ମସ୍କୋ, ୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଶୁକ୍ରବାର ଏକ ନୂଆ ବିଲ୍ରେ ସ୍ବାକ୍ଷର କରିଛନ୍ତି। କୌଣସି ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ସମାଲୋଚନା କଲେ ଉକ୍ତ ଆଇନ ବଳରେ ସଂସଦୀୟ ନିର୍ବାଚନ ଲଢ଼ିପାରିବେ ନାହିଁ। ଏନେଇ ରୁଷିଆର ଲିଗାଲ ଇନ୍ଫର୍ମେଶନ ପୋର୍ଟାଲରେ ସୂଚନା ଦିଆଯାଇଛି। ଜେଲରେ ଥିବା କ୍ରେମଲିନ୍ ସମାଲୋଚକ ଆଲେକ୍ସି ନଭାଲନିଙ୍କ ସହଯୋଗୀମାନଙ୍କୁ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତାରୁ ବାରଣ କରିବା ଲାଗି ଏଭଳି ଆଇନ ପ୍ରଣୟନ କରାଯାଇଥିବା କୁହାଯାଉଛି। ନିମ୍ନ ସଦନ ଡୁମା ପାଇଁ ଆସନ୍ତା ସେପ୍ଟେମ୍ବରରେ ନିର୍ବାଚନ ହେବାକୁ ଥିବାରୁ ଏହା ପୂର୍ବରୁ ପୁଟିନଙ୍କ ପଦକ୍ଷେପକୁ ସମାଲୋଚକମାନେ ନିନ୍ଦା କରିଛନ୍ତି।
ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ତାଣ୍ଡବ ରଚିବା ଆଶଙ୍କା …
ନୂଆଦିଲ୍ଲୀ,୧୭।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍ର ନୂଆ ରୂପ ଡେଲ୍ଟା...
କଶ୍ମୀରକୁ ଫେରିବ କି ରାଜ୍ୟ ମାନ୍ୟତା
ନୂଆଦିଲ୍ଲୀ/ଶ୍ରୀନଗର,୨୧ା୬: ୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରିବା ସହ ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରତ୍ୟାହାର କରିଥିଲେ। ଉପଯୁକ୍ତ...
୨ କୋଟି କ୍ଷତିପୂରଣ ଦେବେ ଦେବେଗୌଡ଼ା
ବେଙ୍ଗାଲୁରୁ, ୨୩ା୬: ଏକ କମ୍ପାନୀକୁ ବଦନାମ କଲା ଭଳି ମନ୍ତବ୍ୟ ଦେଇଥିବାରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍. ଡି. ଦେବେଗୌଡ଼ା ୨ କୋଟି ଟଙ୍କା କ୍ଷତିପୂରଣ...
ସାର୍ବଜନୀନ ହେବ ଯୁଦ୍ଧ ଇତିହାସ
ନୂଆଦିଲ୍ଲୀ, ୧୩।୬(ପି.ଟି.): ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର ଯୁଦ୍ଧ ଇତିହାସର ସଂଗ୍ରହ, ଗୁପ୍ତ ସୂଚୀରୁ ହଟାଇବା ଓ ସଂକଳନ ନୀତିକୁ ଅନୁମୋଦନ କରିଛନ୍ତି। ଫଳରେ...
ଥରିଲା ଆସାମ: ଉତ୍ତର-ପୂର୍ବ ଅଞ୍ଚଳରେ ଗତ ୨୪ଘଣ୍ଟାରେ ୫ଥର ଭୂକମ୍ପ
ଗୁଆହାଟି,୧୯।୬: ଆସାମରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରହିଛି। ଉତ୍ତର-ପୂର୍ବ ଅଞ୍ଚଳରେ ଗତ ୨୪ ଘଣ୍ଟାରେ ଏହା ପଞ୍ଚମ...
ସିଜେଆଇଙ୍କୁ ଚିଠି ଲେଖିଲେ ଛାତ୍ରୀ
କରୋନାରେ ଲୋକଙ୍କ କଷ୍ଟ ବୁଝି ସେମାନଙ୍କ ଜୀବନ ବଞ୍ଚାଇବାକୁ ପ୍ରଭାବୀ ଢଙ୍ଗରେ ହସ୍ତକ୍ଷେପ କରିଥିବାରୁ ସିଜେଆଇ ଏନ୍. ଭି. ରମାନାଙ୍କୁ ଧନ୍ୟବାଦ ଜଣାଇଛନ୍ତି କେରଳର ୫ମ...
ଦୁଇ ଡୋଜ୍ ମଧ୍ୟରେ କମ ସମୟ ସୀମା ଦ୍ୱାରା ବଢ଼ିବ ପ୍ରତିରୋଧକ ଶକ୍ତି…
ନୂଆଦିଲ୍ଲୀ,୫।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ...
ଉପ ରାଷ୍ଟ୍ରପତିଙ୍କ ଆକାଉଣ୍ଟ୍ରୁ ବ୍ଲୁ ଟିକ୍ ହଟାଇଲା ଟୁଇଟର୍…
ନୂଆଦିଲ୍ଲୀ,୫।୬: ଟୁଇଟର୍ ଏବେ ବିବାଦରେ ଘେରରେ ପଡ଼ିଛି। ପୂର୍ବରୁ ଭାରତ ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ନିୟମ ପାଳନ କରିବା ନେଇ ଟୁଇଟୁର ବିବାଦରେ ରହିଥିବାବେଳେ...


