ଜୟପୁର,୧୩।୬: ରାଜସ୍ଥାନ ଭାଜପାରେ ଧୀରେ ଧୀରେ ଫାଟ ବଢ଼ିବାରେ ଲାଗିଛି। ଗତ ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରାରାଜେ ସିନ୍ଧିଆଙ୍କୁ ହଟା ଯାଇଛି। ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଏଭଳି ଘଟିଛି। ଦଳୀୟ ମୁଖ୍ୟାଳୟରେ ଲଗାଯାଇଥିବା ପୋଷ୍ଟରରେ ବସୁନ୍ଧରାଙ୍କ ଫଟୋ ନ ଥିବାରୁ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି ହୋଇଛି। ବସନ୍ଧରା ୨୦୧୩ରୁ ୨୦୧୮ ପର୍ଯ୍ୟନ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ମହଲରେ ଉଷ୍ଣତା ଭରିବାରେ ଲାଗିଛି।
କରୋନାର ଦ୍ୱିତୀୟ ଲହର ନେଇଛି ୫୯୪ଡାକ୍ତରଙ୍କ ଜୀବନ
ନୂଆଦିଲ୍ଲୀ,୨।୬: କରୋନା ମହାମାରୀ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ହେବ ଦେଶରେ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ପୁରା ହଲାଇଦେଇଛି। ଏହି ମହାମାରୀ ଯୋଗୁ ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ...
ଡୋଭାଲଙ୍କ ଟାର୍ଗେଟରେ ପାକିସ୍ତାନର ୨ ଆତଙ୍କବାଦୀ ସଂଗଠନ
ନୂଆଦିଲ୍ଲୀ,୨୪।୬: ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଇବା ଏବଂ ଜୈଶ-ଇ-ମହମ୍ମଦ(ଜେଇଏମ୍) ଉପରେ କାର୍ଯ୍ୟାନୁଷ୍ଠାନ ଲାଗି ସାଙ୍ଘାଇ ସହଯୋଗ ସଂଗଠନ (ଏସ୍ସିଓ) ଯୋଜନା ପ୍ରସ୍ତୁତ କରିବାକୁ ଭାରତର ଜାତୀୟ...
ସାବରମତି ନଦୀରେ କୋଭିଡ-୧୯ ଭାଇରସ୍
ଅହମଦାବାଦ,୧୮।୭: କରୋନା ଭାଇରସ୍ର ଦ୍ୱିତୀୟ ଲହରର ସ୍ଥିତି ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଦେଶରେ କରୋନା ସଙ୍କଟ ଏବେ ବି ଜାରି ରହିଛି।...
ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ଚାଲିଗଲା ମହିଳାଙ୍କ ଜୀବନ
ଲକ୍ଷ୍ନୌ, ୨୬ା୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାନପୁର ଗସ୍ତବେଳେ ଗାଡ଼ି ଚଳାଚଳ ଉପରେ ରୋକ ଲଗାଇ ଦେଇଥିଲା ପୋଲିସ। ଏଥି ଯୋଗୁ ସୃଷ୍ଟି ହୋଇଥିବା ଟ୍ରାଫିକରେ...
ଅମରନାଥ ଯାତ୍ରା ବନ୍ଦ
ନୂଆଦିଲ୍ଲୀ,୨୧।୬: ଜମ୍ମୁ-କଶ୍ମୀର ପ୍ରଶାସନ କରୋନା ସଂକ୍ରମଣ ସ୍ଥିତି ଅନୁଧ୍ୟାନ କରି ଚଳିତ ବର୍ଷ ଅମରନାଥ ଯାତ୍ରାକୁ ସ୍ଥଗିତ କରିଛନ୍ତି। ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ସୋମବାର...
କଂଗ୍ରେସର ବରିଷ୍ଠ ନେତ୍ରୀ ଇନ୍ଦିରାଙ୍କ ପରଲୋକ
ଡେରାଡୁନ୍,୧୩।୬: ଉତ୍ତରାଖଣ୍ଡ କଂଗ୍ରେସର ବରିଷ୍ଠ ନେତା ଇନ୍ଦିରା ହ୍ରିଦୟେଶଙ୍କ ହୃଦଘାତରେ ପରଲୋକ ଘଟିଛି। ରବିବାର ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଦିଲ୍ଲୀର ଏକ ଡାକ୍ତରଖାନାରେ ଭର୍ତ୍ତି...
ଭାରତୀୟ ଆଇନକୁ ପାଳନ କର
ନୂଆଦିଲ୍ଲୀ, ୧୯।୬: ଭାରତୀୟ ଆଇନ ଓ ନିୟମାବଳୀକୁ ଅନୁପାଳନ କରିବା ଲାଗି ସଂସଦୀୟ କମିଟି ଶୁକ୍ରବାର ଟୁଇଟର ଇଣ୍ଡିଆକୁ କଡ଼ା ବାର୍ତ୍ତା ଦେଇଛି। ନୂଆ ଆଇଟି...
ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୬ ହଜାର ଟପିଲା ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...


