E-Paper
  • logo
  • Wednesday 1st April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ନିର୍ବାଚନ ଢାଞ୍ଚାରେ ହେବ କୋଭିଡ୍‌ ଟିକାକରଣ: ବୟସ୍କ, ଦିବ୍ୟାଙ୍ଗ ପାଇଁ ଗାଡ଼ି ସୁବିଧା
2:19 pmJune 4, 2021

ଛତ୍ରପୁର,୪।୬(ଡି.ଏନ୍‌.ଏ.): କରୋନାର ଦ୍ବିତୀୟ ଲହର ପ୍ରତିହତ କରିବା ନିମନ୍ତେ ଟିକାକରଣ ଏକାନ୍ତ ଅପରିହାର୍ଯ୍ୟ। ମୋବାଇଲ ଟିମ୍‌ ଗଠନ କରି ଦୁର୍ଗମ ପାହାଡ଼ିଆ ଅଞ୍ଚଳ, ସହରାଞ୍ଚଳ ଓ ଗ୍ରାମାଞ୍ଚଳର ୪୫ ବର୍ଷରୁ ଊଦ୍ଧର୍‌ବ ବୁଲା ବିକାଳୀ, ପରିବା ବିକ୍ରେତା,ସେଲୁନ ବାଲା, ତେଜରାତି ଦୋକାନୀ, ଗ୍ୟାରେଜରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କୁ ଚିହ୍ନଟ କରି ଟିକାକରଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମସ୍ତ ବିଡିଓ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀମାନଙ୍କୁ ଭିଡିଓ କନଫରେନ୍ସିଂ ଜରିଆରେ ନିର୍ଦ୍ଦେଶ ଦେଇଛନ୍ତି। ଜିଲାର ଜନଗହଳି ପୂର୍ଣ୍ଣ ଅଞ୍ଚଳ, ଛକଜାଗା, ଜନବସତି ଅଞ୍ଚଳ, ଦୂର୍ଗମ ଅଞ୍ଚଳରେ ନିିର୍ବାଚନ ଢାଞ୍ଚାରେ ଟିକାକରଣ କେନ୍ଦ୍ର କରି ଜନ ସାଧାରଣଙ୍କୁ ଟିକାକରଣ କରାଇବେ। ଗ୍ରାମାଞ୍ଚଳଗୁଡିକରେ ସ୍ଥାନୀୟ ସରପଞ୍ଚ ଓ ସହରାଞ୍ଚଳରେ କାଉନସିଲ୍‌ରମାନଙ୍କ ସହ ମିଶି ଟିକା ନେବାକୁ ଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରି ଦିନକ ପୂର୍ବରୁ ଚିରୁକୁଟି ଦେବାପାଇଁ ଜିଲାପାଳ କହିଥିଲେ। ବୃଦ୍ଧ, ବୃଦ୍ଧା ଓ ଦିବ୍ୟାଙ୍ଗ ବ୍ୟକ୍ତି ବିଶେଷଙ୍କୁ ଗାଡିରେ ଆଣି ଟିକାକରଣ କରାଇବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ଅନ୍‌ଲାଇନ୍‌ ଓ ଅଫ୍‌ଲାଇନରେ ରେଜିଷ୍ଟେଶନ କରିଥିବା ବ୍ୟକ୍ତି ବିଶେଷଙ୍କୁ ମଧ୍ୟ ଟିକା ଦିଆଯିବ। ଟିକାକରଣ କାର୍ଯ୍ୟ ଜିଲାରେ ଯେପରି ଶତପ୍ରତିଶତ ସଫଳତା ହାସଲ କରିବ ସେଥିପ୍ରତି ସମସ୍ତ ଅଧିକାରୀ, କର୍ମଚାରୀମାନେ ତତ୍ପରତା ଦେଖାଇବାକୁ ଜିଲାପାଳ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ଇ-ବର୍ଜ୍ୟବସ୍ତୁରେ ସୁଉଚ୍ଚ ରୋବଟ

ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ୍‌, ୬।୬ରାଜ୍ୟର ବିଭିନ୍ନ ସହରରେ ଇ-ବର୍ଜ୍ୟବସ୍ତୁର ବୋଝ ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ଆଇଟିଆଇର ଦକ୍ଷ ପ୍ରଫେଶନାଲ ଏନେଇ ଉଦ୍‌ବେଗ ପ୍ରକାଶ କରିବା...

ବିନା ଭକ୍ତରେ ହୋଇପାରେ ସ୍ନାନଯାତ୍ରା

ପୁରୀ ଅଫିସ, ୧ା୬: କୋଭିଡ୍‌ କଟକଣା ମଧ୍ୟରେ ବିନା ଭକ୍ତରେ ଚଳିତ ବର୍ଷର ସ୍ନାନଯାତ୍ରା ହୋଇପାରେ। ତେବେ ଏ ନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇନାହିଁ।...

ବେଦାନ୍ତ ପାଉଁଶ ଡମ୍ପିଂ ବିରୋଧରେ ମହିଳା ଏକାଠି

ଝାରସୁଗୁଡ଼ା ଅଫିସ,୧୬ା୬: ଝାରସୁଗୁଡ଼ା ଭୁର୍କାମୁଣ୍ଡାଠାରେ ଥିବା ବେଦାନ୍ତ କମ୍ପାନୀର ପାଉଁଶ ଡମ୍ପିଂ ଜିଲାବାସୀଙ୍କୁ ଅତିଷ୍ଠ କରିଛି। ପରିସ୍ଥିତି ଏପରି ହୋଇଛି ଯେ ଏହା ବିରୋଧରେ ଝାରସୁଗୁଡ଼ା...

ଟିକା ନେବାକୁ ଡରୁଛନ୍ତି ଲୋକେ

ବୁଗୁଡ଼ା,୧୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତରେ ଟିକା ନେବାକୁ ଲୋକେ ଡରୁଛନ୍ତି l ଏହି ପଞ୍ଚାୟତର ଦୁଇଟି ଆଦିବାସୀ ଗ୍ରାମ ମରେଇପଲ୍ଲୀ...

ସମ୍ପତି ଲାଗି ଛୁରାମାଡ଼, ବାପା ପୁଅ ଗୁରୁତର

ପୁରୁଷୋତ୍ତମପୁର,୧୧ା୬: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ଶୁକ୍ରବାର ପୈତୃକ ସମ୍ପତିକୁ ନେଇ ୨ ଭାଇଙ୍କ ମଧ୍ୟରେ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି।...

କିସ୍ତି ଶୁଝିବା ଚିନ୍ତାରେ ଋଣଗ୍ରହୀତା

ପୁରୀ ଅଫିସ,୧ା୬: କିସ୍ତି ଟଙ୍କା ଦେବା ପାଇଁ ଋଣ ଗ୍ରହୀତାମାନେ ଚାପରେ ପଡ଼ି ନୟାନ୍ତ ହେଲେଣି। ଋଣ ଆଦାୟ ପାଇଁ କ୍ଷୁଦ୍ର ଅର୍ଥଲଗାଣକାରୀ ସଂସ୍ଥା ଓ...

୬ ହାର୍ଡକୋର ମାଓବାଦୀ ମୃତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲା କାୟାଉର ଥାନା ଅନ୍ତର୍ଗତ ମେଟା ଜଙ୍ଗଲରେ ବୁଧବାର ଭୋର୍‌ରୁ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ...

ଲକ୍‌ଡାଉନ୍‌ରେ ବଢ଼ିଛି ମାଦକଦ୍ରବ୍ୟ କାରବାର

ଜଗତ୍‌ସିଂହପୁର ଅଫିସ,୧୪ା୬: କରୋନା ଭୂତାଣୁ (କୋଭିଡ୍‌-୧୯)ର ବ୍ୟାପକ ସଂକ୍ରମଣ ଯୋଗୁ ସାରା ରାଜ୍ୟ ସମେତ ଜଗତ୍‌ସିଂହପୁର ଜିଲାରେ ଲକ୍‌ଡାଉନ ନିୟମ କାର୍ଯ୍ୟକାରୀ ହୋଇଛି। ଏଥିଯୋଗୁ ଅତ୍ୟାବଶ୍ୟକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରେଡ ଜୋନ୍‌ରେ ଗଞ୍ଜାମର ୨୮୮ ଗାଁ: ୨୧.୭୮ ଲକ୍ଷ ଲୋକଙ୍କ ହେଲାଣି ଥର୍ମାଲ ସ୍କ୍ରିନିଂ
Next Post Next post:
ସ୍ବାମୀ ଅନିଲ ଅମ୍ବାନୀଙ୍କୁ ଜନ୍ମଦିନରେ ଏମିତି ହୃଦୟସ୍ପର୍ଶୀ ବାର୍ତ୍ତା ଲେଖିଲେ ଟିନା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts