E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inRasifala

ରାଶିଫଳ: ଶୁକ୍ରବାର, ଜୁନ୍‌ ୧୧ ତାରିଖ – Daily Horoscope
3:36 pmJune 10, 2021

ମେଷ
ଆଜି ପାପଗ୍ରହଯୁକ୍ତ ବୁଧ ଧନାଧିପଙ୍କ ଗୃହରେ ଥିବାରୁ ବନ୍ଧୁଙ୍କ ସହ ଅର୍ଥକୁ କେନ୍ଦ୍ର କରି ବିତର୍କ ହୋଇପାରେ। ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ନିଜ ନିଜର ସ୍ବାର୍ଥହାନି ଆଶଙ୍କାରେ ଆମତ୍ୀୟମାନେ ଦୂରେଇ ଯାଇପାରନ୍ତି। ଆଇନ ଅଦାଲତ ସମ୍ପର୍କରେ ଟେନସନ୍‌ କମିଯିବା ସକାଶେ ଚେଷ୍ଟା କରିବେ।
ବୃଷ
ବୃଷ
ରାଶିର ପ୍ରଥମଭାଗରେ ବିଶେଷଗ୍ରହ ହେତୁ ଦିନର ଦ୍ୱିତୀୟାର୍ଦ୍ଧରେ କେତେକ ସମସ୍ୟା ଆସିପାରେ। ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିଜାତୀୟ ବ୍ୟକ୍ତି ସାହାଯ୍ୟ କରିବେ। ଯାନ୍ତ୍ରିକ ଜିନିଷ, ଯାନବାହନ, ବସ୍ତ୍ରାଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ସନ୍ତାନ ଅସନ୍ତୋଷଜନକ କାର୍ଯ୍ୟ ହେତୁକ ଦୁଶ୍ଚିନ୍ତା ଆସିପାରେ।
ମିଥୁନ
ମିଥୁନ
ସ୍ବଗୃହାଭିମୁଖୀ କର୍ମାଧିପ ହେତୁ ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିବେ। ତଥାପି ପାପଗ୍ରହ ମଧ୍ୟସ୍ଥ ଗୁରୁ ହେତୁ ଅନ୍ୟର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରନ୍ତି। ସାଧାରଣ କଥାରେ ସମ୍ପର୍କୀୟଙ୍କ ସହ କଳହ ସମ୍ଭାବନା ରହିଛି। ହୋଟେଲ, ରେସ୍ତୋରଁା, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ।
କର୍କଟ
କର୍କଟ
ଅଷ୍ଟମସ୍ଥ ଷଷ୍ଠାଧିପ କାରଣରୁ କୌଣସି ଈର୍ଷାଳୁ ବ୍ୟକ୍ତି ସମସ୍ୟା ବଢ଼ାଇ ଦେଇପାରନ୍ତି। ନିଜର କେହି ଜଣେ ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। ଧାର କରଜ, ଭଡ଼ା ସୂତ୍ରରୁ କିମ୍ବା ବନ୍ଧୁଙ୍କ ସାହାଯ୍ୟରେ ବକେୟା ଟଙ୍କା ପାଇଯିବେ। ଜମିଜମା, କଳକାରଖାନା, ପ୍ଲଟିଂ ବ୍ୟବସାୟ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
ଚନ୍ଦ୍ର ଯୁକ୍ତ ଶୁକ୍ରଙ୍କ ଯୋଗୁ ଫାଇଦା ହାସଲ ପାଇଁ ସମ୍ପର୍କୀୟମାନେ ଫନ୍ଦିଫିକର କରିବେ। ଗବେଷଣା, ଅନୁସନ୍ଧାନ, ଅଧ୍ୟାପନା, କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଉନ୍ନତି କରିବେ। ଅଫିସ୍‌ରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହୋଇପାରନ୍ତି। ଅଭାବ ନ ଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଧାର ସୂତ୍ରରେ ଅର୍ଥ ପାଇବେ।
କନ୍ୟା
ରାଶିଠାରୁ ଦୁଃସ୍ଥାନସ୍ଥ ଗୁରୁ ହେତୁ ଆଜି ଘରଠୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବ। ପାରିବାରିକ ସ୍ତରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ଭ୍ରମଣ କିମ୍ବା ଅନିଦ୍ରା ହେତୁକ ଶାରୀରିକ କଷ୍ଟ ଅନୁଭବ କରିପାରନ୍ତି। ଆଜି ଈପ୍ସିତ ଅର୍ଥ ପାଇବେ। ବହୁ ଶ୍ରମକଷ୍ଟ ସହି କାମଟି ହାସଲ କରିବେ।
ତୁଳା
ତୁଳା
ସପ୍ତମାଧିପତି କର୍ମସ୍ଥ ଯୋଗୁ ଯେକୌଣସି ପ୍ରତିରୋଧକୁ ଏଡି କାମ ହାସଲ କରିବେ। ପାରିବାରିକ ସ୍ଥିତି ଭଲ ରହି ନ ପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହେବେ। ପରିସ୍ଥିତି ଠିକ୍‌ ନ ଥିବା କାରଣରୁ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମତାନ୍ତର ଦେଖା ଦେଇପାରେ।
ବିଛା
ବିଛା
ମଙ୍ଗଳଙ୍କ ଦୁର୍ବଳତା ସଙ୍ଗକୁ ରାଶିରେ କେତୁ ପ୍ରଭାବରୁ ସବୁ କାମ ଅସମ୍ପୂର୍ଣ୍ଣ ରହିଯିବ। ପାରିବାରିକ ସମସ୍ୟା ସମାଧାନରେ ବନ୍ଧୁମାନେ ସହଯୋଗ କରିବେ। ଦକ୍ଷତା ଏବଂ ଏକାଗ୍ରତା ବୃଦ୍ଧି ହେତୁ କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ଓ ଦୃଢ ମନୋବଳ କାମକୁ ସହଜସାଧ୍ୟ କରିବାରେ ସହାୟକ ହୋଇପାରିବ।
ଧନୁ
ଧନୁ
ଗୁରୁଙ୍କ ପ୍ରଭାବରୁ ପାରିବାରିକ ବୁଝାମଣା ଶୃଙ୍ଖଳିତ ରହିବ। ବନ୍ଧୁଙ୍କ ସଦ୍‌ଭାବ କିମ୍ବା ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ। ଉତ୍ତରାଷାଢା ନକ୍ଷତ୍ର ଶୁଭ ଖବର ପାଇ ଉଲ୍ଲସିତ ହେବେ ଏବଂ ବିଳାସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ। ସଭାସମିତିରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ମକର
ମକର
ଚତୁର୍ଥ ଏକାଦଶାଧିପତିଙ୍କ ପରୋକ୍ଷ ପ୍ରଭାବରେ ଆଜିର ପ୍ରତ୍ୟୁଷ ଯାତ୍ରା ଆନନ୍ଦଦାୟକ ରହିବ। ସାଂଗଠନିକ ସ୍ତରରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନିଜର ଅଭିଳାଷ ପୂରଣ କରିବାକୁ ଯାଇ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
କୁମ୍ଭ
କୁମ୍ଭ
ବୃହସ୍ପତିଙ୍କ ଯୋଗୁ ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ବ୍ୟସ୍ତ ହୋଇ ରୁକ୍ଷ ବ୍ୟବହାର ପ୍ରଦର୍ଶନ ଦ୍ୱାରା ବନ୍ଧୁଙ୍କ ମନରେ ଆଘାତ ଆସିପାରେ। ସ୍ବାସ୍ଥ୍ୟରେ ଉନ୍ନତି ଯୋଗୁ ଆଶ୍ୱସ୍ତି ଲାଭ କରିପାରନ୍ତି। ଅର୍ଥ ଯୋଗାଇଦେବା ପାଇଁ ପ୍ରତିଶ୍ରୁତି ଦେଇ ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ମନକୁ ହାଲୁକା କରିଦେଇ ପାରନ୍ତି।
ମୀନମୀନ
ପାପଗ୍ରହମାନେ ଚତୁର୍ଥସ୍ଥ ଯୋଗୁ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳରେ ଉପସ୍ଥିତ ହେବାରେ ବିଳମ୍ବ ଘଟିବ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ଓଲଟ ପାଲଟ ହୋଇ ଯାଇପାରେ। କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ।

[mc4wp_form id="252536"] All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁନ୍‌ ୧୭ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ। କଷ୍ଟ ସ୍ବୀକାର ପୂର୍ବକ କୈାଣସି ସାହାଯ୍ୟପ୍ରାର୍ଥୀ ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ...

ରାଶିଫଳ: ଗୁରୁବାର, ଜୁନ୍‌ ୨୪ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଙ୍କ ସଂଯୋଗ ହେତୁ ମାନସିକ ଅସ୍ଥିରତା ଓ ପରିବାରର କିଛି ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିବେ। ପୁଅ ବୋହୂଙ୍କ...

ରାଶିଫଳ: ଶନିବାର, ଜୁନ୍‌ ୧୯ ତାରିଖ – Daily Horoscope

ମେଷ ଆଜି ଦ୍ୱାଦଶସ୍ଥାନକୁ ଚନ୍ଦ୍ରଙ୍କ ଦୃଷ୍ଟି ଯୋଗୁ ସକାଳୁ କୌଣସି କାମରେ ବାହାରକୁ ଯିବାକୁ ପଡ଼ିପାରେ। ଦିନଟି ଆପଣଙ୍କ ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତିକୁ...

ରାଶିଫଳ: ବୁଧବାର, ଜୁନ୍‌ ୨୩ ତାରିଖ – Daily Horoscope

ମେଷ ଆଜି ବୈଷୟିକ ସୁଖ,ସମୃଦ୍ଧି ସମ୍ବନ୍ଧୀୟ କାର୍ଯ୍ୟ ପ୍ରତି ଅନୁରକ୍ତି କରାଇବ। ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନ, ବନ୍ଧୁବାନ୍ଧବ କ୍ଷେତ୍ରରେ ସୁଫଳ ପାଇବେ। ସବୁକଥାକୁ ଭଲରୂପେ...

ରାଶିଫଳ: ଶୁକ୍ରବାର, ଜୁନ୍‌ ୧୮ ତାରିଖ – Daily Horoscope

ମେଷ ଆଜି ଭାଗ୍ୟସ୍ଥାନକୁ ରବି ଓ ଶୁକ୍ର ଦେଖୁଥିବାରୁ ପ୍ରତ୍ୟେକ ସ୍ଥିତିକୁ କୌଶଳରେ ସଜାଡ଼ି ନେବେ। କୌଣସି ବନ୍ଧୁଙ୍କୁ ଟଙ୍କା ଦେଇ ଫେରି ପାଇବାର କମ୍‌...

ରାଶିଫଳ: ବୁଧବାର, ଜୁନ୍ ୨ ତାରିଖ – Daily Horoscope

ମେଷ ନୀଚାରୋହୀ ମଙ୍ଗଳ ହେତୁ ଆପଣଙ୍କ ଦୈହିକ ଦୁର୍ବଳତା କାର୍ଯ୍ୟହାନିର କାରଣ ହେବ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ...

ରାଶିଫଳ: ରବିବାର, ଜୁନ୍‌ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ଜମିଜମା, କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ...

ରାଶିଫଳ: ସୋମବାର, ଜୁନ୍‌ ୧୪ ତାରିଖ – Daily Horoscope

ମେଷ ବନ୍ଧୁମାନଙ୍କ ସହଯୋଗ ଲାଭ କରି ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ଉପରିସ୍ଥଙ୍କ ଅନୁକମ୍ପାରୁ ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ରାଜନୀତିରେ ଲକ୍ଷ୍ୟ ପୂରଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୮୦ ଜଣଙ୍କୁ କଞ୍ଚା ଚୋବାଇ ଖାଇଥିଲା ୧୬ ଫୁଟ ଲମ୍ବ କୁମ୍ଭୀର …
Next Post Next post:
ପୁଣି ନ୍ୟୁଜିଲାଣ୍ଡକୁ ଲାଗିଲା ଝଟ୍‌କା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts