E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଦିଲ୍ଲୀରେ ଡ୍ୟାମେଜ୍‌ କଣ୍ଟ୍ରୋଲ୍‌
8:27 amJune 11, 2021

ନୂଆଦିଲ୍ଲୀ,୧୧ା୬:ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଭେଟିଛନ୍ତି। ସେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ବିଧାନସଭା ନିର୍ବାଚନକୁ କିଛି ମାସ ବାକି ଥିବାବେଳେ ଭାଜପା ଓ କେନ୍ଦ୍ର ସରକାରଙ୍କ ଶୀର୍ଷ ନେତୃତ୍ୱଙ୍କ ସହ ଯୋଗୀଙ୍କ ଭେଟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।
ଯୋଗୀଙ୍କ କୋଭିଡ୍‌ ମୁକାବିଲାରେ ଦୁର୍ବଳତା ଯୋଗୁ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଭାଜପାକୁ କ୍ଷତି ସହିବାକୁ ପଡ଼ିପାରେ ବୋଲି କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିଛି। ଏଭଳି ସମୟରେ ପ୍ରଥମ ଥର ପାଇଁ ଯୋଗୀ ଦୁଇଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି। ସେ ଶୁକ୍ରବାର ମୋଦି, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ଅନ୍ୟ ନେତାମାନଙ୍କୁ ସାକ୍ଷାତ କରିବେ। ୟୁପିର ପ୍ରମୁଖ ବ୍ରାହ୍ମଣ ଚେହେରା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜିତିନ ପ୍ରସାଦ କଂଗ୍ରେସ ଛାଡ଼ି ଭାଜପାରେ ମିଶିବାର ଦିନକ ପରେ ଯୋଗୀଙ୍କ ଦିଲ୍ଲୀ ଗସ୍ତ ପାଣିପାଗରେ ଉଷ୍ମତା ଭରିଦେଇଛି। ଆଗକୁ ୟୁପିରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରାଯିବ ବୋଲି ହେଉଥିବା ଚର୍ଚ୍ଚା ଭିତରେ ଜିତିନଙ୍କୁ ଏଥିରେ ସାମିଲ କରାଯିବା ସମ୍ଭାବନା ଦେଖାଦେଇଛି। କ୍ୟାବିନେଟରେ ଜାତିଗତ ଓ ଆଞ୍ଚଳିକ ସମୀକରଣକୁ ମଧ୍ୟ ଦୃଷ୍ଟି ଦିଆଯିବ। ପ୍ରଧାନମନ୍ତ୍ରୀଙ୍କ ଘନିଷ୍ଠ ଏ.କେ. ଶର୍ମାଙ୍କୁ କ୍ୟାବିନେଟରେ ସାମିଲ କରିବା ନେଇ କେନ୍ଦ୍ରୀୟ ନେତାଙ୍କ ସହ ଯୋଗୀଙ୍କ ସାକ୍ଷାତ ବେଳେ ଆଲୋଚନା ହୋଇପାରେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ରାମଦେବଙ୍କୁ କରୋନା ସହିତ ତୁଳନା କଲେ ରାକ୍ଷୀ ସାଓ୍ବନ୍ତ…

ମୁମ୍ବାଇ,୯।୬: ସବୁବେଳେ ନିଜ ମନ୍ତବ୍ୟ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ବଲିଉଡ୍‌ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ଏକ ଭିଡ଼ିଓ ଏବେ...

ସରକାରୀ ବାବୁ ଗରିବଙ୍କ ପାଖରେ ପହଞ୍ଚନ୍ତୁ, କହିଲେ ମନ୍ତ୍ରୀ…

ନୂଆଦିଲ୍ଲୀ,୨୬।୬: ସରକାରୀ ବାବୁମାନେ କେବଳ ବନ୍ଦ କୋଠରୀରେ ନ ବସି ଗରିବଙ୍କ ପାଖରେ ପହଞ୍ଚି ସେମାନଙ୍କର ସମସ୍ୟା ସମାଧାନ କରନ୍ତୁ ବୋଲି କେନ୍ଦ୍ରୀୟ ମନ୍ତ୍ରୀ ଜିତେନ୍ଦ୍ର...

୩୯୦ଜଣଙ୍କୁ ନକଲି ଟିକା ଦେବା ଘଟଣାରେ ୪ଗିରଫ

ମୁମ୍ବାଇ,୧୮।୬: ମୁମ୍ବାଇର କାନ୍ଦଓ୍ବଲି ଅଞ୍ଚଳର ହିରାନନ୍ଦାନୀ ସୋସାଇଟିର ୩୯୦ଜଣ ଲୋକଙ୍କୁ ନକଲି ଟିକା ଦେବା ମାମଲାର ପର୍ଦ୍ଦାଫାଶ୍‌ କରିଛି ପୋଲିସ। ଠକେଇ ଅଭିଯୋଗରେ ପୋଲିସ ୪ଜଣଙ୍କୁ...

ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌...

ଅପରେଶନ୍‌ ଏଲ୍‌ଜେପି: ପୁତୁରା ବିରୋଧରେ ବିଦ୍ରୋହ କରି ସଂସଦୀୟ ଦଳର ନେତା ହେଲେ ପଶୁପତି

ପାଟନା/ନୂଆଦିଲ୍ଲୀ,୧୪।୬: ଏକଦା ବିହାର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ରେ ଏବେ ଫାଟ ସୃଷ୍ଟି ହୋଇଛି। ଦଳର ନେତା ରାମ...

ଖୁସି ଖବର: ବିଟା-ଡେଲ୍ଟା ଭାରିଆଣ୍ଟ୍‌ ବିରୋଧରେ ପ୍ରଭାବଶାଳୀ ସାବ୍ୟସ୍ତ ହେଉଛି କୋଭାକ୍ସିନ୍‌…

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

ରାଜ୍ୟରେ ଜନ୍ମନେଲା ସବୁଠୁ ଓଜନିଆ ଶିଶୁ, ଓଜନ ଜାଣିଲେ..

ଗୌହାଟୀ,୨୦ା୬: ଆସାମର କଛର ଜିଲାରେ ଜଣେ ମହିଳା ୫.୨ କିଲୋଗ୍ରାମ ଓଜନର ଏକ ଶିଶୁକୁ ଜନ୍ମ ଦେଇଛନ୍ତି। ଡାକ୍ତରମାନେ ଏହି ନବଜାତକକୁ ରାଜ୍ୟର ସବୁଠୁ ଓଜନିଆ...

ଭାରତ ୨ ପାଦ ତଳକୁ ଖସିଲା

ନୂଆଦିଲ୍ଲୀ,୭।୬: ୧୭ ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍‌ଡିଜି)ରେ ଭାରତ ୨ ସ୍ଥାନ ତଳକୁ ଖସି ୧୧୭ତମ ସ୍ଥାନରେ ରହିଛି। ୨୦୧୫ରେ ଜାତିସଂଘର ୧୯୩ ସଦସ୍ୟ ରାଷ୍ଟ୍ର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆମେରିକାରେ ୫୦% ଭାରତୀୟ ବୈଷମ୍ୟର ସମ୍ମୁଖୀନ
Next Post Next post:
ମାଲାଲାଙ୍କୁ ଧମକ ଦେଇ ପାକ୍‌ ମୌଲବୀ ଗିରଫ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts