E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

କୋଭିଡ ନିୟମ କଡାକଡି ପାଳନ ନିର୍ଦ୍ଦେଶ: ଚାଲିଚାଲି ଯାଇ ସ୍ଥିତି ପରଖିଲେ ଜିଲାପାଳ
4:35 pmJune 17, 2021

ଛତ୍ରପୁର,୧୭।୬(ଡି.ଏନ୍‌.ଏ.): କରୋନା ମହାମାରୀ ନେଇ ଲକ୍‌ଡାଉନ୍‌ ଉଠି ନ ଥିବା ବେଳେ କଟକଣା କୋହଳ ହୋଇଛି। ଏଣୁ ସମସ୍ତେ କୋଭିଡ ନିୟମ ମାନିବାକୁ ବାଧ୍ୟତାମୂଳକ ଏହାକୁ କଡାକଡି ଭାବେ ଏନ୍‌ଫୋର୍ସମେଣ୍ଟ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର କୋଭିଡ ସ୍ଥିତି ଓ ଏହାର ମୁକାବିଲା ନେଇ ଜିଲାପାଳ ଏକ ବୈଠକ କରିଥିଲେ। ପରେ ଜିଲାପାଳ ନିଜେ ଚାଲିଚାଲି ଯାଇ ଛତ୍ରପୁର ସହରରେ ସ୍ଥିତି ପରଖିଛନ୍ତି। ଏନ୍‌ଏସି ନିର୍ବାହୀଅଧିକାରୀ ଏନ୍‌ ଗଣେଶବାବୁଙ୍କ ଉପସ୍ଥିତିରେ ଦୋକାନୀ ମାନେ ପଞ୍ଚସୂତ୍ରୀ ନିୟମକୁ ମାନିବା ସହ ଅଯଥାରେ ମାର୍କେଟକୁ ନଯିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ବାଲେଶ୍ୱରର ଜଣେ ବରିଷ୍ଠ ଶିକ୍ଷାବିତଙ୍କ ପରଲୋକ

ବାଲେଶ୍ବର ଅଫିସ,୧୭।୭: ବାଲେଶର ଜିଲାର ଜଣେ ବରିଷ୍ଠ ଶିକ୍ଷାବିତ ଓ ସତ୍ୟସାଇ ଇଞ୍ଜିନିୟରିଂ କଲେଜର ପରିଚାଳନା ନିର୍ଦ୍ଦେଶକ ତଥା ଯୁବ ନେତା ବେଣୁମାଧବ ପଣ୍ଡାଙ୍କ ପରଲୋକ...

ପ୍ରସ୍ତାବ ମାତ୍ରେ ଅଣଦେଖା

ଯାଜପୁର ଅଫିସ,୭ା୬: ଯାଜପୁର ଜିଲାରେ ପ୍ରାୟ ପ୍ରତିବର୍ଷ ବନ୍ୟା ବିଭୀଷିକା ଦେଖିବାକୁ ମିଳୁଛି। ବିପୁଳ ପରିମାଣର ଚାଷଜମି ପ୍ରଭାବିତ ହେବାଯୋଗୁ ଚାଷୀମାନେ ବିପୁଳ କ୍ଷତି ସହୁଛନ୍ତି।...

ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷା ଉପେକ୍ଷିତ: ଅଧିସୂଚନାରେ ଉଦ୍ୟମ ସୀମିତ

ଯାଜପୁର ଅଫିସ,୨୮ା୬: ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟର କାର୍ଯ୍ୟ ଓଡ଼ିଆ ଭାଷାରେ କରିବା ପାଇଁ ଉଦ୍ୟମ କରାଯିବ। ଏନେଇ ୨୨ା୯ା୨୦୧୬ରେ ଓଡ଼ିଶା ସରକାରୀ ଭାଷା ସଂଶୋଧିତ...

ଆଜିଠୁ ଅଲାରନାଥଙ୍କ ଅନବସର ଦର୍ଶନ

ବ୍ରହ୍ମଗିରି,୨୫।୬(ଡି.ଏନ୍‌.ଏ.): ସ୍ନାନପୂର୍ଣ୍ଣିମାରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ କରି ଅଣସର ପିଣ୍ଡିରେ ବିଜେ କରିଛନ୍ତି। ଏହି ଅବସରରେ ଶୁକ୍ରବାରଠାରୁ ବ୍ରହ୍ମଗିରିସ୍ଥିତ ଅଲାରନାଥଙ୍କ ପୀଠରେ ଅନବସର ଦର୍ଶନ ଆରମ୍ଭ ହେବ।...

ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଝାରସୁଗୁଡ଼ା ଅଫିସ,୧୨।୬: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିିଛି। ମୃତକ...

ଅଣ୍ଡାକୁ ଶତ୍ରୁ କବଳରୁ ଜଗିଛି ମା’ କୁମ୍ଭୀର

ମହାକାଳପଡ଼ା,୧୪ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ନଦୀ ଓ ଯୋର ଆଦି ସ୍ଥାନରେ କୁମ୍ଭୀରଙ୍କ ଚଳପ୍ରଚଳ ଦେଖିବାକୁ ମିଳିଥାଏ। ବିଶେଷକରି ଉପକୂଳ ଅଞ୍ଚଳର...

ଘରେ ଶୋଇଥିବାବେଳେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ ରାତିରେ କଳକନା ବୁଲାଇଛନ୍ତି ଦୁର୍ବୃତ୍ତ ।...

ଅଙ୍ଗ ନଦୀରେ ପୋଲ ନିର୍ମାଣ କରିବାକୁ ସରକାରଙ୍କ ଘୋଷଣା

ବରଗଡ଼ ଅଫିସ,୧୮।୬: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଲଖମରା ଏବଂ ଚର୍ଦାପାଲି ଗ୍ରାମ ଦେଇ ପ୍ରବାହିତ ଅଙ୍ଗନଦୀ ଉପରେ ପୋଲ ନିର୍ମାଣ ପାଇଁ ରାଜ୍ୟ ସରକାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ଗଞ୍ଜାମରୁ ୩ ଜୀବନ ନେଲା
Next Post Next post:
ଦମ୍ପତିଙ୍କୁ ନିଶା ସ୍ପ୍ରେ ଘରୁ ନେଇଗଲେ ଲକ୍ଷାଧିକ ଟଙ୍କା, ଆଉ ତା ପରେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts