ଭୁବନେଶ୍ୱର, ୫।୬(ବ୍ୟୁରୋ): କୋଭିଡ୍-୧୯ ଟିକା କ୍ରୟ କରି ରାଜ୍ୟକୁ ଯୋଗାଇବାକୁ କେନ୍ଦ୍ର ସରକାର ଉପରେ ଚାପ ସୃଷ୍ଟି କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହଯୋଗ କାମନା କରିଛନ୍ତି। ନବୀନଙ୍କ ଏହି ଉଦ୍ୟମକୁ କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ସମର୍ଥନ ଜଣାଇଛନ୍ତି। ନବୀନ ଜୁନ୍ ୨ ତାରିଖରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଏ ନେଇ ଚିଠି ଲେଖିଥିଲେ। ଏପରି କି ୬ ଜଣ ମୁଖ୍ୟମନ୍ତ୍ରୀଙ୍କ ସହ ମଧ୍ୟ କଥା ହୋଇଥିଲେ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ପୂର୍ବରୁ ନବୀନଙ୍କ ପ୍ରସ୍ତାବକୁ ସମର୍ଥନ କରିଛନ୍ତି। ଗ୍ଲୋବାଲ ଇ-ଟେଣ୍ଡର ଜରିଆରେ ଟିକା ପାଇବା ଆଶା କମ୍ ଥିବାରୁ କେନ୍ଦ୍ର ସରକାର ଟିକା କ୍ରୟ କରି ସମସ୍ତ ରାଜ୍ୟକୁ ଯୋଗାଇବାକୁ ଦାବି କରିଛନ୍ତି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
‘ଆମ ପାଇଁ ୪ରୁ ୬ ସପ୍ତାହ ଗୁରୁତ୍ୱପୂର୍ଣ୍ଣ’
ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଏବେ ‘ଡେଲ୍ଟା ପ୍ଲସ୍’ ଭାରିଆଣ୍ଟକୁ ନେଇ ଚିନ୍ତା ବଢ଼ିଲାଣି। ଓଡ଼ିଶାରେ ଏ ପର୍ଯ୍ୟନ୍ତ କୌଣସି ଡେଲ୍ଟା ପ୍ଳସ୍...
ଓଡ଼ିଶା ଛୁଇଁଲା ମୌସୁମୀ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୪୮ଘଣ୍ଟା ମଧ୍ୟରେ...
୮୮ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ...
୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…
କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍ ୮୮୭...
ଆସନ୍ତାକାଲି ମାଟ୍ରିକ ରେଜଲ୍ଟ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସିଖବର। ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳାଫଳ। ଷ୍ଟେଟ ଓପନ ସ୍କୁଲ ଓ...
ଏଥର ଛେରାପହଁରା କରିବେନି ଗଜପତି ମହାରାଜା
ପୁରୀ ଅଫିସ,୨୩।୬: ରାତି ପାହିଲେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ହେଲେ ମହାପ୍ରଭୁଙ୍କ ଏହି ସ୍ନାନଯାତ୍ରାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବେନି। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ...
ଗତ ୨୪ ଘଣ୍ଟାରେ ୭୪ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ
ଚଣ୍ଡିଗଡ଼,୪।୬: ହରିଆଣାରେ ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪ ନୂଆ ବ୍ଲାକ୍ ଫଙ୍ଗସ୍...
ବେଦାନ୍ତର ଅସୁରକ୍ଷିତ ଓସ୍ତପାଳ ଖଣି: ଡିଜିଏମ୍ଏସ୍ର ତଦନ୍ତ ଆରମ୍ଭ
ଯାଜପୁର ଅଫିସ, ୧୮ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ କମ୍ପାନୀ ଦ୍ୱାରା ଗତ ପ୍ରାୟ ୬ ମାସ ହେବ କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ୍...


