ଜି.ଉଦୟଗିରି,୧୧ା୬: କରୋନା ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲା ଜି.ଉଦୟଗିର ପ୍ରଶାସନ ପକ୍ଷରୁ ଗତ ସପ୍ତାହରେ ବ୍ୟବସାୟୀମାନଙ୍କୁ କୋଭିଡ୍ ପରୀକ୍ଷା କରିବାକୁ ବାରମ୍ବାର କୁହାଯାଇଛି। ହେଲେ ଏବେ ବି ବହୁ ବ୍ୟବସାୟୀ କୋଭିଡ୍ ପରୀକ୍ଷା କରିନାହାଁନ୍ତି। ଫଳରେ ସହରରେ ଦିନକୁ ଦିନ ସଂକ୍ରମଣ ବଢୁଥିବା ବେଳେ ୬ ଜଣଙ୍କ ମୃତ୍ୟୁ ହେଲାଣି। ତେଣୁ ଯେଉଁ ବ୍ୟବସାୟୀମାନେ କୋଭିଡ୍ ପରୀକ୍ଷା କରିନାହାନ୍ତି ତୁରନ୍ତ ପରୀକ୍ଷା କରିବାକୁ ଏନ୍ଏସି ପକ୍ଷରୁ କୁହାଯାଇଛି। ଏହାର ଅବମାନନା କଲେ କୋଭିଡ ନିୟମ ଅନୁଯାୟୀ ଦୋକାନ ବନ୍ଦ କରାଯିବ ବୋଲି ଏନ୍ଏସି ପକ୍ଷରୁ ଶୁକ୍ରବାର ଏକ ଗାଇଡଲାଇନ୍ ଜାରି ହୋଇଛି। ଏହା ସହିତ ଏକ ନିର୍ଦ୍ଦିଷ୍ଟ ବସ୍ତ୍ରାଳୟ କିମ୍ବା ତାଙ୍କ ଘରୁ ସାବିତ୍ରୀ ବ୍ରତ କିମ୍ବା ରଜ ପାଇଁ ଶାଢୀ କିଣିଥିବା ଲୋକମାନେ ମଧ୍ୟ କୋଭିଡ୍ ପରୀକ୍ଷା କରାଇନେବା ପାଇଁ ଅନୁରୋଧ କରାଯାଇଛି।
Posted inଆମ ଜିଲା ଖବର, କନ୍ଧମାଳ, ରାଜ୍ୟ View All
କାଲିମେଳାରେ ଡିଜେଲ ୧୦୦ ଟଙ୍କା ଟପିଲା
ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୬: ଦିନକର ବିରତି ପରେ ପୁଣି ଥରେ ତୈଳ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍...
ବୃଦ୍ଧଙ୍କୁ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ
ମାହାଙ୍ଗା,୧୨ା୬(ସ୍ବ.ପ୍ର.): ଜଣେ ବୃଦ୍ଧ ଛେଳି ମାରି ଦେଇଥିବା ଅଭିଯୋଗରେ ଗ୍ରାମର କେତେଜଣ ଲୋକ ତାଙ୍କୁ ଏକ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ କରିଥିବାର ଏକ...
୩୦ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ କାମ ଆରମ୍ଭ
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସ ଜରିଆରେ ରାଜ୍ୟର ଆଉ ୭ଟି ଜିଲାରେ ଲିକ୍ୟୁଡ୍ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ...
ପାଣି ପିଇ ହେଉନି, ଖାଦ୍ୟ ରୁଚୁନି: ଲୁଣିପାଣି କବଳରେ ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳ
ଯାଜପୁର ଅଫିସ/ବରୀ(ଡି.ଏନ.ଏ.),୬।୬: ଯାଜପୁର ଜିଲା ବରୀ ବ୍ଲକର ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳରେ ମାଟି ଅଳ୍ପ ଖୋଳିଲେ ବାହାରୁଛି ଲୁଣି ପାଣି। ସେହି ପାଣି...
ଦିନକୁ ଦିନ ବଢ଼ୁଛି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୨ ଜୀବନ
ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...
ନଷ୍ଟ ହେଉଛି ୫.୪୪ କୋଟିର ଟସର
ବାରିପଦା ଅଫିସ, ୨୨।୬-ମହାମାରୀ କରୋନା ଯୋଗୁ କିଣା ବିକା ହୋଇ ନ ପାରି ମୟୂରଭଞ୍ଜ ଜିଲାର ୨୧ ୟୁନିଟରେ ୫କୋଟି ୪୪ଲକ୍ଷ ଟଙ୍କାର ଟସର ପଡ଼ିରହିଛି...
ନିଉତା ବାଣ୍ଟିଲେ ହନୁମାନ
ସମ୍ବଲପୁର,୧୪ା୬(ବ୍ୟୁରୋ): ମାତା ପାର୍ବତୀ ଓ ଦେବଦେବ ମହାଦେବଙ୍କ ଲୌକିକ ବିବାହରେ ସାମିଲ ହେବାକୁ ସୋମବାର ହନୁମାନ ନିଉତା (ଗୁଆଗୁଣ୍ଡା) ବିଧି ସମ୍ପନ୍ନ ହୋଇଛି। ପରମ୍ପରା ଅନୁସାରେ...
କୃଷି ଯନ୍ତ୍ରପାତି ବିକ୍ରି ଆଳରେ ୩.୫କୋଟି ରିହାତି ହଡ଼ପ
ବରଗଡ଼ ଅଫିସ୍,୨୩।୬: କୃଷି ଯନ୍ତ୍ରପାତି ବିକ୍ରି ଆଳରେ ରିହାତି ତୋଷରପାତ ଭଳି ଏକ ବଡ଼ ଧରଣର ଅନିୟମିତତା କ୍ରାଇମବ୍ରାଞ୍ଚ ଆର୍ଥିକ ଅପରାଧ ଶାଖା ହାତରେ ଲାଗିଛି।...


