ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୬୨,୪୮୦ଟି ମାମଲା ସାମ୍ନାକୁ ଆସିଥିବାବେଳେ ୧୫୮୭ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୨,୯୭,୬୨,୭୯୩ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୨, ୮୫,୮୦,୬୪୭ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୭ଲକ୍ଷ ୯୮ହଜାର ୬୫୬ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୩,୮୩,୪୯୦କୁ ବୃଦ୍ଧି ପାଇଛି।
ଝାଡ଼ଖଣ୍ଡ କଂଗ୍ରେସରେ ସଙ୍କଟ, ୪ ବିଧାୟକ ଦିଲ୍ଲୀରେ…
ରାଞ୍ଚି,୨୩।୬: ପଞ୍ଜାବ ଏବଂ ରାଜସ୍ଥାନ କଂଗ୍ରେସର ଘର କଳି ପଦାକୁ ଆସିବା ପରେ ଏବେ ଝାଡ଼ଖଣ୍ଡରେ ବିବାଦ ସୃଷ୍ଟି ହୋଇଛି। ରାଜ୍ୟର ୪ କଂଗ୍ରେସ ବିଧାୟକ...
କରୋନା ଆକ୍ରାନ୍ତ ଛୋଟପିଲାଙ୍କ ପାଇଁ ମାର୍ଗଦର୍ଶିକା ଜାରି: ରେମଡେସିଭିର ବ୍ୟବହାର ମନା…
ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା...
ଦେଶର ସମସ୍ତଙ୍କୁ ମାଗଣା ଟିକା
ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ସୋମବାର ଏକ ବଡ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଦେଶର ୧୮ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତ ନାଗରିକଙ୍କୁ...
ଆଜି ଭାଜପାରେ ଯୋଗ ଦେବେ ଜଣେ ବଡ ନେତା
ନୂଆଦିଲ୍ଲୀ,୯।୬: ବୁଧବାର ନୂଆଦିଲ୍ଲୀ ଭାଜପା କାର୍ଯ୍ୟାଳୟରେ କଂଗ୍ରେସର ଜଣେ ବଡ ନେତା ଭାଜପାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ...
୧୦ ହଜାରରୁ ଅଧିକ ଘର ଉପରେ ଚାଲିବ ବୁଲ୍ଡୋଜର: ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ…
ଚଣ୍ଡିଗଡ଼,୧୭।୬: ହରିୟାଣାର ଫରିଦାବାଦ୍ ଏବଂ ଆରାବଳୀ ଜଙ୍ଗଲ ଅଞ୍ଚଳରେ ଥିବା ୧୦ ହଜାରରୁ ଅଧିକ ଘର ଉପରେ ବୁଲ୍ଡୋଜର ଚଳାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାର ରୋକ...
‘ଯଦି ମହଙ୍ଗା ହେଉଛି ଖାଇବା-ପିଇବା, ପେଟ୍ରୋଲ ପକାଇବା ଛାଡିଦିଅନ୍ତୁ’
ରାୟପୁର,୪।୬: ଛତିଶଗଡର ପୂର୍ବତନ ମନ୍ତ୍ରୀ ବ୍ରିଜମୋହନ ଅଗ୍ରୱାଲଙ୍କ ଅଜବ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ କହିଛନ୍ତି ଯେ, ଯେଉଁମାନେ ମହଙ୍ଗା ବଢିଯାଇଛି ବୋଲି କହୁଛନ୍ତି,...
ଭାକ୍ସିନ୍ ନେଲେ ହ୍ରାସ ପାଉଛି ପ୍ରଜନନ କ୍ଷମତା, ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କଲା ଖଣ୍ଡନ…
ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...
ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍...


