E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ତାଣ୍ଡବ ରଚିବା ଆଶଙ୍କା …
1:17 pmJune 17, 2021

ନୂଆଦିଲ୍ଲୀ,୧୭।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା ପ୍ଲସ୍‌ ଚିହ୍ନଟ କରାଯାଇଛି। ଏହି ନୂଆ ଭାରିଆଣ୍ଟ୍‌ ଯୋଗୁ ତୃତୀୟ ଲହର ସୃଷ୍ଟି ହୋଇ ଅଧିକ ତାଣ୍ଡବ ରଚିବାର ଆଶଙ୍କା ଦେଖାଦେଇଛି। ଏନେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନିର୍ଦ୍ଦେଶରେ ଗଠିତ ହୋଇଥିବା ଟାସ୍କ୍‌ ଫୋର୍ସ ପକ୍ଷରୁ ଆଶଙ୍କା ବ୍ୟକ୍ତ କରାଯାଇଛି।

ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ବରିଷ୍ଠ ଡାକ୍ତର ଏବଂ ଅଧିକାରୀଙ୍କୁ ଗ୍ରାମୀଣ ତଥା ସହରାଞ୍ଚଳରେ ଆବଶ୍ୟକ ଔଷଧ ଏବଂ ସ୍ବାସ୍ଥ୍ୟ ଉପକରଣ ସୁନିଶ୍ଚିତ କରାଇବା ଲାଗି ନିର୍ଦ୍ଦେଶ ଜାରି କରିଛନ୍ତି। ଅନୁଷ୍ଠିତ ହୋଇଥିବା ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କୁ ଏ ସମ୍ପର୍କରେ ଅବଗତ କରାଯାଇଥିଲା। ଏହାପରେ ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି।

ଇତିମଧ୍ୟରେ ମଧ୍ୟପ୍ରଦେଶର ଭୋପାଳର ବଡ଼ଖେଡ଼ାରେ ବାସ କରୁଥିବା ଜଣେ ୬୫ ବର୍ଷ ବୟସ୍କା ମହିଳାଙ୍କଠାରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଚିହ୍ନଟ ହୋଇଛି। ଏହାକୁ ନେଇ କେନ୍ଦ୍ର ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

ସୂଚନାଯୋଗ୍ୟ, କରୋନା ଭୂତାଣୁ ଲଗାତାର ମ୍ୟୁଟେଶନ ଦ୍ୱାରା ନିଜର ନୂଆ ନୁଆ ରୂପ ସୃଷ୍ଟି କରୁଥିବାରୁ ବୈଜ୍ଞାନିକଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଏବେ ଚିହ୍ନଟ ହୋଇଥିବା ନୂଆ ଭାରିଆଣ୍ଟ୍‌ ଡେଲ୍ଟା ପ୍ଲସ୍‌କୁ ଏଓ୍ବାଇ-୧ ଭାବେ ମଧ୍ୟ ନାମିତ କରାଯାଇଛି। ନୂଆ ଭାରିଆଣ୍ଟ୍‌ ଅଧିକ ତାଣ୍ଡବ ରଚିବାର ସହିତ ତୀବ୍ର ବେଗରେ ମଧ୍ୟ ସଂକ୍ରମଣ କରିବାର ଆଶଙ୍କା ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

୮୦ କୋଟି ଲୋକଙ୍କୁ ମାଗଣା ରାଶନ

ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ସୋମବାର ମାଗଣା ଟିକା ସହ ରାଶନ ଦେବାକୁ ଘୋଷଣା କରିଛନ୍ତି। ନଭେମ୍ବର ପର୍ଯ୍ୟନ୍ତ ଦେଶର ୮୦...

କ୍ଷମା ମାଗିଲେ ହରଭଜନ

ନୂଆଦିଲ୍ଲୀ, ୭ା୬: ହରଭଜନ ସିଂ ସୋମବାର କ୍ଷମା ପ୍ରାର୍ଥନା କରିଛନ୍ତି। ଏହି ଭେଟେରାନ ଭାରତୀୟ ଅଫ୍‌ ସ୍ପିନର ଖଲିସ୍ଥାନୀ ସନ୍ତ୍ରାସବାଦୀ ଜର୍ନେଲ ସିଂ ଭିନ୍ଦ୍ରନଓ୍ବାଲେଙ୍କ ପ୍ରତି...

ହସ୍ପିଟାଲରେ ମୃତଦେହ ଗଦା: ପରିବାର ସଦସ୍ୟଙ୍କୁ ଗୋଟି ଗୋଟି କରି ପଡୁଛି ଖୋଜିବାକୁ…

ଚେନ୍ନାଇ,୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢୁଥିବାରୁ ସ୍ଥିତି ଅଧିକ ଜଟିଳ ହେବାରେ ଲାଗିଛି। ବିଭିନ୍ନ...

ଟିକା ବଦଳରେ ଦିଆଯାଇଛି ଲୁଣ ପାଣି

ମୁମ୍ବାଇ, ୨୫।୬: ମହାରାଷ୍ଟ୍ରର ମୁମ୍ବାଇ ମହାନଗରୀରେ ପ୍ରାୟ ୨,୦୦୦ ଲୋକଙ୍କୁ କୋଭିଡ୍‌-୧୯ର ନକଲି ଟିକା ଦିଆଯାଇଛି। ସେହିପରି ପଶ୍ଚିମବଙ୍ଗର କୋଲକାତାରେ ମଧ୍ୟ ୫୦୦ ଲୋକ ଏଭଳି...

ନୁସ୍‌ରତଙ୍କ ସମସ୍ୟା ବଢ଼ିଲା

ବ୍ୟବସାୟୀ ନିଖିଲ ଜୈନଙ୍କ ସହ ବିବାହ ଭାରତୀୟ ଆଇନ ଅନୁସାରେ ବୈଧ ନୁହେଁ ବୋଲି ଟିଏମ୍‌ସି ଏମ୍‌ପି ନୁସ୍‌ରତ ଜହାଁ କହିବା ପରଠାରୁ ବିବାଦ ଘନେଇବାରେ...

ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ

ବୁଗୁଡ଼ା,୧୦।୬(ଡି.ଏନ୍‌.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ...

ସମସ୍ତ ରାଜ୍ୟ ବୋର୍ଡରେ ସମାନ ମୂଲ୍ୟାଙ୍କନ ପଦ୍ଧତି ନୁହେଁ ସମ୍ଭବ, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରି ଦିଆଯାଇଛି। ଏନେଇ ସିବିଏସ୍‌ଇ ବୋର୍ଡ ପକ୍ଷରୁ ଆଗତ...

ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୪୦୫ ଜଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କେତେବେଳେ ଜାହ୍ନବୀ କପୁରଙ୍କ ହାତ ଧରୁଛନ୍ତି ତ କେବେ ସାରାଙ୍କ ଅତି ନିକଟରେ; କିଏ ଏହି ବ୍ୟକ୍ତି ଯାହାଙ୍କୁ କହାଯାଉଛି ‘ମିଷ୍ଟ୍ରି ମ୍ୟାନ୍‌’
Next Post Next post:
ଏହି ଦେଶକୁ ମିଳିଲା ୧,୦୯୮ କ୍ୟାରେଟ୍‌ ପୃଥିବୀର ତୃତୀୟ ବୃହତ୍ତମ ହୀରା: ଏବେ ସୁଧୁରିବ ଆର୍ଥିକ ଅବସ୍ଥା…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts