ୨୬ା୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାନପୁର ଗସ୍ତବେଳେ ଗାଡ଼ି ଚଳାଚଳ ଉପରେ ରୋକ ଲଗାଇ ଦେଇଥିଲା ପୋଲିସ। ଏଥି ଯୋଗୁ ସୃଷ୍ଟି ହୋଇଥିବା ଟ୍ରାଫିକରେ...
ଜେଲ୍ରେ ଥାଇ ପ୍ରୋଟିନ ଶେକ୍ ଦାବି କରୁଛନ୍ତି
ନୂଆଦିଲ୍ଲୀ,୮।୬: ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍ରେ ଥିବା ଦେଶର ସଫଳତମ ରେସଲର ସୁଶୀଲ କୁମାର ପ୍ରୋଟିନ ଶେକ୍ ପାଇଁ ଦାବି କରୁଛନ୍ତି। କେବଳ ଏତିକି...
ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ...
ଆଜି ଭାଜପାରେ ଯୋଗ ଦେବେ ଜଣେ ବଡ ନେତା
ନୂଆଦିଲ୍ଲୀ,୯।୬: ବୁଧବାର ନୂଆଦିଲ୍ଲୀ ଭାଜପା କାର୍ଯ୍ୟାଳୟରେ କଂଗ୍ରେସର ଜଣେ ବଡ ନେତା ଭାଜପାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ...


