E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inRasifala

ରାଶିଫଳ: ଶୁକ୍ରବାର, ଜୁନ୍‌ ୨୫ ତାରିଖ – Daily Horoscope
3:50 pmJune 24, 2021

ମେଷ
କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ଆସିଲେ ମଧ୍ୟ ଦୃଢ ହସ୍ତରେ ଦମନ କରିବାରେ ସମର୍ଥ ହେବେ। ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, କାରଣ ଏହି ଦିଗ ପ୍ରତି ଧ୍ୟାନ ଦେଲେ ନିଜ ଲୋକମାନେ ସନ୍ଦେହ ପରିସରକୁ ଆସିଯିବେ। ଦ୍ୱିଜାର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଶଂରେ ଭଲ ରହିବ। ଆରକ୍ଷୀ ସମ୍ପର୍କିତ ବିବାଦୀୟ ଘଟଣାର ଅବସାନ ଘଟିବ।
ବୃଷ
ବୃଷ
ମାନସିକ ଅସ୍ଥିରତା କାରଣରୁ ପ୍ରତ୍ୟେକ କାର୍ଯ୍ୟାବଳୀର ସମୀକ୍ଷା କରି ପାରିବେ ନାହିଁ। ବ୍ୟବସାୟ, ବାଣିଜ୍ୟ, ଯାତ୍ରା, ପ୍ରତିଦ୍ୱନ୍ଦିତା ପ୍ରଭୃତି କ୍ଷେତ୍ରରେ ସ୍ଥଗିତ କାମ ହାସଲ କରିବେ। ବହୁତ ଦିନରୁ ଇଛା କରି ମଧ୍ୟ ଆଣି ପାରି ନଥିବା ଜିନିଷଟି ଆଜି ଆଣିପାରନ୍ତି। ଦୂରଯାତ୍ରା ପାଇଁ ପ୍ରସ୍ତୁତି କରି ପାରନ୍ତି ଏବଂ ପରିବହନରେ ସ୍ଥିତି ମାନ୍ଦା ହେବନାହଁି ।
ମିଥୁନ
ମିଥୁନ
ବନ୍ଧୁଙ୍କ କାମକୁ ମଧ୍ୟ ଅଗ୍ରାଧିକାର ଭିତରେ କରିବାକୁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଅର୍ଥଲାଭ ସହ ଯାତ୍ରାରେ ସଫଳତା ପାଇବେ, କିନ୍ତୁ ସମସ୍ୟା ଭିତର ଦେଇ ଯିବାକୁ ପଡିବ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡିପାରେ। ବ୍ୟବସାୟରେ ବ୍ୟସ୍ତ ରହିବେ ମାତ୍ର ବିଶେଷ ବାବରେ ଲାଭବାନ ହେବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଫାଇଲ କାମ, ଯାନ୍ତ୍ରିକ ତ୍ରୁଟି, ମିଟିଂ ପ୍ରଭୃତିରେ ବ୍ୟସ୍ତ ରହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ବାଧାପ୍ରାପ୍ତ ହୋଇପାରେ। ପର ଉପରେ ନିର୍ଭର କରିବା ଦ୍ୱାରା ପୂର୍ଣ୍ଣ ମାତ୍ରାରେ କାମ ମଧ୍ୟ ହାସଲ ହୋଇ ପାରିବ ନାହିଁ। ଆଶା ପୂରଣ ହେବାରେ ଜଣେ ସହକର୍ମୀ ଆଜି ଅପରାହ୍ନରେ ସାହାଯ୍ୟ କରିବେ।
ସି˚ହ
ସି˚ହ
ଆପଣଙ୍କ ଧୈର୍ଯ୍ୟ, ଯୁକ୍ତିଯୁକ୍ତ କଥା ପରିସ୍ଥିତିକୁ ସମ୍ଭାଳିବାରେ ସାହାଯ୍ୟ କରିବ। ନିଜର ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ଭଉଣୀ କିମ୍ବା ସ୍ତ୍ରୀଙ୍କ ତରଫରୁ ସମସ୍ୟା ଆସିପାରେ। ଅନ୍ୟ କାହାରି କଥା ନ ଶୁଣି ନିଜ ମନଇଚ୍ଛା କାମ କରିବା ଫଳରେ କିଛିଟା ସମସ୍ୟାର ସମ୍ମୁଖୀନ ହେବେ।
କନ୍ୟା
ଦୂରଯାତ୍ରା, କଠିନ ଶ୍ରମ ଓ ଅନିଦ୍ରା ହେତୁ ଶାରୀରିକ ସୁସ୍ଥତା ବ୍ୟାହତ ହେବ। ଶିକ୍ଷା, ଲେଖାପଢ଼ା ତଥା ସନ୍ତାନଙ୍କ କ୍ଷେତ୍ରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ। ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲରେ ସମର୍ଥ ହେବେ। ସ୍ଥଗିତ କାମଟିକୁ ଶେଷ କରିବା କ୍ଷେତ୍ରରେ ବିଭିନ୍ନ ସମସ୍ୟାର ସାମନା କରିବାକୁ ପଡ଼ିବ।
ତୁଳା
ତୁଳା
ଆପଣଙ୍କ ସୁବିଧା ଓ ଅସୁବିଧାର ସମୀକ୍ଷା କରି ଘର ଲୋକଙ୍କ ବ୍ୟସ୍ତ ଓ ବିବ୍ରତକୁ ଲକ୍ଷ୍ୟ କରି ମନ ଅଶାନ୍ତ ରହିବ। ସାଧାରଣ କଥାକୁ କେନ୍ଦ୍ର କରି ଅଧସ୍ତନ କର୍ମଚାରୀ ସମସ୍ୟାକୁ ବୃଦ୍ଧି କରିବେ। କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ପ୍ରତି ଅତିରିକ୍ତ ଆନ୍ତରିକତା ସମସ୍ୟା ସୃଷ୍ଟି କରିବ। ଆନୁଷ୍ଠାନିକ କାମ ସକାଶେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।
ବିଛା
ବିଛା
ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ଯୋଗୁ ମାନସିକ ସ୍ଥିରତା କ୍ଷୁଣ୍ଣ ହେବ। ଅନାବଶ୍ୟକ ଖର୍ଚ୍ଚରୁ ପରିବାରରେ ମତଭେଦ ତୀବ୍ର ହୋଇପାରେ। ସାମାଜିକ ସ୍ତରରେ ସମ୍ପର୍କ ବୃଦ୍ଧି ପାଇଲେ ମଧ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ତାହାର ପଥରୋଧ କରିବ। ଶତ୍ରୁମାନେ ସମସ୍ୟା ସୃଷ୍ଟି କଲେ ମଧ୍ୟ ତାହା କାମ ସକାଶେ ଅନ୍ତରାୟ ନ ହୋଇପାରେ।
ଧନୁ
ଧନୁ
ଅସାବଧାନତା କିମ୍ବା ଅନ୍ୟମନସ୍କ ହେତୁ ଅର୍ଥହାନି ଓ ଶରୀର ପୀଡ଼ାରୁ କଷ୍ଟ ପାଇବେ। କର୍ମକ୍ଷେତ୍ରରେ ହେଉ କିମ୍ବା ନିଜ ପରିସରରେ କର୍ମଦକ୍ଷତାରୁ ପ୍ରତିଷ୍ଠିତ ହେବେ। ଆଗାମୀ ଦିନର ମାଙ୍ଗଳିକ କାର୍ଯ୍ୟ କିମ୍ବା ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଆଜି ମୂଲ୍ୟବାନ ଜିନିଷ କ୍ରୟ ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରି ପାରନ୍ତି।
ମକର
ମକର
ମାନସିକ ଦ୍ୱନ୍ଦ୍ୱ କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କ’ଣ କରିବେ କିମ୍ବା କ’ଣ ନ କରିବେ କିଛି ଠିକ୍‌ କରି ପାରିବେ ନାହିଁ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି। ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରି ସାମୟିକ ଖୁସି ରହିବାର ସୁଯୋଗ ପାଇବେ। ସଭାସମିତି, ମାଲିମକଦ୍ଦମାରେ ସଫଳତା ହାସଲ କରିବେ।
କୁମ୍ଭ
କୁମ୍ଭ
ସମସ୍ୟା ସଙ୍ଗରେ ଲଢ଼େଇ କରି ପରିସ୍ଥିତି ମୁକାବିଲାରେ ସମର୍ଥ ହେବେ। ଯାନ୍ତ୍ରିକ ତ୍ରୁଟି କାରଣରୁ ସାମାନ୍ୟ ବିଳମ୍ବ ହେଲେ ମଧ୍ୟ ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ହେବ ନାହିଁ। ଶିଳ୍ପ, ବାଣିଜ୍ୟ, ଶେୟାର ବଜାର କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ବନ୍ଧୁମାନଙ୍କର ପରୋକ୍ଷ ଶତ୍ରୁତା ହେତୁ କିଛିଟା ବ୍ୟତିକ୍ରମ ଅବଶ୍ୟ ପରିଲକ୍ଷିତ ହେବ।
ମୀନମୀନ
ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ଦିନଟି ଏକପ୍ରକାର ଭଲରେ ଅତିବାହିତ ହେବ। ସାଧାରଣ ପରିଶ୍ରମରେ ଏବଂ ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ସମସ୍ୟା ଆପଣାଛାଏଁ ସୁଧୁରି ଯିବ। ସମ୍ପର୍କୀୟଙ୍କଠାରୁ ପରାମର୍ଶ ନେବା ଭଲ ହେବ, ଯାହା କି ଆପଣଙ୍କ କାମରେ ଆସିପାରେ। ଆଜିର ପାରିଶ୍ରମିକ ମନ ଲାଖି ନ ହେବା କାରଣରୁ ମନ ବିଷାଦଗ୍ରସ୍ତ ହୋଇପାରେ।

[mc4wp_form id="252536"] All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁନ୍‌ ୧୭ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ। କଷ୍ଟ ସ୍ବୀକାର ପୂର୍ବକ କୈାଣସି ସାହାଯ୍ୟପ୍ରାର୍ଥୀ ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ...

ରାଶିଫଳ: ମଙ୍ଗଳବାର, ଜୁନ୍‌ ୮ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ହେତୁ ଅର୍ଥଲାଭ ସଙ୍ଗକୁ ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ପୂର୍ବ କଳହ, ସମ୍ପର୍କୀୟ ଚିନ୍ତା କରିବେ। ଅଭାବ ଦୂରୀକରଣ କ୍ଷେତ୍ରରେ ବନ୍ଧୁମାନଙ୍କ...

ରାଶିଫଳ: ଶୁକ୍ରବାର, ଜୁନ୍‌ ୪ ତାରିଖ – Daily Horoscope

ମେଷ ଗୁରୁକ୍ଷେତ୍ରସ୍ଥ ଚନ୍ଦ୍ର ଯୋଗୁ ଯେଉଁ କାମ ଆଜି ଆରମ୍ଭ କରିବେ ସେଥିରେ ସଫଳତା ପାଇବା କଷ୍ଟକର ହେବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ...

ରାଶିଫଳ: ବୁଧବାର, ଜୁନ୍ ୨ ତାରିଖ – Daily Horoscope

ମେଷ ନୀଚାରୋହୀ ମଙ୍ଗଳ ହେତୁ ଆପଣଙ୍କ ଦୈହିକ ଦୁର୍ବଳତା କାର୍ଯ୍ୟହାନିର କାରଣ ହେବ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ...

ରାଶିଫଳ: ଶନିବାର, ଜୁନ୍‌ ୫ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବା ସଙ୍ଗକୁ ଲକ୍ଷ୍ୟ ମଧ୍ୟ ପୂରଣ ହୋଇଯିବ। ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ...

ରାଶିଫଳ: ବୁଧବାର, ଜୁନ୍‌ ୯ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ବୃହସ୍ପତିଙ୍କ ଯୋଗୁ କୌଣସି କାମ ଅଟକି ରହିବ ନାହିଁ। ବନ୍ଧୁ ଗହଣରେ ଆନୁଷ୍ଠାନିକ କାମ ସକାଶେ ତପତ୍ରତା ବୃଦ୍ଧି ପାଇବ। ପାରିବାରିକ...

ରାଶିଫଳ: ମଙ୍ଗଳବାର, ଜୁନ୍‌ ୧୫ ତାରିଖ – Daily Horoscope

ମେଷ ଚନ୍ଦ୍ରମଙ୍ଗଳ ଯୋଗରୁ ଦୀର୍ଘଦିନ ହେଲା ଚେଷ୍ଟା କରୁଥିବା କାମରେ ଆକସ୍ମିକ ସଫଳତା ପାଇବେ। ନୂତନ ଯୋଜନାରେ ଉଚ୍ଚାଶା ମୂଲ୍ୟହୀନ ହେବନାହିଁ। ପରିବହନ ବ୍ୟବସାୟରେ ଶିଥିଳତା...

ରାଶିଫଳ: ଗୁରୁବାର, ଜୁନ୍‌ ୨୪ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଙ୍କ ସଂଯୋଗ ହେତୁ ମାନସିକ ଅସ୍ଥିରତା ଓ ପରିବାରର କିଛି ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିବେ। ପୁଅ ବୋହୂଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିନା ଭକ୍ତରେ ସ୍ନାନ କଲେ ମହାପ୍ରଭୁ
Next Post Next post:
ଏହି ବ୍ୟକ୍ତି ଏମିତି ଶବ୍ଦ କରନ୍ତି ଯେ ଚାରିଆଡୁ ଉଡିଆସି ଏକାଠି ହୋଇଯାଆନ୍ତି କାଉ; ଭିଡିଓ ଦେଖିଲେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts