E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…
9:54 amJune 15, 2021

କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ ଏବେ ସ୍ଥିତି ବଦଳିବାରେ ଲାଗିଛି। ନେତା ଭାଜପା ଛାଡି ତୃଣମୂଳ କଂଗ୍ରେସ ମୁହାଁ ହେବାରେ ଲାଗିଛନ୍ତିି। ବିରୋଧୀ ଦଳ ନେତା ଭାବେ ଶୁଭେନ୍ଦୁ ଅଧିକାରୀଙ୍କୁ ଗ୍ରହଣ କରିବା ଲାଗି ଭାଜପାର କେତେକ ଅସନ୍ତୁଷ୍ଟ ସଦସ୍ୟ ଅମଙ୍ଗ ହେଉଥିବାରୁ ଦଳରେ ବିବାଦ ବଢ଼ିବାରେ ଲାଗିଛି। ଭାଜପାରେ ରିଭର୍ସ ମାଇଗ୍ରେସନ ରୋକିବା ଶୁଭେନ୍ଦୁଙ୍କ ପାଇଁ ଆହ୍ବାନ ସୃଷ୍ଟି କରିଛି। ସୋମବାର ଶୁଭେନ୍ଦୁଙ୍କ ନେୃତ୍ୱରେ ଭାଜପା ନେତା ରାଜ୍ୟପାଳ ଜଗଦୀପ୍‌ ଧନଖଣ୍ଡଙ୍କ ସହିତ ସାକ୍ଷାତ୍‌ କରିବାକୁ ଯାଇଥିଲେ। ରାଜ୍ୟପାଳଙ୍କ ସହିତ ଦଳବଦଳ ବିରୋଧୀ ଆଇନ ଏବଂ ଅନ୍ୟ କିଛି ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ତେବେ ୭୫ ବିଧାୟକଙ୍କ ମଧ୍ୟରୁ ୨୫ ବିଧାୟକ ସାକ୍ଷାତ୍‌ ସମୟରେ ଅନୁପସ୍ଥିତ ଥିଲେ। ଏହା ଦଳରେ ଜାରି ରହିଥିବା କନ୍ଦଳକୁ ପଦାରେ ପକାଇ ଦେଇଛି। ଏହାଯୋଗୁ ଭାଜପାର ହାଇକମାଣ୍ଡ୍‌ଙ୍କ ଚିନ୍ତା ମଧ୍ୟ ବଢ଼ିବାରେ ଲାଗିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ବୁଡ଼ି ଯାଉଥିଲେ ଯୁବକ, ଉଦ୍ଧାର ପାଇଁ ପାଣିକୁ ଡେଇଁଲେ ଏସ୍‌ଆଇ; ଆଉ ତା’ ପରେ…

ଲକ୍ଷ୍ନୌ,୨୧ା୬: ଉତ୍ତରପ୍ରଦେଶର ସାହସୀ ଏସ୍‌ଆଇ ନିଜ ଜୀବନକୁ ବାଜି ଲଗାଇ ପାଣିରେ ବୁଡ଼ି ଯାଉଥିବା ଜଣେ ଯୁବକଙ୍କ ଜୀବନ ରକ୍ଷା କରିଛନ୍ତି। ଏସ୍‌ଆଇ ବା ସବ୍‌-ଇନ୍ସପେକ୍ଟରଙ୍କ...

ଦିଲ୍ଲୀରେ ଖୋଲିବ ମଲ୍‌, ମାର୍କେଟ

ନୂଆଦିଲ୍ଲୀ, ୧୩।୬: ଦିଲ୍ଳୀରେ କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ସରକାର ଅନ୍‌ଲକ ପ୍ରକ୍ରିୟାକୁ ଆହୁରି କୋହଳ କରିଛନ୍ତି। ସୋମବାରଠାରୁ ମଲ୍‌ ଓ ମାର୍କେଟଗୁଡ଼ିକ ପ୍ରତିଦିନ ଖୋଲିବାକୁ...

ଝାଡ଼ଖଣ୍ଡରେ ଚିହ୍ନଟ ଭାରିଆଣ୍ଟ ଅଧିକ ବିପଜ୍ଜନକ

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ କରୋନା ଭୂତାଣୁର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଚିହ୍ନଟ ହୋଇଛି। ଫଳରେ ଏହି ରାଜ୍ୟରେ ଖୁବ୍‌ଶୀଘ୍ର ସଂକ୍ରମଣର ତୃତୀୟ ଲହର ଆସିବା ସମ୍ଭାବନା ବୃଦ୍ଧି...

୫ ଥର ବିବାହ କରି ବି ୩୨ ଯୁବତୀଙ୍କ ସହ ଚାଲିଥିଲା ଚାଟ୍‌, ଏମିତି ପଡ଼ିଲେ ଧରା, ଆଉ ତା’ ପରେ…

ଲକ୍ଷ୍ନୌ,୧୯ା୬: ଉତ୍ତରପ୍ରଦେଶ କାନପୁରର ଜଣେ ଭଣ୍ଡ ବାବାଙ୍କ କଳାକାରନାମା ଏବେ ପଦାରେ ପଡ଼ିଛି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। କଥିତ ଭଣ୍ଡ ବାବା ସୋସିଆଲ ମିଡିଆ...

ଜୁନ ୭ରୁ ୧୦୦ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ସମସ୍ତ ଘରୋଇ, ସରକାରୀ କାର୍ଯ୍ୟାଳୟ

ଅହମଦାବାଦ, ୪।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଏବେବି ଜାରି ରହିଛି। ହେଲେ ଦୈନିକ ସଂକ୍ରମଣର ପଜିଟିଭ୍‌ ହାର ତଳକୁ ଖସିଛି। ଗତ ୨...

ଟିକା ଯୋଗୁ ଦେଶରେ ଗଲା ପ୍ରଥମ ଜୀବନ

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଜାରି ରହିଛି। ଜାନୁଆରୀ ୧୬ରୁ ଭାରତରେ କରୋନା ଟିକାକରଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ ପ୍ରାୟ ୨୬କୋଟିରୁ...

ଭାଜପା ନେତାଙ୍କ ଝିଅଙ୍କୁ ନିସ୍ତୁକ ମାଡ଼ ପରେ ହତ୍ୟା

ରାଞ୍ଚି, ୯।୬: ଝାଡ଼ଖଣ୍ଡର ପାଲାମୁ ଜିଲାର ଲାଲିମାଟି ଜଙ୍ଗଲରୁ ବୁଧବାର ୧୬ ବର୍ଷୀୟା ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ସ୍ଥାନୀୟ ଭାଜପା ନେତାଙ୍କ ଝିଅ...

ସୋମବାରଠାରୁ ସାବାଳକଙ୍କୁ ମାଗଣା ଟିକା

ନୂଆଦିଲ୍ଲୀ, ୨୦।୬: କେନ୍ଦ୍ର ସରକାରଙ୍କ ନୂଆ ଟିକା ନୀତି ଅନୁଯାୟୀ ସୋମବାରଠାରୁ ୧୮ରୁ ୪୪ ବର୍ଷ ବୟସ ବର୍ଗର ହିତାଧିକାରୀଙ୍କୁ ମାଗଣାରେ କୋଭିଡ୍‌ ଟିକା ଦିଆଯିବ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସାକ୍ଷୀଗୋପାଳ ସ୍ବାସ୍ଥ୍ୟକେନ୍ଦ୍ର ସମସ୍ୟା ସୁଧୁରୁନି
Next Post Next post:
ରାଜପଥରେ ଓଲଟିଲା କାର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts