Categories: ଜାତୀୟ

ଟିକା ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ

ନୂଆଦିଲ୍ଲୀ,୮।୬: କୋଭିଡ୍‌ ଟିକାକରଣ ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ, ତା’ର ମୂଲ୍ୟ ମଙ୍ଗଳବାର ନିର୍ଦ୍ଧାରିତ କରିଛନ୍ତି କେନ୍ଦ୍ର ସରକାର। ଏହା ଅନୁଯାୟୀ, କୋଭିଶିଲ୍ଡ ଲାଗି ୭୮୦, କୋଭାକ୍ସିନ ପାଇଁ ୧,୪୧୦ ଏବଂ ରୁଷିଆ ଟିକା ସ୍ପୁଟନିକ ଭି’ ନିମନ୍ତେ ୧,୧୪୫ ଟଙ୍କା ଚାର୍ଜ କରିପାରିବେ। ଏଥିରେ ଟ୍ୟାକ୍ସ ଓ ସର୍ଭିସ ଚାର୍ଜ ବାବଦକୁ ୧୫୦ ଟଙ୍କା ସାମିଲ ରହିଛି।

୧୫୦ ଟଙ୍କାରୁ ଅଧିକ ସର୍ଭିସ ଚାର୍ଜ ଲାଗି ଅନୁମତି ନ ଦେବା ଲାଗି ରାଜ୍ୟ ସରକାରଙ୍କୁ କହିଛନ୍ତି କେନ୍ଦ୍ର ସରକାର। ଏହା ଉପରେ ରାଜ୍ୟ ସରକାର ତୀକ୍ଷ୍ଣ ନଜର ରଖିବେ। କୌଣସି ହସ୍ପିଟାଲ ଏହା ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି।

ସରକାରଙ୍କ ଦ୍ୱାରା ପରିଚାଳିତ ହସ୍ପିଟାଲରେ ଯୋଗ୍ୟ ବୟସ ବର୍ଗଙ୍କୁ ମାଗଣାରେ ଟିକା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ରବିବାର ଘୋଷଣା କରିଥିଲେ।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

This website uses cookies.