E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

କମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ
8:55 amJune 24, 2021

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୪ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୭୬୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ଜଣ ମୃତ୍ୟୁ ଘଟିଛି। ସେହିପରି ବରଗଡ଼ ଓ କଟକରୁ ଜିଲାରୁ ୫ଜଣ ପ୍ରାଣ ହରାଇଥିବା ବେଳେ ଅନୁଗୋଳ ଏବଂ ପୁରୀରୁ ୪ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିଭଳି ଗଞ୍ଜାମ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ରୁ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ନୟାଗଡ଼ ଓ ସମ୍ବଲପୁର ଜିଲାରୁ ୨ଜଣ ଲେଖାଏଁ ଏବଂ ବୌଦ୍ଧ, ଭଦ୍ରକ, ଢ଼େଙ୍କାନାଳ ଓ ମାଲକାନଗିରିରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

ଭୁବନେଶ୍ୱର,୨।୬: ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବୁଧବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ...

ଟିକା ନେଇନାହାନ୍ତି ୧,୯୭,୨୧୭ କୋଭିଡ୍‌ ଯୋଦ୍ଧା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଟିକା ନେଇନାହାନ୍ତି ପାଖାପାଖି ୨ ଲକ୍ଷ କୋଭିଡ୍‌ ଯୋଦ୍ଧା। ନାମ ପଞ୍ଜୀକରଣ କରି ମଧ୍ୟ ୧,୯୭,୨୧୭ ଜଣ କୋଭିଡ୍‌ ଯୋଦ୍ଧା ଟିକା ନେଇନାହାନ୍ତି।...

କୋଭିଡ୍‌ ସହାୟତାରୁ ୨ଶହ କୋଟି ବାଟମାରଣା

ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍‌ ରାଶନକାର୍ଡ ଜରିଆରେ...

ପୁରୁଣା ଚେର

ଭୁବନେଶ୍ୱର,୧୫।୬(ବ୍ୟୁରୋ):  ଓଡ଼ିଶାରେ ନକଲି ଔଷଧର କାରବାର ବହୁ ପୁରୁଣା। ୨୦୦୭ ଜୁଲାଇ ୨୦ରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ନକଲି ଔଷଧ କାରଖାନା ଠାବ ହୋଇଥିଲା।...

ଘରେ ପଶି ନାବାଳିକାଙ୍କୁ ବଳାତ୍କାର

ବୁଗୁଡ଼ା,୨୫ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଗୁରୁବାର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲା କ୍ରମେ ପୋଲିସ...

ସୋମବାରଠାରୁ ବାର୍‌-ପାର୍କ ଖୋଲା…

ନୂଆଦିଲ୍ଲୀ,୨୦।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏବେ ଧୀରେଧୀରେ ଅନ୍‌ଲକ୍‌ ଅନ୍ତର୍ଗତ କଟକଣା ହଟାଯାଉଛି। ସୋମବାରଠାରୁ ଦିଲ୍ଲୀରେ ବାର୍‌ ଏବଂ...

ରଥରେ ଲାଗିଲା ଅଖ

ପୁରୀ ଅଫିସ,୩ା୬: ଆଜି ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଉଭଁରୀ ଯାତ୍ରା। ଏହି ଅବସରରେ ପରମ୍ପରା ଅନୁଯାୟୀ ରଥଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି। ମହାପ୍ରଭୁଙ୍କ...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୧୨୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଯେଉଁ ଲ୍ୟାବ୍‌ରୁ କରୋନା ବ୍ୟାପିଥିଲା, ତାକୁ ମିଳିବ ପୁରସ୍କାର
Next Post Next post:
ରାଉଣ୍ଡ ଅଫ୍‌ ୧୬ରେ କ୍ରୋଏସିଆ: ୟୁରୋକପ୍‌ରୁ ସ୍କଟ୍‌ଲାଣ୍ଡ ଆଉଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts