ନୂଆଦିଲ୍ଲୀ,୭।୬: କୋଭାକ୍ସିନ ଅପେକ୍ଷା କୋଭିଶିଲ୍ଡ ଟିକା ଅଧିକ ଆଣ୍ଟିବଡି ସୃଷ୍ଟି କରୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଉପରୋକ୍ତ ଟିକାର ଦୁଇଟି ଡୋଜ୍ ନେଇଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ ଉପରେ କରୋନା ଭାଇରସ୍ ଭାକ୍ସିନ୍ ଇଣ୍ଡ୍ୟୁସ୍ଡ ଆଣ୍ଟିବଡି ଟିଟ୍ରେ (କୋଭାଟ) ପକ୍ଷରୁ ଏହି ଅଧ୍ୟୟନ ହୋଇଥିଲା। କୋଭିଶିଲ୍ଡ ନେଇଥିବା ବ୍ୟକ୍ତିଙ୍କଠାରେ ସେରୋପଜିଟିଭିଟି ହାରଠାରୁ ଆଣ୍ଟି-ସ୍ପାଇକ୍ ଆଣ୍ଟିବଡି ଅଧିକ ରହିଥିଲା। ତେବେ ଉଭୟ ଟିକା ଭଲ କାମ କରୁଥିବା ଅଧ୍ୟୟନରେ କୁହାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.