E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

କୋଭିଡ୍‌ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ
12:01 pmJune 10, 2021

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା। କରୋନା ମହାମାରୀରେ ସଂକ୍ରମିତ ହୋଇ ଲକ୍ଷ ଲକ୍ଷ ଲୋକ ମୃତ୍ୟୁମୁଖରେ ପଡୁଛନ୍ତି। ଅର୍ଥନୈତିକ ଦୃଷ୍ଟିରୁ ହୀନସ୍ତା ହେଉଛନ୍ତି। କେନ୍ଦ୍ର ସରକାରଙ୍କ ଦୂରଦୃଷ୍ଟିର ଅଭାବ ଯୋଗୁ ଏପରି ପରିସ୍ଥିତି ଦେଖାଦେଇଛି ବୋଲି ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। କରୋନାର କ୍ଷତି ଭରଣା ପାଇଁ ଯଦି କେନ୍ଦ୍ର ସରକାର ଆଗରୁ ନିଃଶୁଳ୍କ ଟିକା ଦିଆଯିବା ନିଷ୍ପତ୍ତିି ନେଇଥାନ୍ତେ ଏବଂ ଟିକାର ବ୍ୟବସ୍ଥା କରିଥାନ୍ତେ ତେବେ ଆଜି ଭାରତବର୍ଷରେ ଲକ୍ଷ ଲକ୍ଷ ଲୋକ ମୃତ୍ୟୁମୁଖରେ ପଡ଼ି ନ ଥାନ୍ତେ।
କରୋନା ମହାମାରୀରେ ଆକ୍ରାନ୍ତ ହୋଇ ଲକ୍ଷ ଲକ୍ଷ ଲୋକ ଚାକିରି ହରାଇ ବସିଛନ୍ତି। ଏପରି କି କେତେକ ସ୍ଥାନରେ ପେଟ୍ରୋଲ, ଡିଜେଲ ଲିଟର ପିଛା ୧୦୦ ଟଙ୍କାରୁ ଊର୍ଦ୍ଧ୍ୱ ହେଲାଣି। ଫଳରେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ପାଉଛି। ଲୋକମାନେ ହନ୍ତସନ୍ତ ହେଉଛନ୍ତି। ଏହା ବୋଝ ଉପରେ ନଳିତାବିଡ଼ା ସଦୃଶ ହୋଇଛି। ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଏବଂ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ପ୍ରତ୍ୟାହାର ଦାବିରେ ରାଜ୍ୟର ସମସ୍ତ ପେଟ୍ରୋଲ ଟାଙ୍କି ଆଗରେ କଂଗ୍ରେସ ଦଳ ପକ୍ଷରୁ ଆସନ୍ତା ୧୧ ତାରିଖ ସକାଳ ୭ ଟାରୁ ଦିବା ୧୧ଟା ଯାଏ ୪ ଘଣ୍ଟିଆ ଧାରଣା ସହ ବିକ୍ଷୋଭ କରାଯିବ ବୋଲି ପିସିସି ସଭାପତି କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

୮୮ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ...

ବ୍ରିଟେନରେ ଡେଲ୍ଟା ଭାରିଆଣ୍ଟ ଭୟ

ଲଣ୍ଡନ, ୧୬ା୬: ଭାରତରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନା ଭୂତାଣୁ ଡେଲ୍ଟା ଭାରିଆଣ୍ଟ ଏବେ ଡେଲ୍ଟା ପ୍ଲସ୍‌ର ରୂପ ନେଇଛି। ଏହି ଷ୍ଟ୍ରେନ୍‌ ବ୍ରିଟେନରେ ଆତଙ୍କ...

ଚାଇନାକୁ ଘେରିଲା ଡବ୍ଲ୍ୟୁଏଚ୍‌ଓ: କରୋନା ନମୁନା ନଷ୍ଟ କରୁଥିବା ଅଭିଯୋଗ…

ଜେନେଭା/ବେଜିଂ,୯।୬: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ହରଡ଼ଘଣାରେ ପଡ଼ିଛି। ଏବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ଚାଇନାକୁ ଘେରିଛି। କରୋନା ନମୁନା ସହିତ ଏସମ୍ପର୍କିତ...

୩୦ ଗାଁର ପିଲାଙ୍କ ପାଠପଢାରେ ବାଧକ ସାଜିଛି ନେଟଓ୍ବର୍କ

ଲାଠୋର,୨୪।୬: ବଲାଙ୍ଗୀର ଜିଲା କରୋନା ମହାମାରୀ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସରକାର ଜୁନ ୨୧ତାରିଖରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଅନଲାଇନରେ...

ଦ୍ୱାଦଶ ପରୀକ୍ଷା ବାତିଲ କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧।୬: ଦ୍ୱାଦଶ ବୋର୍ଡ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବୈଠକ ବସିବ। ଏଥିରେ ପରୀକ୍ଷା ହେବ କି...

ବଢୁଛି ଅନ୍‌ଲକ୍‌ ସମ୍ଭାବନା

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ରାଜ୍ୟରେ ତଳମୁହାଁ ହେଉଛି କରୋନା ସଂକ୍ରମଣ। ଅନେକ ଜିଲାରେ ସଂକ୍ରମଣ ହାର କମ୍‌ ରହୁଥିବାରୁ ଆସନ୍ତା ୧୭ତାରିଖ ସକାଳ ୫ଟାରେ ଲକ୍‌ଡାଉନ ଶେଷ...

ବିପଦରେ ଚିଲିକା, ସୌନ୍ଦର୍ଯ୍ୟ କମୁଛି

ଛତ୍ରପୁର,୮।୬(ଡି.ଏନ୍‌.ଏ.): ଚିଲିକାରେ ବେଆଇନ ଚିଙ୍ଗୁଡ଼ି ଘେରି ଓ ଚିଙ୍ଗୁଡ଼ି ଚାଷ ଲାଗି ହ୍ରଦର ସୌନ୍ଦର୍ଯ୍ୟ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଏଥିନେଇ ଏହାକୁ ଉଚ୍ଛେଦ...

ଦିଗ୍‌ବିଜୟ-ପି.ସି ଶର୍ମା ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ

ଭୋପାଳ,୧୧।୬: କଂଗ୍ରେସ ନେତା ଦିଗ୍‌ବିଜୟ ସିଂହ ଓ ପି.ସି ଶର୍ମାଙ୍କ ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ। ସରକାରଙ୍କ ଆଦେଶକୁ ଉଲ୍ଲଂଘନ ଓ ରାଲି ବାହାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ
Next Post Next post:
କ୍ୟାପିଟାଲ ହସ୍ପିଟାଲରେ ପ୍ରତିଷ୍ଠା ହେବ ଏକ୍‌ମୋ ମେଶିନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts