କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ ଏବେ ସ୍ଥିତି ବଦଳିବାରେ ଲାଗିଛି। ନେତା ଭାଜପା ଛାଡି ତୃଣମୂଳ କଂଗ୍ରେସ ମୁହାଁ ହେବାରେ ଲାଗିଛନ୍ତିି। ବିରୋଧୀ ଦଳ ନେତା ଭାବେ ଶୁଭେନ୍ଦୁ ଅଧିକାରୀଙ୍କୁ ଗ୍ରହଣ କରିବା ଲାଗି ଭାଜପାର କେତେକ ଅସନ୍ତୁଷ୍ଟ ସଦସ୍ୟ ଅମଙ୍ଗ ହେଉଥିବାରୁ ଦଳରେ ବିବାଦ ବଢ଼ିବାରେ ଲାଗିଛି। ଭାଜପାରେ ରିଭର୍ସ ମାଇଗ୍ରେସନ ରୋକିବା ଶୁଭେନ୍ଦୁଙ୍କ ପାଇଁ ଆହ୍ବାନ ସୃଷ୍ଟି କରିଛି। ସୋମବାର ଶୁଭେନ୍ଦୁଙ୍କ ନେୃତ୍ୱରେ ଭାଜପା ନେତା ରାଜ୍ୟପାଳ ଜଗଦୀପ୍ ଧନଖଣ୍ଡଙ୍କ ସହିତ ସାକ୍ଷାତ୍ କରିବାକୁ ଯାଇଥିଲେ। ରାଜ୍ୟପାଳଙ୍କ ସହିତ ଦଳବଦଳ ବିରୋଧୀ ଆଇନ ଏବଂ ଅନ୍ୟ କିଛି ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ତେବେ ୭୫ ବିଧାୟକଙ୍କ ମଧ୍ୟରୁ ୨୫ ବିଧାୟକ ସାକ୍ଷାତ୍ ସମୟରେ ଅନୁପସ୍ଥିତ ଥିଲେ। ଏହା ଦଳରେ ଜାରି ରହିଥିବା କନ୍ଦଳକୁ ପଦାରେ ପକାଇ ଦେଇଛି। ଏହାଯୋଗୁ ଭାଜପାର ହାଇକମାଣ୍ଡ୍ଙ୍କ ଚିନ୍ତା ମଧ୍ୟ ବଢ଼ିବାରେ ଲାଗିଛି।
ଭାରତ ପାଖରେ କମ୍ ଆଣବିକ ଅସ୍ତ୍ର: ତେବେ ବି ଚାଇନା-ପାକିସ୍ତାନକୁ କଡ଼ା ଜବାବ ଦେବାକୁ ସକ୍ଷମ…
ନୂଆଦିଲ୍ଲୀ,୧୫।୬: ଭାରତ ପାଖରେ ଚାଇନା ଏବଂ ପାକିସ୍ତାନ ତୁଳନାରେ କମ୍ ଆଣବିକ ଅସ୍ତ୍ର ରହିଛି। ତେବେ ବି ଭାରତ ଉଭୟ ଚାଇନା ଏବଂ ପାକିସ୍ତାନକୁ କଡ଼ା...
ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ନେଲା ପ୍ରଥମ ଜୀବନ…
ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ସମ୍ପର୍କରେ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଡେଲ୍ଟା ଭାରିଆଣ୍ଟ୍ର...
ଭାଜପା ସମର୍ଥକଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ଟିଏମ୍ସି
ବୀରଭୂମ୍,୧୯।୬: ପଶ୍ଚିମବଙ୍ଗ ବୀରଭୂମ୍ ଜିଲାର ୩୦୦ ଭାଜପା ସମର୍ଥକ ତୃଣମୂଳ କଂଗ୍ରେସ (ଟିଏମ୍ସି)କୁ ଫେରିଛନ୍ତି। ଦଳକୁ ଫେରିବା ପାଇଁ ସେମାନେ ବୀରଭୂମ୍ସ୍ଥିତ ଟିଏମ୍ସି କାର୍ଯ୍ୟାଳୟ ଆଗରେ...
ପାଣି ପାଇଁ କରୋନା ସଂକ୍ରମଣ ଅବା ମୃତ୍ୟୁକୁ ନାହିଁ ଭୟ…
ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ କରୋନା ଯୋଗୁ ଭୟଙ୍କର ସ୍ଥିତି ଦେଖାଦେଇଛି। ତେବେ...
ଦଳକୁ ଫେରିବାକୁ ଚାହୁଁଛନ୍ତି ଆଉ ଜଣେ ଟିଏମ୍ସି ନେତା
କୋଲକାତା,୬।୬: ପଶ୍ଚିମବଙ୍ଗରେ କିଛି ପୂର୍ବତନ ତୃଣମୂଳ କଂଗ୍ରେସ (ଟିଏମ୍ସି) ବିଧାୟକ ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଥିଲେ। କିନ୍ତୁ ବର୍ତ୍ତମାନ ସେମାନେ ମତ ବଦଳାଇ ପୂର୍ବ...
ଆଜି ଦେଶରେ ୫୧,୬୬୭ କରୋନା ଆକ୍ରାନ୍ତ ଚିହ୍ନଟ, ୧୩୨୯ ମୃତ
ନୂଆଦିଲ୍ଲୀ,୨୫ା୬: ଗତ ୨୪ ଘଣ୍ଟାରେ ଦେଶରୁ ୫୧,୬୬୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬୪,୫୨୭ ଜଣ ରୋଗୀ କରୋନାରୁ ସୁସ୍ଥ ହୋଇଥିବା କେନ୍ଦ୍ର...
ପାନ୍-ଆଧାର ଲିଙ୍କ୍ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି
ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍ ସହ ଆଧାର ଲିଙ୍କ୍ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...
ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ
ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍ରେ କାମ କରି ବେଶ୍ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର...


