E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ, ମନୋରଞ୍ଜନ

ସାବ୍‌ଧାନ ଇଣ୍ଡିଆର ୨ଅଭିନେତ୍ରୀ ଗିରଫ
12:10 pmJune 18, 2021

ମୁମ୍ବାଇ,୧୮।୬: ଟେଲି ସିରିୟଲ୍‌ର ପପୁଲାର ଶୋ’କ୍ରାଇମ୍‌ ପେଟ୍ରୋଲ ଓ ସାବ୍‌ଧାନ ଇଣ୍ଡିଆରେ ଅଭିନୟ କରୁଥିବା ୨ଜଣ ଅଭିନେତ୍ରୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ଚୋରି ଅଭିଯୋଗରେ ୨୫ବର୍ଷୀୟ ଅଭିନେତ୍ରୀ ସୁରଭି ସୁରେନ୍ଦ୍ର ଶ୍ରୀବାସ୍ତବ ଓ ୧୯ ବର୍ଷୀୟ ମୋସିନା ମୁଖତାର ଶେଖଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, କରୋନା କାଳରେ ଲକ୍‌ଡାଉନ ଯୋଗୁ ସିରିୟଲ୍‌ ଶୁଟିଂ ବନ୍ଦ ରହିଥିଲା। ଫଳରେ ଦୁଇ ଅଭିନେତ୍ରୀଙ୍କ ନିକଟରେ ଟଙ୍କାର ଅଭାବ ଦେଖାଦେଇଥିଲା। ତାଙ୍କର ଜଣେ ସାଙ୍ଗ ଆରେ କଲୋନୀର ରୟାଲ ପାମ୍‌ ଅଞ୍ଚଳ ସ୍ଥିତ ଏକ ବିଲ୍ଡିଂରେ ପେଇଙ୍ଗ୍‌ ଗେଷ୍ଟ ଚଳାଉଥିଲେ। ମେ’ ୧୮ରେ ଏହି ଦୁଇ ଅଭିନେତ୍ରୀ ପେଇଙ୍ଗ୍‌ ଗେଷ୍ଟ ଭାବେ ସେଠାରେ ରହିବାକୁ ଯାଇଥିଲେ। ସେମାନେ ଯେଉଁ ଘରେ ରହୁଥିଲେ ପୁର୍ବରୁ ଆଉ ଜଣେ ଯୁବତୀ ମଧ୍ୟ ସେଠାରେ ରହୁଥିଲେ। ଉକ୍ତ ଯୁବତୀଙ୍କ ଲକ୍‌ରରେ ଥିବା ୩ଲକ୍ଷ ୨୮ହଜାର ଟଙ୍କା ନେଇ ସୋମନେ ଫେରାର ହୋଇଯାଇଥିଲେ। ଯୁବତୀ ଜଣଙ୍କ ସନ୍ଦେହରେ ଅଭିନେତ୍ରୀଙ୍କ ବିରୋଧରେ ପୋଲିସ ନିକଟରେ ଅଭିଯୋଗ କରିଥିଲେ। ତେବେ ତଦନ୍ତ ସମୟରେ ସିସିଟିଭିକୁ ଯାଞ୍ଚରୁ ସୁରଭି ଓ ମୋସିନା ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ସେମାନେ ମଧ୍ୟ ନିଜ ଦୋଷ ସ୍ବୀକାର କରିଛନ୍ତି। ପୋଲିସ ସେମାନଙ୍କ ନିକଟରୁ ୫୦ହଜାର ଚୋରି ଟଙ୍କା ଜବତ କରିବା ସହ ଗରିଫ କରିଥିଲା। ଏହାପରେ ସେମାନଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଜୁନ ୨୩ ପର୍ଯ୍ୟନ୍ତ କୋର୍ଟ ସେମାନଙ୍କୁ ପୋଲିସ ହେପାଜତକୁ ପଠାଇଦେଇଛନ୍ତି।

 


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ, ମନୋରଞ୍ଜନ View All

ଦୁଇ ଡୋଜ୍‌ ମଧ୍ୟରେ କମ ସମୟ ସୀମା ଦ୍ୱାରା ବଢ଼ିବ ପ୍ରତିରୋଧକ ଶକ୍ତି…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ...

