E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଟିକା ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ
10:36 pmJune 8, 2021

ନୂଆଦିଲ୍ଲୀ,୮।୬: କୋଭିଡ୍‌ ଟିକାକରଣ ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ, ତା’ର ମୂଲ୍ୟ ମଙ୍ଗଳବାର ନିର୍ଦ୍ଧାରିତ କରିଛନ୍ତି କେନ୍ଦ୍ର ସରକାର। ଏହା ଅନୁଯାୟୀ, କୋଭିଶିଲ୍ଡ ଲାଗି ୭୮୦, କୋଭାକ୍ସିନ ପାଇଁ ୧,୪୧୦ ଏବଂ ରୁଷିଆ ଟିକା ସ୍ପୁଟନିକ ଭି’ ନିମନ୍ତେ ୧,୧୪୫ ଟଙ୍କା ଚାର୍ଜ କରିପାରିବେ। ଏଥିରେ ଟ୍ୟାକ୍ସ ଓ ସର୍ଭିସ ଚାର୍ଜ ବାବଦକୁ ୧୫୦ ଟଙ୍କା ସାମିଲ ରହିଛି।

୧୫୦ ଟଙ୍କାରୁ ଅଧିକ ସର୍ଭିସ ଚାର୍ଜ ଲାଗି ଅନୁମତି ନ ଦେବା ଲାଗି ରାଜ୍ୟ ସରକାରଙ୍କୁ କହିଛନ୍ତି କେନ୍ଦ୍ର ସରକାର। ଏହା ଉପରେ ରାଜ୍ୟ ସରକାର ତୀକ୍ଷ୍ଣ ନଜର ରଖିବେ। କୌଣସି ହସ୍ପିଟାଲ ଏହା ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି।

ସରକାରଙ୍କ ଦ୍ୱାରା ପରିଚାଳିତ ହସ୍ପିଟାଲରେ ଯୋଗ୍ୟ ବୟସ ବର୍ଗଙ୍କୁ ମାଗଣାରେ ଟିକା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ରବିବାର ଘୋଷଣା କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଭାରତ ଫେରିବେନି କେରଳର ୪ ମହିଳା ଆଇଏସ୍‌ ଆତଙ୍କବାଦୀ…

ନୂଆଦିଲ୍ଲୀ,୧୨।୬: ଆଫଗାନିସ୍ତାନର ଜେଲ୍‌ରେ ଥିବା କେରଳର ୪ ମହିଳା ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌) ଆତଙ୍କବାଦୀଙ୍କୁ ଭାରତ ଫେରାଇ ଆଣାଯିବ ନାହିଁ। ଏହି ମହିଳା ଆତଙ୍କବାଦୀମାନେ ଆଫଗାନିସ୍ତାନର ଜେଲରେ...

୬୯ ବର୍ଷ ପରେ ଫେରୁଛି ଦ୍ରୁତତମ ଚିତା

ନୂଆଦିଲ୍ଲୀ, ୧୦ା୬: ଭାରତରେ ପୁଣି ଦେଖିବାକୁ ମିଳିବ ବିଶ୍ୱର ଦ୍ରୁତତମ ଚିତା। ଏହି ବନ୍ୟପ୍ରାଣୀର ସଂରକ୍ଷଣ ପାଇଁ ଦକ୍ଷିଣ ଆଫ୍ରିକାରୁ ୮ ଚିତା ଭାରତକୁ ଅଣାଯିବ।...

ବିଏସ୍‌ପିର ୯ ବିଦ୍ରୋହୀ ବିଧାୟକ ଏସ୍‌ପିରେ ହୋଇପାରନ୍ତି ସାମିଲ

ଲକ୍ଷ୍ନୌ,୧୫।୬: ଉତ୍ତରପ୍ରଦେଶରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେଠାରୁ ରାଜନୈତିକ ସରଗରମ ଦେଖାଦେଇଛି। ବିଭିନ୍ନ ରାଜନୈତିକ ଦଳ ପରସ୍ପର ଉପରେ...

୨ ପ୍ରକାର ଭାକ୍ସିନ୍‌ ନେଲେ ବଢ଼ିବ ପ୍ରତିରୋଧକ ଶକ୍ତି, ଅଧିକ ପରୀକ୍ଷା ନିରୀକ୍ଷା ଆବଶ୍ୟକ…

ନୂଆଦିଲ୍ଲୀ,୨୬।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ କରାଯାଉଛି। ଏପରିସ୍ଥଳେ ଏମ୍ସ୍‌ ପକ୍ଷରୁ...

ବଡ଼ ଅଘଟଣ: ପ୍ରବଳ ବର୍ଷାରେ ୪ ଭାସିଗଲେ

ଭୋପାଳ,୧୨ା୬: ମଧ୍ୟପ୍ରଦେଶରେ ପ୍ରଥମ ମୌସୁମୀ ପହଞ୍ଚିସାରିଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିଲା। ସିଙ୍ଗ୍ରାଉଲି ଜିଲାର ଏକ ଗାଁରେ ପ୍ରବଳ ବର୍ଷା ମଧ୍ୟରେ ଡ୍ରେନ ପାର୍‌...

ନୂଆ ଭାରିଆଣ୍ଟ୍‌ ଦ୍ୱାରା ୩ ପ୍ରତିଶତ ଶିଶୁ ହେବେ ଗୁରୁତର: ନୀତି ଆୟୋଗ…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ନୀତି ଆୟୋଗ ପକ୍ଷରୁ କୁହାଯାଇଛି ଯେ, କରୋନା ମହାମାରୀ...

ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ଶୁକ୍ରବାର...

ମହିଳାଙ୍କୁ ଧରା ପକାଇ ଦେଲା ସିସିଟିଭି

ନୂଆଦିଲ୍ଲୀ,୧୬।୬: ଜଣେ ମହିଳାଙ୍କୁ ଆକ୍ରମଣ କରି ମୋବାଇଲ ଛଡ଼ାଇବା ନେବା ଘଟଣାରେ ଦିଲ୍ଲୀ ପୋଲିସ ଜଣେ ମହିଳାଙ୍କୁ ଗିରଫ କରିଛି। ସିସିଟିଭି ଆଧାରରେ ଅଭିଯୁକ୍ତା ଜ୍ୟୋତିଙ୍କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କ୍ୟାମେରା ଆଗରେ ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଚାପୁଡ଼ା
Next Post Next post:
୨ଟି ବଲ୍‌ରୁ ବିସ୍ଫୋରକ ୨୧ ରନ୍‌ କରିଥିଲେ ସେହ୍ବାଗ:ଜାଣନ୍ତୁ କେମିତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts