E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ପୁଣି ଘନେଇଲା ବିପଦ, ଆସିଲା କରୋନାର ନୂଆ ରୂପ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଅଧିକ ତାଣ୍ଡବ ରଚିବା ଆଶଙ୍କା…
10:29 amJune 15, 2021

ନୂଆଦିଲ୍ଲୀ,୧୫।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା ପ୍ଲସ୍‌ ଚିହ୍ନଟ କରାଯାଇଛି। କରୋନା ଭୂତାଣୁ ଲଗାତାର ମ୍ୟୁଟେଶନ ଦ୍ୱାରା ନିଜର ନୂଆ ନୁଆ ରୂପ ସୃଷ୍ଟି କରୁଥିବାରୁ ଏନେଇ ବୈଜ୍ଞାନିକଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଏବେ ଚିହ୍ନଟ ହୋଇଥିବା ନୂଆ ଭାରିଆଣ୍ଟ୍‌ ଡେଲ୍ଟା ପ୍ଲସ୍‌କୁ ଏଓ୍ବାଇ-୧ ଭାବେ ମଧ୍ୟ ନାମିତ କରାଯାଇଛି। ନୂଆ ଭାରିଆଣ୍ଟ୍‌ ଅଧିକ ତାଣ୍ଡବ ରଚିବାର ଆଶଙ୍କା ରହିଛି। ସେହିପରି ଏହା ତୀବ୍ର ବେଗରେ ମଧ୍ୟ ସଂକ୍ରମଣ କରିବାର ଆଶଙ୍କା ରହିଛି। ତେବେ ଭାରତରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ର କମ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି ବୋଲି ସିଏସ୍‌ଆଇଆର୍‌ ଆଇଜିଆଇବିର ନିର୍ଦ୍ଦେଶକ ଡ. ଅନୁରାଗ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି। ଏନେଇ ଅଧିକ ସତର୍କତାର ଆବଶ୍ୟକତା ଥିବା ସେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ଶନିବାର ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟରେ...

ଡାବର ଟୁଥ୍‌ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ

ନୂଆଦିଲ୍ଲୀ,୨୩।୬: ଦେଶର ଅଗ୍ରଣୀ କମ୍ପାନୀ ଏଫ୍‌ଏମ୍‌ସିଜି କମ୍ପାନୀ ଡାବର ପରିବେଶ ସୁରକ୍ଷା ପାଇଁ ଏକ ବଡ଼ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି। ଏଣିକି କାଗଜ କାର୍ଟୁନରେ...

୧୫ ଜୁନ୍‌ରୁ ଲଭ୍‌ ଜିହାଦ୍‌ ଆଇନ: ଦୋଷୀଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌…

ଅହମଦାବାଦ,୫।୬: ଲଭ୍‌ ଜିହାଦ୍‌ ଆଇନ୍‌ ଗୁଜରାଟରେ ୧୫ ଜୁନ୍‌ରୁ ପ୍ରଣୟନ ହେବାକୁ ଯାଉଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌...

ଆନ୍ଧ୍ର ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ,୭।୬(ପି.ଟି.): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରବିବାର ସମଗ୍ର ଉତ୍ତରପୂର୍ବାଞ୍ଚଳରେ ପହଞ୍ଚତ୍ଥିବା ଭାରତର ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ କୁହାଯାଇଛି। ଏହା ସ୍ବାଭାବିକ ତାରିଖର ୪ ଦିନ...

କରୋନା ଗ୍ରାଫ୍‌ ତଳ ମୁହାଁ…

ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର...

ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୦୦୦ ଟପିଲା

ଭୁବନେଶ୍ୱର,୭ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ୪୧ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ନକଲି ଭାକ୍ସିନ୍‌ ନେଇ ଟିଏମ୍‌ସି ଏମ୍‌ପି ଅସୁସ୍ଥ…

କୋଲକାତା,୨୬।୬: ନକଲି ଭାକ୍ସିନ୍‌ ନେଇ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏମ୍‌ପି ତଥା ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସକାଳେ ସେ ଅସୁସ୍ଥ ହୋଇପଡ଼ିବାରୁ...

ବସ୍‌-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…

ଲଣ୍ଡନ/ନୂଆଦିଲ୍ଲୀ,୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ କେଉଁଠି ଅଧିକ ହୋଇଥାଏ ସେ ନେଇ ଏକ ରିପୋର୍ଟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦିଲ୍ଲୀରୁ ଖୁସି ଖବର: କରୋନା ଗ୍ରାଫ୍‌ ତଳ ମୁହାଁ,ଡେଲ୍ଟା ଭାରିଆଣ୍ଟ୍‌କୁ ପ୍ରଭାବହୀନ କରିବ ଭାକ୍ସିନ୍‌…
Next Post Next post:
ମୃତ୍ୟୁର ୩୬ ଘଣ୍ଟା ବିତିଗଲାଣି, ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆଙ୍କ ଅନ୍ତିମ ସଂସ୍କାର କରୁନାହାନ୍ତି ପରିବାର ଲୋକେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts