E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ରାଜ୍ୟରେ ଆଜି ୩,୮୦୬ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
8:39 amJune 18, 2021

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୩,୮୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୭୨ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୧୬୩୪ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୧୭ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୯୩ ଜଣ ଚିହ୍ନଟ ହୋଇଛନ୍ତି।
୩,୮୦୬ ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୦ ହଜାର ୪୯୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୨୩ ହଜାର ୫୯୯ ଜଣ ସୁସ୍ଥ ହୋଇସାରିଛନ୍ତି। ୪୩ ହଜାର ୩୩୮ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

Covid-19 Report For 17th June

New Positive Cases: 3806
In quarantine: 2172
Local contacts: 1634

(Details of local contacts will be shared by concerned Dist Administration)

District Wise Cases:

1. Angul: 175
2. Balasore: 220
3. Bargarh: 58
4. Bhadrak: 158
5. Balangir: 28

— I & PR Department, Odisha (@IPR_Odisha) June 18, 2021

6. Boudh: 35
7. Cuttack: 393
8. Deogarh: 30
9. Dhenkanal: 43
10. Gajapati: 45
11. Ganjam: 36
12. Jagatsinghpur: 130
13. Jajpur: 346
14. Jharsuguda: 19
15. Kalahandi: 43
16. Kandhamal: 34
17. Kendrapada: 145
18. Keonjhar: 81
19. Khurda: 617
20. Koraput: 77
21. Malkangiri: 75

— I & PR Department, Odisha (@IPR_Odisha) June 18, 2021

22. Mayurbhanj: 159
23. Nawarangpur: 88
24. Nayagarh: 134
25. Nuapada: 31
26. Puri: 200
27. Rayagada: 111
28. Sambalpur: 45
29. Sonepur: 36
30. Sundargarh: 119
31. State Pool: 95

— I & PR Department, Odisha (@IPR_Odisha) June 18, 2021


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଆବର୍ଜନାକୁ ନେଇ ବଢ଼ୁଛି ଆପତ୍ତି

ଅନୁଗୋଳ ଅଫିସ, ୧୧ା୬ ନୂଆ ଠିକା ସଂସ୍ଥା ସଫେଇ ଦାୟିତ୍ୱ ନେବା ପରେ ଅନୁଗୋଳ ସହରର ଆବର୍ଜନା ସମସ୍ୟା ଦୂର ହୋଇଯିବ ବୋଲି ଅନେକେ ଆଶା...

କମ୍ପାନୀ ନିର୍ଦ୍ଦେଶିକାଙ୍କ ସମେତ ୩ ଗିରଫ

କଟକ ଅଫିସ, ୨୪।୬: ନକଲି କରୋନା ଔଷଧ (ଫାଭିପିରାଭିର) ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ବୁଧବାର ଓଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର...

କିନ୍ନରଙ୍କୁ ମିଳିବ ଓଡ଼ିଶା ପୋଲିସରେ ନିଯୁକ୍ତି

ଭୁବନେଶ୍ୱର,୧୨।୬: ଓଡ଼ିଶା ପୋଲିସରେ ନିଯୁକ୍ତି ପାଇବେ କିନ୍ନର। ଏନେଇ ଡିଜିପି ଅଭୟ ଶନିବାର ସୂଚନା ଦେଇଛନ୍ତି । ୪୭୭ ସବ୍‌ ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞପ୍ତି...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୧୨୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

ମହାକାଶ ଯିବ ଓଡ଼ିଆ ଛାତ୍ରଙ୍କ ପ୍ରକଳ୍ପ

ସୁନାବେଡ଼ା ,୨୦ା୬(ସ୍ବ.ପ୍ର.): ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଆସନ୍ତା ୨୪ ତାରିଖରେ ଏସ୍‌ଆର୍‌-୭ ରକେଟ୍‌ ଉତ୍‌କ୍ଷେପଣ କରାଯିବ। ଉକ୍ତ ମିଶନରେ ବ୍ୟବହୃତ ବିଭିନ୍ନ...

ଜୁନ୍‌ ଶେଷରେ ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଜୁନ୍‌ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏଥିପାଇଁ ଜୋର୍‌ସୋରରେ ମୂଲ୍ୟାୟନ ଚାଲିଛି। ଆସନ୍ତା ୧୭ ତାରିଖରୁ  ନବମ ଓ ଦଶମ ଶ୍ରେଣୀ...

୧୦୫ କୋଟିର ପ୍ରକଳ୍ପ ଅନୁମୋଦିତ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ‘ମୋ ସ୍କୁଲ୍‌ ଅଭିଯାନ’ରେ ୩୪ ହଜାରରୁ ଊର୍ଦ୍ଧ୍ୱ ସ୍କୁଲ୍‌ରେ ୫ ଲକ୍ଷ ୨୪ ହଜାର ପୁରାତନ ଛାତ୍ରୀଛାତ୍ର ସାମିଲ ହୋଇଛନ୍ତି ।...

କରୋନାରେ ଚାଲିଗଲେ କଣ୍ଠଶିଳ୍ପୀ ତପୁ ମିଶ୍ର

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶନିବାର ପରଲୋକ ଘଟିଛି। ତାଙ୍କୁ ୩୬ ବର୍ଷ ବୟସ ହୋଇଥିଲା। ନିକଟରେ ସେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦୁଇଦୁଇ ଥର ମୃତ୍ୟୁକୁ ଅତି ପାଖରୁ ଦେଖିଛନ୍ତି ଏହି ଅଭିନେତ୍ରୀ
Next Post Next post:
ଆଜି ଆଉ ୩୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts