E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ, ବାଣିଜ୍ୟ

ଡାବର ଟୁଥ୍‌ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ
3:44 pmJune 23, 2021June 27, 2021

ନୂଆଦିଲ୍ଲୀ,୨୩।୬: ଦେଶର ଅଗ୍ରଣୀ କମ୍ପାନୀ ଏଫ୍‌ଏମ୍‌ସିଜି କମ୍ପାନୀ ଡାବର ପରିବେଶ ସୁରକ୍ଷା ପାଇଁ ଏକ ବଡ଼ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି। ଏଣିକି କାଗଜ କାର୍ଟୁନରେ ପ୍ୟାକିଂ ହୋଇଥିବା ଡାବର ଟୁଥ୍‌ପେଷ୍ଟ ଆଉ ଉପଲବ୍ଧ ହେବ ନାହିଁ। ଅର୍ଥାତ୍‌ ଏବେଠାରୁ କେବଳ ଡାବର ଲାଲ୍‌ ଟୁଥ୍‌ପେଷ୍ଟର ଟ୍ୟୁବ୍‌ ହିଁ ମିଳିବ, କୌଣସି କାଗଜ ପ୍ୟାକିଂ ହେବ ନାହିଁ। ଏଭଳିି ପଦକ୍ଷେପ ନେଇଥିବା ଡାବର ହେଉଛି ପ୍ରଥମ କମ୍ପାନୀ। ସୂଚନା ମୁତାବକ ଡାବର ଇଣ୍ଡିଆ କମ୍ପାନୀ ବର୍ତ୍ତମାନ ବାହ୍ୟ ପେପର ପ୍ୟାକେଜିଂ ଯଥା ନାଲି ପେଷ୍ଟର କାର୍ଟନକୁ ହଟାଇବା ଦିଗରେ କାର୍ଯ୍ୟ କରୁଛି। ଏହାଦ୍ୱାରା ପ୍ରତିବର୍ଷ ୧୫୦ଟନ କାଗଜ ସଞ୍ଚୟ କରାଯାଇପାରିବ। ଦୀର୍ଘ ଦିନରୁ ଗ୍ରାହକମାନେ ଡାବର ଟୁଥପେଷ୍ଟରେ କାଗଜ ପ୍ୟାକେଜିଂ ଉପରେ ପ୍ରତିକ୍ରିୟା ଦେଉଥିଲେ। ଏହାକୁ ଦୃଷ୍ଟିରେ ରଖିବା ସହ ପରିବେଶ ହିତ ପାଇଁ କମ୍ପାନୀ ପକ୍ଷରୁ ଏହି ପାଇଲଟ ପ୍ରୋଜେକ୍ଟ ଆରମ୍ଭ କରାଯାଇଛି ବୋଲି ଡାବର ଭାଇସ୍‌ ପ୍ରେସିଡେଣ୍ଟ (ମାର୍କେଟିଂ-ପର୍ସନାଲ କେୟାର) ରାଜୀବ ଜନ କହିଛନ୍ତି। ଡାବରର ଏଭଳି ପଦକ୍ଷେପ ଦ୍ୱାରା ବର୍ଷକୁ ୧୫୦ ଟନ କାଗଜ ସଞ୍ଚୟ କରାଯାଇପାରିବ ବୋଲି ଆଶା କରାଯାଉଛି। ତେବେ ଗ୍ରାମୀଣ ଭାରତ ପାଇଁ ଡାବର ଏକ ଅଣ-କାର୍ଟୁନ ସହ କମ୍‌ ୟୁନିଟ ମୂଲ୍ୟର ପ୍ୟାକ୍‌ ଖୁବ୍‌ଶୀଘ୍ର ଲଞ୍ଚ କରିବାକୁ ଯାଉଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ, ବାଣିଜ୍ୟ View All

ଟିକା ନୁହେଁ, ସରକାର ବ୍ଲୁ-ଟିକ୍‌ ପାଇଁ ଲଢୁଛନ୍ତି: ରାହୁଲ

ନୂଆଦିଲ୍ଲୀ,୬।୬: ଆଜିକାଲି ମାଇକ୍ରୋ ବ୍ଲଗିଂ ସାଇଟ ଟୁଇଟର ଏବଂ କେନ୍ଦ୍ର ସରକାର ମୁହାଁମୁହିଁ ହୋଇଛନ୍ତି। ପ୍ରଥମେ ଆଇଟିର ନୂତନ ନିୟମକୁ ନେଇ ଟୁଇଟର ଏବଂ ସରକାରଙ୍କ...

