ରାଞ୍ଚି,୨୩।୬: ପଞ୍ଜାବ ଏବଂ ରାଜସ୍ଥାନ କଂଗ୍ରେସର ଘର କଳି ପଦାକୁ ଆସିବା ପରେ ଏବେ ଝାଡ଼ଖଣ୍ଡରେ ବିବାଦ ସୃଷ୍ଟି ହୋଇଛି। ରାଜ୍ୟର ୪ କଂଗ୍ରେସ ବିଧାୟକ ହାଇକମାଣ୍ଡଙ୍କୁ ଅଭିଯୋଗ କରିବା ପାଇଁ ଦିଲ୍ଲୀରେ ପହଞ୍ଚିଛନ୍ତି। ରାଜ୍ୟ କଂଗ୍ରେସ ନେତୃତ୍ୱ ପ୍ରତି ଅସନ୍ତୁଷ୍ଟ ହୋଇ ବିଧାୟକ ଇରଫାନ୍ ଅନସାରି, ଉମାଶଙ୍କର ଓକେଲା, ରାଜେଶ କଚ୍ଛପ ଏବଂ ମମତା ଦେବୀ ପ୍ରମୁଖ ଦିଲ୍ଲୀ ମୁହାଁ ହୋଇଛନ୍ତି। ଦିଲ୍ଲୀରେ ସେମାନେ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ କେ.ସି. ବେନୁଗୋପାଲଙ୍କ ସହିତ ସାକ୍ଷାତ୍ କରିବାର କାର୍ଯ୍ୟକ୍ରମ ରହିଛି। ଅନସାରି ଦିଲ୍ଲୀ ଯାଉଥିବା ନେଇ ଟୁଇଟ୍ କରି ସୂଚନା ଦେଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.