E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଝାଡ଼ଖଣ୍ଡ କଂଗ୍ରେସରେ ସଙ୍କଟ, ୪ ବିଧାୟକ ଦିଲ୍ଲୀରେ…
11:29 amJune 23, 2021

ରାଞ୍ଚି,୨୩।୬: ପଞ୍ଜାବ ଏବଂ ରାଜସ୍ଥାନ କଂଗ୍ରେସର ଘର କଳି ପଦାକୁ ଆସିବା ପରେ ଏବେ ଝାଡ଼ଖଣ୍ଡରେ ବିବାଦ ସୃଷ୍ଟି ହୋଇଛି। ରାଜ୍ୟର ୪ କଂଗ୍ରେସ ବିଧାୟକ ହାଇକମାଣ୍ଡଙ୍କୁ ଅଭିଯୋଗ କରିବା ପାଇଁ ଦିଲ୍ଲୀରେ ପହଞ୍ଚିଛନ୍ତି। ରାଜ୍ୟ କଂଗ୍ରେସ ନେତୃତ୍ୱ ପ୍ରତି ଅସନ୍ତୁଷ୍ଟ ହୋଇ ବିଧାୟକ ଇରଫାନ୍‌ ଅନସାରି, ଉମାଶଙ୍କର ଓକେଲା, ରାଜେଶ କଚ୍ଛପ ଏବଂ ମମତା ଦେବୀ ପ୍ରମୁଖ ଦିଲ୍ଲୀ ମୁହାଁ ହୋଇଛନ୍ତି। ଦିଲ୍ଲୀରେ ସେମାନେ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ କେ.ସି. ବେନୁଗୋପାଲଙ୍କ ସହିତ ସାକ୍ଷାତ୍‌ କରିବାର କାର୍ଯ୍ୟକ୍ରମ ରହିଛି। ଅନସାରି ଦିଲ୍ଲୀ ଯାଉଥିବା ନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଅଯୋଧ୍ୟା ଜମି ଦୁର୍ନୀତିର ତଦନ୍ତ ହେଉ

ନୂଆଦିଲ୍ଲୀ, ୨୧।୬: ଅଯୋଧ୍ୟା ରାମମନ୍ଦିର ଟ୍ରଷ୍ଟ ଜମି କିଣାରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି କଂଗ୍ରେସ ଏହାର ତଦନ୍ତ ଦାବି କରିଛି। ସତ୍ୟ ପଦାକୁ ଆଣିବାକୁ...

‘ଜୟ ଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ଆକ୍ରମଣ: ରାହୁଲଙ୍କୁ ପାଲଟା ଜବାବ ଦେଲେ ଯୋଗୀ

ନୂଆଦିଲ୍ଲୀ,୧୫।୬: ‘ଜୟଶ୍ରୀ ରାମ’ ନ କହିବାରୁ ଉତ୍ତର ପ୍ରଦେଶର ଗାଜିଆବାଦରେ ଜଣେ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଓ ଦାଢ଼ି କାଟି ଦେବା ଘଟଣାକୁ ନେଇ...

ଟିକା ପାଇଁ କମ୍ପାନୀ ରିହାତି

ବେଙ୍ଗାଲୁରୁ, ୨୪।୬: କୋଭିଡ୍‌ ଟିକାକୁ ନେଇ କେତେକଙ୍କ ମଧ୍ୟରେ ରହିଥିବା କୁଣ୍ଠାବୋଧ ଦୂର କରିବା ଓ ଟିକାକରଣ ଅଭିଯାନରେ ବହୁସଂଖ୍ୟାରେ ସାମିଲ ହେବାକୁ ପ୍ରୋତ୍ସାହିତ କରିବା...

ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆ ଚାଲିଗଲେ

ଅଜୈଓ୍ବାଲ୍‌,୧୩।୬: ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ଜିଓନା ଚାନାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଚାନାଙ୍କର ୩୮ ସ୍ତ୍ରୀ...

ପରିବେଶ ସୁରକ୍ଷା ସହିତ ଆର୍ଥିକ ବିକାଶ ହିଁ ଭାରତର ଲକ୍ଷ୍ୟ: ମୋଦି…

ନୂଆଦିଲ୍ଲୀ,୫।୬: ପୃଥିବୀରେ ଜଳବାୟୁ ପରିବର୍ତ୍ତନ ଯୋଗୁ ସୃଷ୍ଟି ହେଉଥିବା ବହୁବିଧ ସମସ୍ୟା ପ୍ରତି ଭାରତ ସଚେତନ ରହିଛି। ଏକ୍ଷେତ୍ରରେ ଭାରତ ସକ୍ରିୟ ଭାବେ କାର୍ଯ୍ୟ ଜାରି...

ଭାକ୍ସିନକୁ ନେଇ ଲୋକଙ୍କ ମନରେ ରହିଛି ଅନ୍ଧବିଶ୍ୱାସ

ନୂଆଦିଲ୍ଲୀ,୨।୬: କରୋନା ସଙ୍କଟ ମଧ୍ୟରେ ଗୋଟିଏ ପଟେ ଟିକାକରଣ ଅଭିଯାନ ଯୁଦ୍ଧକାଳୀନ ସ୍ତରରେ ଜାରି ରହିଥିବା ବେଳେ ଅନ୍ୟପଟେ ଗ୍ରାମାଞ୍ଚଳରେ ଭାକ୍ସିନକୁ ନେଇ ଭୟ, ଅନ୍ଧବିଶ୍ୱାସ...

ନୂଆ ଆକ୍ରାନ୍ତ ସଂଖ୍ୟା ୫୦ ହଜାରରୁ କମ୍‌…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦...

୨ କୋଟି କ୍ଷତିପୂରଣ ଦେବେ ଦେବେଗୌଡ଼ା

ବେଙ୍ଗାଲୁରୁ, ୨୩ା୬: ଏକ କମ୍ପାନୀକୁ ବଦନାମ କଲା ଭଳି ମନ୍ତବ୍ୟ ଦେଇଥିବାରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌. ଡି. ଦେବେଗୌଡ଼ା ୨ କୋଟି ଟଙ୍କା କ୍ଷତିପୂରଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବଲିଉଡ୍‌ ସେଲିବ୍ରିଟିଙ୍କ ଡାକନାମ ଜାଣିଲେ ହସି ହସି ଗଡିବେ
Next Post Next post:
ଗର୍ଲପ୍ରେଣ୍ଡଙ୍କ ପାଇଁ ସୋନୁ ସୁଦଙ୍କୁ ଆଇଫୋନ୍‌ ମାଗିଲେ ଯୁବକ: ଜବାବରେ ମିଳିଲା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts