ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ଶୁଭମାନ ଗିଲ ରାହୁଲ ଦ୍ରାବିଡଙ୍କ କୋଚିଂ ଶୈଳୀକୁ ଏକ ବଡ଼ କଥା କହିଛନ୍ତି। ରାହୁଲ ଦ୍ରାବିଡ ଅନ୍ୟ କୋଚମାନଙ୍କଠାରୁ କିପରି ଭିନ୍ନ ତାହା ଗିଲ ଖୁଲାସା କରିଛନ୍ତି। ଏକ ସାକ୍ଷାତକାରରେ ସେ ପ୍ରକାଶ କରିଛନ୍ତି ଯେ ଦ୍ରାବିଡ ଜଣେ ବ୍ୟାଟ୍ସମ୍ୟାନଙ୍କ କୌଶଳରେ ନୁହେଁ ବରଂ ତାଙ୍କ ମାନସିକତାରେ କାମ କରନ୍ତି। ରାହୁଲ ସାର୍ ଏପରି ଜଣେ ପ୍ରଶିକ୍ଷକ ଯିଏ କୌଣସି ଖେଳାଳିଙ୍କ କୌଶଳ କିମ୍ବା ଖେଳ ପଦ୍ଧତି ବଦଳାଇବାକୁ କୁହନ୍ତି ନାହିଁ। ରାହୁଲ ଦ୍ରାବିଡ଼ ମନକୁ ଶକ୍ତିଶାଳୀ କରିବାକୁ ଚେଷ୍ଟା କରନ୍ତି। ଖେଳ ବିଷୟରେ କିପରି ଚିନ୍ତା କରିବେ ଏବଂ କଠିନ ପରିସ୍ଥିତିରେ କିପରି ଭଲ ଖେଳିବେ ସେ ଆପଣଙ୍କୁ କୁହନ୍ତି।
ଏହା ସହିତ ଗିଲଙ୍କୁ ପ୍ରଶ୍ନ ପଚରାଯାଇଥିଲା ଯେ ଯଦି ତାଙ୍କ ପିତା ଏବଂ ରାହୁଲ ଦ୍ରାବିଡ ତାଙ୍କୁ ପରାମର୍ଶ ଦିଅନ୍ତି, ତେବେ ସେ କାହା କଥା ପ୍ରଥମେ ଶୁଣିବେ? ଏହି ପ୍ରଶ୍ନର ମଧ୍ୟ ଗିଲ ଏକ ଆକର୍ଷଣୀୟ ଉତ୍ତର ଦେଇଥିଲେ। ସେ କହିଥିଲେ, ଏଭଳି ପରିସ୍ଥିତିରେ ମୁଁ କଣ କରିବାକୁ ଚାହୁଁଛି ସେ ବିଷୟରେ ମୋର ହୃଦୟ କଥା ଶୁଣିବି। ମୁଁ ଏହା କରିବା ଉଚିତ କି ନୁହେଁ? କାରଣ ଯେତେବେଳେ ତୁମର ଉଇକେଟ ପଡେ, ତୁମେ ହିଁ ଅଧିକ କଷ୍ଟ ପାଅ।
‘ଭାରତ ଜିତିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍’
ମେଲବୋର୍ନ,୧୬ା୬(ପି.ଟି.)-ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲରେ ଭାରତ ଅତି ସହଜରେ ବିଜୟ ଲାଭ କରିବ, ଏଥିରେ କୌଣସି ସନ୍ଦେହ ନାହିଁ ବୋଲି କହିଛନ୍ତି ଅଷ୍ଟ୍ରେଲିଆର...
କ୍ୟାରିୟରରେ ଗୋଟିଏ ବି ନୋ ବଲ୍ ପକାଇନାହାନ୍ତି ଏହି ୫ ବୋଲର୍: ତାଲିକାରେ କପିଲ-ଇମ୍ରାନଙ୍କ ସହ…
ନୂଆଦିଲ୍ଲୀ,୩।୬: ଅନିଶ୍ଚିତତାର ଖେଳ ହେଉଛି କ୍ରିକେଟ। କାରଣ କେଉଁ ମୂହୁର୍ତ୍ତରେ କ’ଣ ହେବ କୁହାଯାଇ ନ ପାରେ। ଅନେକ ସମୟରେ ଗୋଟିଏ ଭୂଲ, ତାହା ନୋ...
କ୍ରିକେଟର୍ ସବୁଠୁ ‘ମହଙ୍ଗା ନୋ ବଲ୍’ର କାହାଣୀ ଜାଣନ୍ତୁ
୨୭ ବର୍ଷ ପୂର୍ବେ ଠିକ୍ ଆଜିର ଦିନରେ ମହାନ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା ଇତିହାସ ସୃଷ୍ଟି କରିଥିଲେ। କାରିବିଆନ ତାରକା ଲାରା ପ୍ରଥମ ଶ୍ରେଣୀ କ୍ରିକେଟରେ...
କ୍ରିକେଟ୍ ଇତିହାସରେ ଆଜି ଏକ ଖାସ୍ ଦିନ: ୧୮ ବର୍ଷ ପୂର୍ବେ ଘଟିଥିଲା ଏମିତି..
କ୍ରିକେଟ ଇତିହାସରେ ଆଜି ଏକ ଖାସ୍ ଦିନ। ୧୮ ବର୍ଷ ପୂର୍ବେ ୧୩ ଜୁନ, ୨୦୦୩ ରେ କ୍ରିକେଟର ତୃତୀୟ ଫର୍ମାଟ ଅର୍ଥାତ୍ ଟି-୨୦ କ୍ରିକେଟ...
ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସ ଖେଳିବେନି ନାଡାଲ
ମାଡ୍ରିଡ୍, ୧୮ା୬ (ଏପି)-ସ୍ବାସ୍ଥ୍ୟଗତ କାରଣ ଦୃଷ୍ଟିରୁ କ୍ଲେ-କୋର୍ଟ ରାଜା ରାଫାଲ ନାଡାଲ ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବେ ନାହିଁ। ନାଡାଲ ଗତ ମାସରେ...
ବ୍ୟାଟ୍ ଛାଡି ମାଇକ୍ ଧରିବେ ଏହି କ୍ରିକେଟର୍
ଲଣ୍ଡନ,୬।୬: ଜୁନ ୧୮ରୁ ୨୨ ପର୍ଯ୍ୟନ୍ତ ଇଂଲଣ୍ଡର ସାଉଥମ୍ପଟନ୍ରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି) ମ୍ୟାଚ ଖେଳାଯିବ। ଏହି ମ୍ୟାଚ...
କ୍ରାକ୍ଜିକ୍-ସାଲିସବୁରୀ ଚାମ୍ପିୟନ
ପ୍ୟାରିସ, ୧୧।୬- ଆମେରିକାର ଡେଜାରେ କ୍ରାକ୍ଜିକ୍ ଓ ବ୍ରିଟେନର ଜୋ ସାଲିସବୁରୀ ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ମିକ୍ସଡ ଡବଲ୍ସ ଚାମ୍ପିୟନ ହୋଇଛନ୍ତି। ଗୁରୁବାର ଅନୁଷ୍ଠିତ...
ଫ୍ରେଞ୍ଚ୍ ଓପନ ଟେନିସ: କ୍ରେଜିକୋଭା-ସିନିକୋଭା ଫାଇନାଲରେ
ପ୍ୟାରିସ, ୧୨।୬-ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି ଚେରି ରିପବ୍ଲିକ ଯୋଡ଼ି ବାର୍ବରା କ୍ରେଜିକୋଭା ଏବଂ କାଟରିନା ସିନିକୋଭା।...