ଭାରତରେ ବିଦେଶୀ ଟିକାର ପରୀକ୍ଷା କରାଯିବ ନାହିଁ

ନୂଆଦିଲ୍ଲୀ,୨।୬: ବିଶ୍ୱସ୍ତରରେ ଉପଲବ୍ଧ ହେଉଥିବା କୋଭିଡ୍‌-୧୯ ଟିକା ଭାରତରେ ବିନା କ୍ଲିନିକାଲ ପରୀକ୍ଷା ଏବଂ ଅନୁମୋଦନରେ ବ୍ୟବହାର ହୋଇପାରିବ। ଭାରତର ଔଷଧ ମହାନିୟନ୍ତ୍ରକ (ଡିଜିଜିଆଇ) ପକ୍ଷରୁ...

କେତେବେଳେ ଜାହ୍ନବୀ କପୁରଙ୍କ ହାତ ଧରୁଛନ୍ତି ତ କେବେ ସାରାଙ୍କ ଅତି ନିକଟରେ; କିଏ ଏହି ବ୍ୟକ୍ତି ଯାହାଙ୍କୁ କହାଯାଉଛି ‘ମିଷ୍ଟ୍ରି ମ୍ୟାନ୍‌’

ବମ୍ବେ: ବଲିଉଡ୍‌ରେ ଏଭଳି ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ, ଯାହାଙ୍କୁ ସବୁବେଳେ ବଲିଉଡ୍‌ ଅଭିନେତ୍ରୀଙ୍କ ସହ ଦେଖିବାକୁ ମିଳୁଛି। ସେ ଜାହ୍ନବୀ କପୁର ନଚେତ ସାରା...

ନୁଶରତ୍‌ ଜାହାଁ ଠକ; ବିବାହ କରି ନଥିଲେ ତ ସିନ୍ଦୁର କାହିଁକି ଲଗାଇଲେ

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ ଏମ୍‌ପି ନୁଶରତ୍‌ ଜାହାଁଙ୍କ ବିବାହକୁ ନେଇ ଉପୁଜିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏଥିଯୋଗୁ ଭାଜପା ନେତାମାନେ ତାଙ୍କୁ ଟାର୍ଗେଟ କରୁଛନ୍ତି।...

ପ୍ରଦର୍ଶନ କରିବା ଆତଙ୍କବାଦ ନୁହେଁ: ଦିଲ୍ଲୀ ହାଇକୋର୍ଟ…

ନୂଆଦିଲ୍ଲୀ,୧୫।୬: ଗଣତାନ୍ତ୍ରିକ ବ୍ୟବସ୍ଥାରେ ପ୍ରଦର୍ଶନ କରିବାକୁ ଆତଙ୍କବାଦ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଏହା ସହିତ ଦିଲ୍ଲୀ...

ହନିମୁନ୍‌ରେ ଏହି ଅଭିନେତ୍ରୀଙ୍କୁ ନିଲାମ ଡାକିବେ ବୋଲି କହିଥିଲେ ସ୍ବାମୀ, ଗର୍ଭବତୀ ସମୟରେ ଖାଇଥିଲେ ମାଡ଼

ବଲିଉଡ୍‌ ଅଭିନେତ୍ରୀ କରିସ୍ମା କପୁର ୯୦ ଦଶକର ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ। ତାଙ୍କ ଅଭିନୟ ଜୀବନ ଯେତିକି ସଫଳ ତାଙ୍କ ବୈବାହିକ ଜୀବନ ସେତିକି...

‘ଲୋକପ୍ରିୟତା ପାଇବା ପାଇଁ ଆବେଦନ କରିଥିଲେ ଜୁହି’

ନୂଆଦିଲ୍ଲୀ,୪।୬ : ଦେଶରେ ୫ଜି ନେଟୱର୍କ ବ୍ୟବସ୍ଥା ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ବଲିଉଡ ଅଭିନେତ୍ରୀ ଜୁହି ଚାୱଲା ଆବେଦନ କରିଥିଲେ। ଏହି ଆବେଦନକୁ ଶୁକ୍ରବାର କୋର୍ଟ...

ନୂଆ ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର: ଭିଟାମିନ୍‌ ଟ୍ୟାବଲେଟ୍‌-ଷ୍ଟିମ୍‌ ନେବାକୁ ମନା …

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ କରୋନା ମାର୍ଗଦର୍ଶିକା ଜାରି କରାଯାଇଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଉ ଏକ ମହାଅଭିଯାନ କଲେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
Next Post Next post:
ଶ୍ରମିକଙ୍କ ପୁଅ ହେଲେ ଇସ୍ରୋ ବୈଜ୍ଞାନିକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts