ନୂଆଦିଲ୍ଲୀ,୭।୬: କୋଭାକ୍ସିନ ଅପେକ୍ଷା କୋଭିଶିଲ୍ଡ ଟିକା ଅଧିକ ଆଣ୍ଟିବଡି ସୃଷ୍ଟି କରୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଉପରୋକ୍ତ ଟିକାର ଦୁଇଟି ଡୋଜ୍ ନେଇଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ ଉପରେ କରୋନା ଭାଇରସ୍ ଭାକ୍ସିନ୍ ଇଣ୍ଡ୍ୟୁସ୍ଡ ଆଣ୍ଟିବଡି ଟିଟ୍ରେ (କୋଭାଟ) ପକ୍ଷରୁ ଏହି ଅଧ୍ୟୟନ ହୋଇଥିଲା। କୋଭିଶିଲ୍ଡ ନେଇଥିବା ବ୍ୟକ୍ତିଙ୍କଠାରେ ସେରୋପଜିଟିଭିଟି ହାରଠାରୁ ଆଣ୍ଟି-ସ୍ପାଇକ୍ ଆଣ୍ଟିବଡି ଅଧିକ ରହିଥିଲା। ତେବେ ଉଭୟ ଟିକା ଭଲ କାମ କରୁଥିବା ଅଧ୍ୟୟନରେ କୁହାଯାଇଛି।
ମୁସଲିମ ବୃଦ୍ଧଙ୍କୁ ମାଡ଼: ଅଭିନେତ୍ରୀ ସ୍ବରା, ଟୁଇଟର ଇଣ୍ଡିଆ ମୁଖ୍ୟଙ୍କ ନାମରେ ମାମଲା
ନୂଆଦିଲ୍ଲୀ,୧୭।୬: ଉତ୍ତର ପ୍ରଦେଶର ଗାଜିଆବାଦରେ ମୁସଲିମ ବୃଦ୍ଧଙ୍କୁ ମାଡ଼ ଘଟଣାରେ ବିବାଦୀୟ ଟୁଇଟ୍କୁ ନେଇ ବଲିଉଡ୍ ଅଭିନେତ୍ରୀ ସ୍ବରା ଭାସ୍କର ଓ ଟୁଇଟର ଇଣ୍ଡିଆର ମ୍ୟାନେଜିଂ...
ପ୍ରିୟଙ୍କା-ରାହୁଲଙ୍କ ସହ ହୋଇପାରିଲାନି ସାକ୍ଷାତକାର: ନିରାଶ ହୋଇ ଫେରିଲେ ସଚିନ
ନୂଆଦିଲ୍ଲୀ,୧୬।୬: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ରାନୈତିକ ସଙ୍କଟ ଜାରି ରହିଛି। ଦୁହିଁଙ୍କ ମଧ୍ୟରେ ଥିବା ବିବାଦ ଥମିବାର ନା...
ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ହତ୍ୟା କଲେ ସ୍ତ୍ରୀ
ଗୁରୁଗ୍ରାମ,୨୦।୬: ୩୯ ବର୍ଷୀୟ ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ଛୁରି ଭୁଷି ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଘଟଣା ଗୁରୁଗ୍ରାମର ଜ୍ୟୋତି ପାର୍କ କଲୋନିରେ ଘଟିଥିବା...
ବାୟୋମେଟ୍ରିକ୍ସକୁ ଲକ୍ କରିପାରିବେ କାର୍ଡଧାରୀ
ନୂଆଦିଲ୍ଲୀ, ୧।୬: ଆଧାର ନିୟମାବଳୀରେ କେତେକ ପରିବର୍ତ୍ତନ ହେବାକୁ ଯାଉଛି। ଏଥିପାଇଁ ଭାରତର ବିଶିଷ୍ଟ ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ) ଏକ ଚିଠା ନିୟମାବଳୀ ପ୍ରସ୍ତୁତ କରିଛନ୍ତି।...
ଆଇଟି ନିୟମ ପ୍ରତ୍ୟାହାର କର
ନୂଆଦିଲ୍ଲୀ,୨୦ା୬: ନୂଆ ଆଇଟି ନିୟମ ଆଣି ଟୁଇଟର ଓ ଫେସ୍ବୁକ୍ ଭଳି ସୋସିଆଲ ମିଡିଆ ପ୍ଲାଟ୍ଫର୍ମଗୁଡ଼ିକୁ ନାଲିଆଖି ଦେଖାଉଥିବା କେନ୍ଦ୍ର ସରକାରଙ୍କୁ ଶନିବାର ଜାତିସଂଘରୁ ଶକ୍ତ...
ଭାକ୍ସିନ୍ ନ ନେଇଥିବା ବିଧାୟକଙ୍କୁ ବିଧାନସଭାରେ ପ୍ରବେଶ ମନା…
ପାଟନା,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...
ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍ ଭାରାଆଣ୍ଟ ରୋଗୀ ଚିହ୍ନଟ
ଜୟପୁର,୨୬।୬: କରୋନା ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ମଧ୍ୟରେ ଦେଶର ଅନେକ ରାଜ୍ୟରେ ଏବେ କରୋନାର ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ମାମଲା ସାମ୍ନାକୁ ଆସୁଛି।...
‘ସବୁ ମୋଦି ଚୋର’ ଆପତ୍ତିଜନକ ମନ୍ତବ୍ୟ ମାମଲାର ଶୁଣାଣି, କୋର୍ଟରେ ରାହୁଲ ଗାନ୍ଧୀ…
ସୁରଟ,୨୪।୬: ଗତ ୨୦୧୯ ଲୋକସଭା ନିର୍ବାଚନ ପ୍ରଚାର ସମୟରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ‘ସବୁ ମୋଦି ଚୋର’ ବୋଲି ମନ୍ତବ୍ୟ ଦେଇଥିଲେ। ଗୁଜରାଟ ସୁରଟ...