ଟିକଟ କନଫର୍ମ, ନିର୍ବାଚନ ପାଇଁ ପ୍ରସ୍ତୁତି କର: ୫୦ ନେତାଙ୍କୁ ଫୋନ୍‌ କଲେ ପ୍ରିୟଙ୍କା…

ନୂଆଦିଲ୍ଲୀ,୨୧।୬: ଉତ୍ତର ପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କଂଗ୍ରେସ ପକ୍ଷରୁ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା...

କରୋନା ମୃତକଙ୍କ ପରିବାରକୁ ଦେଇ ହେବନି ୪ ଲକ୍ଷ ସହାୟତା: ସତ୍ୟପାଠ ଦାଖଲ କଲେ ମୋଦି ସରକାର…

ନୂଆଦିଲ୍ଲୀ,୨୦।୬: କରୋନା ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଦେଇ ହେବନି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ...

ପୁଣି ରାଜ୍ୟ ହେବ ଜମ୍ମୁ-କଶ୍ମୀର

ନୂଆଦିଲ୍ଲୀ,୨୪।୬: ଜମ୍ମୁ-କଶ୍ମୀର ପୁଣି ଥରେ ରାଜ୍ୟ ଭାବେ ପରିଗଣିତ ହେବ। ଏ ନେଇ ଉଚିତ ସମୟକୁ ଅପେକ୍ଷା କରିବାକୁ ପଡ଼ିବ। ବର୍ତ୍ତମାନ ଦୁଇ କେନ୍ଦ୍ର ଶାସିତ...

ରେଳଧାରଣାରେ ଯାଇଛି ୮,୭୦୦ ଜୀବନ

ନୂଆଦିଲ୍ଲୀ, ୩।୬(ପି.ଟି.): ୨୦୨୦ରେ ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳ ଯଥେଷ୍ଟ ହ୍ରାସ ସତ୍ତ୍ୱେ ରେଳଧାରଣାରେ ୮,୭୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ସେମାନଙ୍କ...

ସୁଶାନ୍ତଙ୍କ ବାପାଙ୍କ ଆବେଦନ ଖାରଜ

ନୂଆଦିଲ୍ଲୀ, ୧୦ା୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଉପରେ ଅଧାରିତ ଫିଲ୍ମ ‘ନ୍ୟାୟ: ଦ ଜଷ୍ଟିସ୍‌’, ‘ସୁଇସାଇଡ୍‌ ଅର୍‌ ମର୍ଡର: ଏ ଷ୍ଟାର ଓ୍ବାଜ୍‌...

କରୋନାରେ ଡ୍ରିମ୍‌ଗର୍ଲ ଫେମ୍‌ ରିଙ୍କୁ ସିଂଙ୍କ ପରଲୋକ

ମୁମ୍ବାଇ,୪।୬: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍‌ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...

ପଳାତକ ମେହୁଲ ଚୋକସିଙ୍କ ଜାମିନ ଆବଦେନ ଡୋମିନିକା ହାଇକୋର୍ଟରେ ଖାରଜ

ରୋସେୟୁ,୧୨।୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସିଙ୍କୁ ପୁଣି ଥରେ ଏକ ଶକ୍ତ ଧକ୍‌କା ଲାଗିଛି। ଶୁକ୍ରବାର ଡୋମିନିକା ହାଇକୋର୍ଟ ମେହୁଲଙ୍କ ଜାମିନ ଆବେଦନକୁ ଖାରଜ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଗୋଟିଏ ତାରିଖ, ଗୋଟିଏ ମଇଦାନ; ୨ ବର୍ଷ-୨ ରେକର୍ଡ…ମହମ୍ମଦ ସାମିଙ୍କ ପାଇଁ ଖାସ୍‌ ପାଲଟିଲା ୨୨ ଜୁନ୍‌
Next Post Next post:
ସତ୍ୟନାରାୟଣ କି କଥାରେ କାର୍ତ୍ତିକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts